Biblia Todo Logo
Bib sou entènèt

- Piblisite -




ଯିରିମୀୟ 6:2 - ଓଡିଆ ବାଇବେଲ

2 ସୁନ୍ଦରୀ ଓ ସୁକୁମାରୀ ସିୟୋନ କନ୍ୟାକୁ ଆମ୍ଭେ ସଂହାର କରିବା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ସୁନ୍ଦରୀ ଓ ସୁକୁମାରୀ ସିୟୋନ କନ୍ୟାକୁ ଆମ୍ଭେ ସଂହାର କରିବା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ସୁନ୍ଦରୀ ଓ ସୁକୁମାରୀ ସିୟୋନ କନ୍ୟାକୁ ଆମ୍ଭେ ସଂହାର କରିବା।

Gade chapit la Kopi

ପବିତ୍ର ବାଇବଲ

2 ହେ ସୁନ୍ଦରୀ ଓ ସୁକୁମାରୀ ସିୟୋନ କନ୍ୟା, ଆମ୍ଭେ ତୁମ୍ଭକୁ ଧ୍ୱଂସ କରିବା।

Gade chapit la Kopi




ଯିରିମୀୟ 6:2
7 Referans Kwoze  

କାରଣ ପ୍ରସବକାରିଣୀ ସ୍ତ୍ରୀର ରବ ପରି, ପ୍ରଥମ ସନ୍ତାନ ପ୍ରସବକାରିଣୀ ସ୍ତ୍ରୀର ବେଦନା ପରି ସିୟୋନ କନ୍ୟାର ରବ ଆମ୍ଭେ ଶୁଣିଅଛୁ, ସେ ଦୀର୍ଘ ନିଶ୍ୱାସ ଛାଡ଼ି ଓ ଆପଣା ହାତ ପ୍ରସାରି କହୁଅଛି, “ହାୟ ହାୟ ! ହତ୍ୟାକାରୀମାନଙ୍କ ଆଗରେ ମୋ’ ପ୍ରାଣ ମୂର୍ଚ୍ଛିତ ହେଲା।”


ପୁଣି, ସିୟୋନର କନ୍ୟା ଦ୍ରାକ୍ଷାକ୍ଷେତ୍ରର କୁଟୀର, କାକୁଡ଼ିକ୍ଷେତ୍ରର ବସା, ଅବରୁଦ୍ଧ ନଗର ତୁଲ୍ୟ ହୋଇ ରହିଅଛି।


ଆଗୋ ଯିରୂଶାଲମର କନ୍ୟେ, ମୁଁ ତୁମ୍ଭକୁ କିପରି ସାନ୍ତ୍ଵନା ଦେବି ? ମୁଁ କାହା ସହିତ ତୁମ୍ଭର ଉପମା ଦେବି ? ଆଗୋ ସିୟୋନ କୁମାରୀ, ମୁଁ ତୁମ୍ଭକୁ ସାନ୍ତ୍ୱନା ଦେବା ପାଇଁ କାହାର ସମାନ ତୁମ୍ଭକୁ କରିବି ? କାରଣ ତୁମ୍ଭର କ୍ଷତ ସମୁଦ୍ର ପରି ବଡ଼; କିଏ ତୁମ୍ଭକୁ ସୁସ୍ଥ କରି ପାରେ ?


ପ୍ରଭୁ ଆପଣା କ୍ରୋଧରେ ସିୟୋନ କନ୍ୟାକୁ କିପରି ମେଘାଚ୍ଛନ୍ନ କରିଅଛନ୍ତି ! ସେ ଇସ୍ରାଏଲର ଶୋଭା ସ୍ୱର୍ଗରୁ ପୃଥିବୀକୁ ପକାଇ ଦେଇଅଛନ୍ତି, ପୁଣି ଆପଣା କ୍ରୋଧର ଦିନରେ ଆପଣା ପାଦପୀଠ ସ୍ମରଣ କରି ନାହାନ୍ତି।


ଅବରୋଧ କାଳେ ଓ ଶତ୍ରୁ ତୁମ୍ଭ ନଗରଦ୍ୱାରମାନଙ୍କରେ ତୁମ୍ଭକୁ ଯେଉଁ ବିପଦରେ ପକାଇବ, ସେହି ବିପଦରେ ତୁମ୍ଭମାନଙ୍କ ମଧ୍ୟବର୍ତ୍ତିନୀ ଯେଉଁ କୋମଳାଙ୍ଗୀ ଓ ସୁକୁମାରୀ ସ୍ତ୍ରୀ ଆପଣା ସୁକୁମାରତା ଓ କୋମଳତା ସକାଶୁ ଆପଣା ତଳିପା ଭୂମିରେ ରଖିବାକୁ ସାହାସ ନାହିଁ, ସେ ଆପଣା ବକ୍ଷସ୍ଥାୟୀ ସ୍ୱାମୀ ପ୍ରତି ଓ ଆପଣା ପୁତ୍ର ପ୍ରତି ଓ ଆପଣା କନ୍ୟା ପ୍ରତି କୁଦୃଷ୍ଟି କରିବ;


ଯେଉଁମାନେ ସୁଖାଦ୍ୟ ଭୋଜନ କଲେ, ସେମାନେ ଦାଣ୍ଡରେ ଅନାଥ ହୋଇଅଛନ୍ତି; ଯେଉଁମାନେ ସିନ୍ଦୂରବର୍ଣ୍ଣ ବସ୍ତ୍ର ପିନ୍ଧି ପ୍ରତିପାଳିତ ହେଲେ, ସେମାନେ ଖତରାଶି ଅବଲମ୍ବନ କରନ୍ତି।


Swiv nou:

Piblisite


Piblisite