ଯିରିମୀୟ 52:8 - ଓଡିଆ ବାଇବେଲ8 ମାତ୍ର କଲ୍ଦୀୟମାନଙ୍କ ସୈନ୍ୟ ରାଜାର ପଛେ ପଛେ ଗୋଡ଼ାଇ ଯିରୀହୋ ପଦାରେ ସିଦିକୀୟକୁ ଧରିଲେ; ତହିଁରେ ତାହାର ସକଳ ସୈନ୍ୟ ତାହା ନିକଟରୁ ଛିନ୍ନଭିନ୍ନ ହୋଇଗଲେ। Gade chapit laପବିତ୍ର ବାଇବଲ (Re-edited) - (BSI)8 ମାତ୍ର କଲ୍ଦୀୟମାନଙ୍କ ସୈନ୍ୟ ରାଜାର ପଛେ ପଛେ ଗୋଡ଼ାଇ ଯିରୀହୋ-ପଦାରେ ସିଦିକୀୟକୁ ଧରିଲେ; ତହିଁରେ ତାହାର ସକଳ ସୈନ୍ୟ ତାହା ନିକଟରୁଛିନ୍ନଭିନ୍ନ ହୋଇଗଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ମାତ୍ର କଲ୍ଦୀୟମାନଙ୍କ ସୈନ୍ୟ ରାଜାର ପଛେ ପଛେ ଗୋଡ଼ାଇ ଯିରୀହୋ ପଦାରେ ସିଦିକୀୟକୁ ଧରିଲେ; ତହିଁରେ ତାହାର ସକଳ ସୈନ୍ୟ ତାହା ନିକଟରୁ ଛିନ୍ନଭିନ୍ନ ହୋଇଗଲେ। Gade chapit laପବିତ୍ର ବାଇବଲ8 ମାତ୍ର କଲ୍ଦୀୟମାନେ ରାଜା ସିଦିକିୟଙ୍କ ପଛେ ପଛେ ଗୋଡ଼ାଇ ଯିରୀହୋ ସମତଳ ଭୂମିରେ ତାଙ୍କୁ ଧରିଲେ। ସିଦିକିୟଙ୍କ ସମସ୍ତ ସୈନ୍ୟ ତାଙ୍କୁ ଛାଡ଼ି ପଳାଇଲେ। Gade chapit la |
ଆଉ, ସଦାପ୍ରଭୁ କହନ୍ତି, ‘ତହିଁ ଉତ୍ତାରେ ଆମ୍ଭେ ଯିହୁଦାର ରାଜା ସିଦିକୀୟକୁ, ତାହାର ଦାସଗଣକୁ ଓ ଲୋକମାନଙ୍କୁ, ଅର୍ଥାତ୍, ଏହି ନଗରର ଯେଉଁସକଳ ଲୋକ ମହାମାରୀ, ଖଡ୍ଗ ଓ ଦୁର୍ଭିକ୍ଷରୁ ଅବଶିଷ୍ଟ ରହିବେ, ସେମାନଙ୍କୁ ବାବିଲର ରାଜା ନବୂଖଦ୍ନିତ୍ସରର ହସ୍ତରେ ଓ ସେମାନଙ୍କ ଶତ୍ରୁଗଣର ହସ୍ତରେ ଓ ସେମାନଙ୍କ ପ୍ରାଣନାଶର ଚେଷ୍ଟାକାରୀମାନଙ୍କ ହସ୍ତରେ ସମର୍ପଣ କରିବା; ଆଉ, ସେ ସେମାନଙ୍କୁ ଖଡ୍ଗଧାରରେ ବଧ କରିବ; ସେ ସେମାନଙ୍କୁ କ୍ଷମା, ଦୟା କି କରୁଣା କରିବ ନାହିଁ।’