ଯିରିମୀୟ 52:6 - ଓଡିଆ ବାଇବେଲ6 ଚତୁର୍ଥ ମାସରେ, ସେହି ମାସର ନବମ ଦିନରେ ନଗରରେ ମହାଦୁର୍ଭିକ୍ଷ ହେଲା, ତହିଁରେ ଦେଶୀୟ ଲୋକମାନଙ୍କ ନିମନ୍ତେ କିଛି ଖାଦ୍ୟ ମିଳିଲା ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)6 ଚତୁର୍ଥ ମାସରେ, ସେହି ମାସର ନବମ ଦିନରେ ନଗରରେ ମହାଦୁର୍ଭିକ୍ଷ ହେଲା, ତହିଁରେ ଦେଶୀୟ ଲୋକମାନଙ୍କ ନିମନ୍ତେ କିଛି ଖାଦ୍ୟ ମିଳିଲା ନାହିଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଚତୁର୍ଥ ମାସରେ, ସେହି ମାସର ନବମ ଦିନରେ ନଗରରେ ମହାଦୁର୍ଭିକ୍ଷ ହେଲା, ତହିଁରେ ଦେଶୀୟ ଲୋକମାନଙ୍କ ନିମନ୍ତେ କିଛି ଖାଦ୍ୟ ମିଳିଲା ନାହିଁ। Gade chapit laପବିତ୍ର ବାଇବଲ6 ସେହି ବର୍ଷ ଚତୁର୍ଥ ମାସର ନବମ ଦିନରେ ନଗରରେ ମହା ଦୁର୍ଭିକ୍ଷ ଦେଖା ଦେଲା। ତହିଁରେ ଦେଶୀୟ ଲୋକମାନଙ୍କ ପାଇଁ କିଛି ଖାଦ୍ୟ ମିଳିଲା ନାହିଁ। Gade chapit la |