ଯିରିମୀୟ 6:17 - ଓଡିଆ ବାଇବେଲ17 ପୁଣି, ଆମ୍ଭେ ତୁମ୍ଭମାନଙ୍କ ଉପରେ ପ୍ରହରୀଗଣ ନିଯୁକ୍ତ କରି କହିଲୁ, ‘ତୂରୀର ଶବ୍ଦ ଶୁଣ;’ ମାତ୍ର ସେମାନେ କହିଲେ, ‘ଆମ୍ଭେମାନେ ଶୁଣିବା ନାହିଁ।’ Gade chapit laପବିତ୍ର ବାଇବଲ (Re-edited) - (BSI)17 ପୁଣି, ଆମ୍ଭେ ତୁମ୍ଭମାନଙ୍କ ଉପରେ ପ୍ରହରୀଗଣ ନିଯୁକ୍ତ କରି କହିଲୁ, ତୂରୀର ଶଦ୍ଦ ଶୁଣ; ମାତ୍ର ସେମାନେ କହିଲେ, ଆମ୍ଭେମାନେ ଶୁଣିବା ନାହିଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ପୁଣି, ଆମ୍ଭେ ତୁମ୍ଭମାନଙ୍କ ଉପରେ ପ୍ରହରୀଗଣ ନିଯୁକ୍ତ କରି କହିଲୁ, ‘ତୂରୀର ଶବ୍ଦ ଶୁଣ;’ ମାତ୍ର ସେମାନେ କହିଲେ, ‘ଆମ୍ଭେମାନେ ଶୁଣିବା ନାହିଁ।’ Gade chapit laପବିତ୍ର ବାଇବଲ17 ଆମ୍ଭେ ତୁମ୍ଭମାନଙ୍କ ଉଦ୍ଦେଶ୍ୟରେ ପ୍ରହରୀ ନିଯୁକ୍ତ କରି କହିଲୁ, ‘ତୂରୀର ଶବ୍ଦ ଶୁଣ।’ ମାତ୍ର ସେମାନେ କହିଲେ, ‘ଆମ୍ଭେମାନେ ଶୁଣିବୁ ନାହିଁ।’ Gade chapit la |
ତୁମ୍ଭେମାନେ ଆପଣାମାନଙ୍କର ପୂର୍ବପୁରୁଷଗଣର ତୁଲ୍ୟ ହୁଅ ନାହିଁ, ଯେଉଁମାନଙ୍କୁ ଡାକି ପୂର୍ବକାଳର ଭବିଷ୍ୟଦ୍ବକ୍ତାମାନେ ଉଚ୍ଚୈଃସ୍ୱରରେ କହିଲେ, “ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ‘ତୁମ୍ଭେମାନେ ଆପଣା ଆପଣା କୁପଥରୁ ଓ ଆପଣା ଆପଣା କୁକ୍ରିୟାରୁ ଏବେ ଫେର। ମାତ୍ର ସେମାନେ ଶୁଣିଲେ ନାହିଁ, କିଅବା ଆମ୍ଭ ପ୍ରତି କର୍ଣ୍ଣପାତ କଲେ ନାହିଁ,’” ଏହା ସଦାପ୍ରଭୁ କହନ୍ତି।