ଯିରିମୀୟ 6:23 - ଓଡିଆ ବାଇବେଲ23 ସେମାନେ ଧନୁ ଓ ବର୍ଚ୍ଛା ଧରନ୍ତି; ସେମାନେ ନିଷ୍ଠୁର ଓ ଦୟାହୀନ; ସେମାନଙ୍କର ରବ ସମୁଦ୍ର ପରି ଗର୍ଜ୍ଜନ କରେ ଓ ସେମାନେ ଅଶ୍ୱାରୋହଣ କରନ୍ତି; ଆଗୋ ସିୟୋନର କନ୍ୟେ, ତୁମ୍ଭ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ସେମାନଙ୍କର ପ୍ରତ୍ୟେକେ ଯୋଦ୍ଧା ପରି ସସଜ୍ଜ ହେଉଅଛନ୍ତି।” Gade chapit laପବିତ୍ର ବାଇବଲ (Re-edited) - (BSI)23 ସେମାନେ ଧନୁ ଓ ବର୍ଚ୍ଛା ଧରନ୍ତି; ସେମାନେ ନିଷ୍ଠୁର ଓ ଦୟାହୀନ; ସେମାନଙ୍କର ରବ ସମୁଦ୍ର ପରି ଗର୍ଜନ କରେ ଓ ସେମାନେ ଅଶ୍ଵାରୋହଣ କରନ୍ତି; ଆଗୋ ସିୟୋନର କନ୍ୟେ, ତୁମ୍ଭ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ସେମାନଙ୍କର ପ୍ରତ୍ୟେକେ ଯୋଦ୍ଧା ପରି ସସଜ୍ଜ ହେଉଅଛନ୍ତି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ସେମାନେ ଧନୁ ଓ ବର୍ଚ୍ଛା ଧରନ୍ତି; ସେମାନେ ନିଷ୍ଠୁର ଓ ଦୟାହୀନ; ସେମାନଙ୍କର ରବ ସମୁଦ୍ର ପରି ଗର୍ଜ୍ଜନ କରେ ଓ ସେମାନେ ଅଶ୍ୱାରୋହଣ କରନ୍ତି; ଆଗୋ ସିୟୋନର କନ୍ୟେ, ତୁମ୍ଭ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ସେମାନଙ୍କର ପ୍ରତ୍ୟେକେ ଯୋଦ୍ଧା ପରି ସସଜ୍ଜ ହେଉଅଛନ୍ତି।” Gade chapit laପବିତ୍ର ବାଇବଲ23 ସେମାନେ ଧନୁ ଓ ବର୍ଚ୍ଛା ଧରନ୍ତି, ସେମାନେ ନିଷ୍ଠୁର ଓ ନିର୍ଦ୍ଦୟ। ସେମାନେ ସମୁଦ୍ର ପରି ଗର୍ଜନ କରନ୍ତି। ଆଉ ସେମାନେ ଅଶ୍ୱାରୋହଣ କରନ୍ତି। ଆଗୋ ସିୟୋନର କନ୍ୟା, ତୁମ୍ଭ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ସେମାନଙ୍କର ପ୍ରତ୍ୟେକ ଯୋଦ୍ଧା ପ୍ରସ୍ତୁତ ହେଉଅଛନ୍ତି।” Gade chapit la |
ଏଥିପାଇଁ ଦେଖ, ଆମ୍ଭେ ଲୋକ ପଠାଇ ଉତ୍ତର ଦିଗସ୍ଥିତ ସମସ୍ତ ଗୋଷ୍ଠୀଙ୍କୁ, ପୁଣି ଆମ୍ଭର ଦାସ ବାବିଲର ରାଜା ନବୂଖଦ୍ନିତ୍ସରକୁ ନେଇ ଏହି ଦେଶ ବିରୁଦ୍ଧରେ ଓ ତନ୍ନିବାସୀମାନଙ୍କ ବିରୁଦ୍ଧରେ ଓ ତହିଁର ଚତୁର୍ଦ୍ଦିଗସ୍ଥ ଏହିସବୁ ଗୋଷ୍ଠୀ ବିରୁଦ୍ଧରେ ଆଣିବା; ଆଉ, ଆମ୍ଭେ ସେମାନଙ୍କୁ ନିଃଶେଷ ରୂପେ ବିନାଶ କରିବା ଓ ସେମାନଙ୍କୁ ବିସ୍ମୟ ଓ ଶୀସ୍ ଶବ୍ଦର ବିଷୟ ଓ ଚିର କାଳର ଉତ୍ସନ୍ନ ସ୍ଥାନ କରିବା।