Biblia Todo Logo
Bib sou entènèt

- Piblisite -




ଯିରିମୀୟ 52:30 - ଓଡିଆ ବାଇବେଲ

30 ନବୂଖଦ୍‍ନିତ୍ସରଙ୍କ ରାଜତ୍ଵର ତେଇଶ ବର୍ଷରେ ନବୂଷରଦନ୍‍ ପ୍ରହରୀବର୍ଗର ସେନାପତି, ସାତ ଶହ ପଇଁଚାଳିଶ ଜଣ ଯିହୁଦୀଙ୍କୁ ବନ୍ଦୀ କରି ନେଇଗଲା; ସର୍ବସୁଦ୍ଧା ଚାରି ସହସ୍ର ଛ’ ଶତ ଲୋକ ଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

30 ନବୂଖଦ୍ନିତ୍ସରର ଅଧିକାରର ତେଇଶ ବର୍ଷରେ ନବୂଷରଦନ୍ ପ୍ରହରୀବର୍ଗର ସେନାପତି, ସାତ ଶହ ପଇଁଚାଳିଶ୍ ଜଣ ଯିହୁଦୀଙ୍କି ବନ୍ଦୀ କରି ନେଇଗଲା; ସର୍ବସୁଦ୍ଧା ଚାରି ସହସ୍ର ଛʼଶତ ଲୋକ ଥିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

30 ନବୂଖଦ୍‍ନିତ୍ସରଙ୍କ ରାଜତ୍ଵର ତେଇଶ ବର୍ଷରେ ନବୂଷରଦନ୍‍ ପ୍ରହରୀବର୍ଗର ସେନାପତି, ସାତ ଶହ ପଇଁଚାଳିଶ ଜଣ ଯିହୁଦୀଙ୍କୁ ବନ୍ଦୀ କରି ନେଇଗଲା; ସର୍ବସୁଦ୍ଧା ଚାରି ସହସ୍ର ଛʼ ଶତ ଲୋକ ଥିଲେ।

Gade chapit la Kopi

ପବିତ୍ର ବାଇବଲ

30 ପୁଣି ନବୂଖ‌ଦ୍‌ନିତ୍ସରର ରାଜତ୍ୱର ତ୍ରୟୋବିଂଶ ବର୍ଷରେ ପ୍ରହରୀବର୍ଗର ସେନାପତି ନବୂଷରଦନ୍ ସାତ ଶହ ପଇଁଗ୍ଭଳିଶ୍ ଯିହୁଦୀଙ୍କୁ ବନ୍ଦୀ କରି ନେଇଗଲା। ସବୁ ମିଶି ଗ୍ଭରି ସହସ୍ର ଛଅ ଶହ ଲୋକ ଥିଲେ।

Gade chapit la Kopi




ଯିରିମୀୟ 52:30
6 Referans Kwoze  

ସେତେବେଳେ ପ୍ରହରୀବର୍ଗର ସେନାପତି ନବୂଷରଦନ୍‍ ଲୋକମାନଙ୍କ ମଧ୍ୟରୁ ନିତାନ୍ତ ଦରିଦ୍ରମାନଙ୍କୁ ଓ ନଗରର ଅବଶିଷ୍ଟ ଲୋକମାନଙ୍କୁ, ଆଉ ବାବିଲ ରାଜାର ପକ୍ଷକୁ ପଳାୟନକାରୀମାନଙ୍କୁ ଓ ଅବଶିଷ୍ଟ ସାଧାରଣ ଲୋକମାନଙ୍କୁ ବନ୍ଦୀ କରି ନେଇଗଲା।


ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ସେମାନେ ଇସ୍ରାଏଲର ଅବଶିଷ୍ଟ ଲୋକଙ୍କୁ ଦ୍ରାକ୍ଷାଫଳ ପରି ସମ୍ପୂର୍ଣ୍ଣ ରୂପେ ତୋଳି ନେବେ; ତୁମ୍ଭେ ଦ୍ରାକ୍ଷାଫଳ ସଂଗ୍ରହକାରୀ ସଦୃଶ୍ୟ ବାରମ୍ବାର ଆପଣା ହସ୍ତ ଟୋକାଇରେ ଦିଅ।”


ପଞ୍ଚମ ମାସରେ, ମାସର ସପ୍ତମ ଦିନରେ ବାବିଲ ରାଜା ନବୂଖଦ୍‍ନିତ୍ସରଙ୍କ ରାଜତ୍ଵର ଊଣାଇଶ ବର୍ଷରେ ବାବିଲ ରାଜାର ଦାସ ନବୂଷରଦନ୍‍ ନାମକ ପ୍ରହରୀବର୍ଗର ସେନାପତି ଯିରୂଶାଲମକୁ ଆସିଲା।


ଆଉ ପ୍ରହରୀବର୍ଗର ସେନାପତି ନବୂଷରଦନ୍‍ ନଗରର ଅବଶିଷ୍ଟ ଲୋକମାନଙ୍କୁ ଓ ବାବିଲ ରାଜାର ପକ୍ଷକୁ ପଳାୟନକାରୀମାନଙ୍କୁ ଓ ଅବଶିଷ୍ଟ ସାଧାରଣ ଲୋକମାନଙ୍କୁ ବନ୍ଦୀ କରି ନେଇଗଲା।


ପୁଣି, ପ୍ରହରୀବର୍ଗର ସେନାପତି ନବୂଷରଦନ୍‍, ନଗରରେ ଥିବା ଅବଶିଷ୍ଟ ଲୋକମାନଙ୍କୁ, ମଧ୍ୟ ତାହାର ପକ୍ଷ ହୋଇଥିବା ପଳାତକମାନଙ୍କୁ ବନ୍ଦୀକରି ବାବିଲକୁ ନେଇଗଲା।


ନବୂଖଦ୍‍ନିତ୍ସରଙ୍କ ରାଜତ୍ଵର ଅଠର ବର୍ଷରେ ସେ ଯିରୂଶାଲମରୁ ଆଠ ଶହ ବତିଶ ଲୋକ ବନ୍ଦୀ କରି ନେଇଗଲା;


Swiv nou:

Piblisite


Piblisite