ଯିରିମୀୟ 7:6 - ଓଡିଆ ବାଇବେଲ6 ଯଦି ତୁମ୍ଭେମାନେ ବିଦେଶୀ, ପିତୃହୀନ ଓ ବିଧବା ପ୍ରତି ଉପଦ୍ରବ ନ କର ଓ ଏହି ସ୍ଥାନରେ ନିର୍ଦ୍ଦୋଷର ରକ୍ତପାତ ନ କର, କିଅବା ଆପଣା ଆପଣାର କ୍ଷତି ନିମନ୍ତେ ଅନ୍ୟ ଦେବଗଣର ପଶ୍ଚାଦ୍ଗାମୀ ନ ହୁଅ; Gade chapit laପବିତ୍ର ବାଇବଲ (Re-edited) - (BSI)6 ଯେବେ ତୁମ୍ଭେମାନେ ବିଦେଶୀ, ପିତୃହୀନ ଓ ବିଧବା ପ୍ରତି ଉପଦ୍ରବ ନ କର ଓ ଏହି ସ୍ଥାନରେ ନିର୍ଦ୍ଦୋଷର ରକ୍ତପାତ ନ କର, କିଅବା ଆପଣା ଆପଣାର କ୍ଷତି ନିମନ୍ତେ ଅନ୍ୟ ଦେବଗଣର ପଶ୍ଚାଦ୍ଗାମୀ ନ ହୁଅ; Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଯଦି ତୁମ୍ଭେମାନେ ବିଦେଶୀ, ପିତୃହୀନ ଓ ବିଧବା ପ୍ରତି ଉପଦ୍ରବ ନ କର ଓ ଏହି ସ୍ଥାନରେ ନିର୍ଦ୍ଦୋଷର ରକ୍ତପାତ ନ କର, କିଅବା ଆପଣା ଆପଣାର କ୍ଷତି ନିମନ୍ତେ ଅନ୍ୟ ଦେବଗଣର ପଶ୍ଚାଦ୍ଗାମୀ ନ ହୁଅ; Gade chapit laପବିତ୍ର ବାଇବଲ6 ତୁମ୍ଭେମାନେ ଯଦି ବିଦେଶୀ, ଅନାଥ ଓ ବିଧବା ପ୍ରତି ଉଚିତ୍ ବ୍ୟବହାର କରିବ, ଯଦି ତୁମ୍ଭେମାନେ ଏ ସ୍ଥାନରେ ନିର୍ଦ୍ଦୋଷମାନଙ୍କୁ ହତ୍ୟା ନ କରିବ, ଯଦି ତୁମ୍ଭେମାନେ ଆପଣାର କ୍ଷତି ନିମନ୍ତେ ଅନ୍ୟ ଦେବତାମାନଙ୍କୁ ଅନୁସରଣ ନ କର, Gade chapit la |
“ପୁଣି, ଆମ୍ଭେ ବିଚାର କରିବା ପାଇଁ ତୁମ୍ଭମାନଙ୍କ ନିକଟକୁ ଆସିବା ଆଉ, ତାନ୍ତ୍ରିକ ଓ ବ୍ୟଭିଚାରୀ ଓ ମିଥ୍ୟା ଶପଥକାରୀମାନଙ୍କ ବିରୁଦ୍ଧରେ ଓ ଯେଉଁମାନେ ବେତନଜୀବୀର ବେତନ ବିଷୟରେ, ବିଧବା ଓ ପିତୃହୀନ ପ୍ରତି ଅତ୍ୟାଚାର କରନ୍ତି, ଆଉ ବିଦେଶୀର ପ୍ରତି ଅନ୍ୟାୟ କରନ୍ତି ଓ ଆମ୍ଭଙ୍କୁ ଭୟ ନ କରନ୍ତି, ସେମାନଙ୍କ ବିରୁଦ୍ଧରେ ଆମ୍ଭେ ଶୀଘ୍ର ସାକ୍ଷୀ ହେବା,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
ମଧ୍ୟ ଆମ୍ଭେ ଆପଣାର ସମସ୍ତ ଦାସ ଭବିଷ୍ୟଦ୍ବକ୍ତାଗଣଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଅଛୁ, ପ୍ରଭାତରେ ଉଠି ସେମାନଙ୍କୁ ପଠାଇ ତୁମ୍ଭମାନଙ୍କୁ କହିଅଛୁ, ତୁମ୍ଭେମାନେ ପ୍ରତ୍ୟେକେ ଏବେ ଆପଣା ଆପଣା କୁପଥରୁ ଫେର, ଆପଣମାନଙ୍କର ଆଚରଣ ସୁଧରାଅ ଓ ଅନ୍ୟ ଦେବଗଣର ସେବା କରିବା ନିମନ୍ତେ ସେମାନଙ୍କର ପଶ୍ଚାଦ୍ଗାମୀ ହୁଅ ନାହିଁ, ତହିଁରେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କୁ ଆମ୍ଭର ଦତ୍ତ ଦେଶରେ ତୁମ୍ଭେମାନେ ବାସ କରିବ; ମାତ୍ର ତୁମ୍ଭେମାନେ କର୍ଣ୍ଣପାତ କରି ନାହଁ, କିଅବା ଆମ୍ଭ ବାକ୍ୟରେ ମନୋଯୋଗ କରି ନାହଁ।