ଯିରିମୀୟ 7:26 - ଓଡିଆ ବାଇବେଲ26 ତଥାପି ସେମାନେ ଆମ୍ଭ କଥା ଶୁଣିଲେ ନାହିଁ, କିଅବା ତହିଁରେ କର୍ଣ୍ଣପାତ କଲେ ନାହିଁ,ମାତ୍ର ଆପଣା ଆପଣା ଗ୍ରୀବା ଶକ୍ତ କଲେ; ସେମାନେ ଆପଣାମାନଙ୍କର ପୂର୍ବପୁରୁଷଗଣ ଅପେକ୍ଷା ଅଧିକ ଦୁରାଚାର କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)26 ତଥାପି ସେମାନେ ଆମ୍ଭ କଥା ଶୁଣିଲେ ନାହିଁ, କିଅବା ତହିଁରେ କର୍ଣ୍ଣପାତ କଲେ ନାହିଁ, ମାତ୍ର ଆପଣା ଆପଣା ଗ୍ରୀବା ଶକ୍ତ କଲେ; ସେମାନେ ଆପଣା-ମାନଙ୍କର ପୂର୍ବପୁରୁଷଗଣ ଅପେକ୍ଷା ଅଧିକ ଦୁରାଚାର କଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ତଥାପି ସେମାନେ ଆମ୍ଭ କଥା ଶୁଣିଲେ ନାହିଁ, କିଅବା ତହିଁରେ କର୍ଣ୍ଣପାତ କଲେ ନାହିଁ, ମାତ୍ର ଆପଣା ଆପଣା ଗ୍ରୀବା ଶକ୍ତ କଲେ; ସେମାନେ ଆପଣାମାନଙ୍କର ପୂର୍ବପୁରୁଷଗଣ ଅପେକ୍ଷା ଅଧିକ ଦୁରାଚାର କଲେ। Gade chapit laପବିତ୍ର ବାଇବଲ26 ମାତ୍ର ସେମାନେ ଆମ୍ଭ କଥା ଶୁଣିଲେ ନାହିଁ କିଅବା ତହିଁରେ କର୍ଣ୍ଣପାତ କଲେ ନାହିଁ। ସେମାନେ ଅବାଧ୍ୟ ହୋଇ ତାଙ୍କର ପୂର୍ବପୁରୁଷଗଣଙ୍କ ଅପେକ୍ଷା ଅଧିକ ଦୁରାଗ୍ଭରୀ ହେଲେ। Gade chapit la |
ମଧ୍ୟ ଆମ୍ଭେ ଆପଣାର ସମସ୍ତ ଦାସ ଭବିଷ୍ୟଦ୍ବକ୍ତାଗଣଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଅଛୁ, ପ୍ରଭାତରେ ଉଠି ସେମାନଙ୍କୁ ପଠାଇ ତୁମ୍ଭମାନଙ୍କୁ କହିଅଛୁ, ତୁମ୍ଭେମାନେ ପ୍ରତ୍ୟେକେ ଏବେ ଆପଣା ଆପଣା କୁପଥରୁ ଫେର, ଆପଣମାନଙ୍କର ଆଚରଣ ସୁଧରାଅ ଓ ଅନ୍ୟ ଦେବଗଣର ସେବା କରିବା ନିମନ୍ତେ ସେମାନଙ୍କର ପଶ୍ଚାଦ୍ଗାମୀ ହୁଅ ନାହିଁ, ତହିଁରେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କୁ ଆମ୍ଭର ଦତ୍ତ ଦେଶରେ ତୁମ୍ଭେମାନେ ବାସ କରିବ; ମାତ୍ର ତୁମ୍ଭେମାନେ କର୍ଣ୍ଣପାତ କରି ନାହଁ, କିଅବା ଆମ୍ଭ ବାକ୍ୟରେ ମନୋଯୋଗ କରି ନାହଁ।
ଏହେତୁ ସଦାପ୍ରଭୁ, ସୈନ୍ୟାଧିପତି ପରମେଶ୍ୱର, ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; “ଦେଖ, ଆମ୍ଭେ ଯିହୁଦାର ଓ ଯିରୂଶାଲମ ନିବାସୀ ସମସ୍ତଙ୍କ ବିରୁଦ୍ଧରେ ଯେଉଁ ଅମଙ୍ଗଳର କଥା କହିଅଛୁ, ତାହା ସବୁ ସେମାନଙ୍କ ପ୍ରତି ଘଟାଇବା; କାରଣ ଆମ୍ଭେ ସେମାନଙ୍କୁ କଥା କହିଅଛୁ, ମାତ୍ର ସେମାନେ ଶୁଣି ନାହାନ୍ତି ଓ ଆମ୍ଭେ ସେମାନଙ୍କୁ ଡାକିଅଛୁ, ମାତ୍ର ସେମାନେ ଉତ୍ତର ଦେଇ ନାହାନ୍ତି।”