Biblia Todo Logo
Bib sou entènèt

- Piblisite -




ଯିରିମୀୟ 9:13 - ଓଡିଆ ବାଇବେଲ

13 ଆହୁରି, ସଦାପ୍ରଭୁ କହନ୍ତି, “କାରଣ ଏହି, ଆମ୍ଭେ ସେମାନଙ୍କ ସମ୍ମୁଖରେ ଆପଣାର ଯେଉଁ ବ୍ୟବସ୍ଥା ରଖିଲୁ, ତାହା ସେମାନେ ତ୍ୟାଗ କରିଅଛନ୍ତି ଓ ଆମ୍ଭର ବାକ୍ୟ ପାଳନ କରି ନାହାନ୍ତି, କିଅବା ତଦନୁସାରେ ଆଚରଣ କରି ନାହାନ୍ତି;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ଆହୁରି, ସଦାପ୍ରଭୁ କହନ୍ତି, କାରଣ ଏହି, ଆମ୍ଭେ ସେମାନଙ୍କ ସମ୍ମୁଖରେ ଆପଣାର ଯେଉଁ ବ୍ୟବସ୍ଥା ରଖିଲୁ, ତାହା ସେମାନେ ତ୍ୟାଗ କରିଅଛନ୍ତି ଓ ଆମ୍ଭର ବାକ୍ୟ ପାଳନ କରି ନାହାନ୍ତି, କିଅବା ତଦନୁସାରେ ଆଚରଣ କରି ନାହାନ୍ତି;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଆହୁରି, ସଦାପ୍ରଭୁ କହନ୍ତି, “କାରଣ ଏହି, ଆମ୍ଭେ ସେମାନଙ୍କ ସମ୍ମୁଖରେ ଆପଣାର ଯେଉଁ ବ୍ୟବସ୍ଥା ରଖିଲୁ, ତାହା ସେମାନେ ତ୍ୟାଗ କରିଅଛନ୍ତି ଓ ଆମ୍ଭର ବାକ୍ୟ ପାଳନ କରି ନାହାନ୍ତି, କିଅବା ତଦନୁସାରେ ଆଚରଣ କରି ନାହାନ୍ତି;

Gade chapit la Kopi

ପବିତ୍ର ବାଇବଲ

13 ଏସବୁର କାରଣ ସଦାପ୍ରଭୁ କହନ୍ତି, “ତାହା ହେଲା ଆମ୍ଭେ ସେମାନଙ୍କ ସମ୍ମୁଖରେ ଆମ୍ଭର ଯେଉଁ ବ୍ୟବସ୍ଥାମାନ ରଖିଲୁ ତାହା ସେମାନେ ପରିତ୍ୟାଗ କରିଅଛନ୍ତି। ଆମ୍ଭର ବାକ୍ୟ ପାଳନ କରି ନାହାନ୍ତି କି ତଦନୁସାରେ ଆଚରଣ କରି ନାହାନ୍ତି।

Gade chapit la Kopi




ଯିରିମୀୟ 9:13
11 Referans Kwoze  

ମାତ୍ର ଯେବେ ତୁମ୍ଭେମାନେ ବିମୁଖ ହେବ ଓ ତୁମ୍ଭମାନଙ୍କ ସମ୍ମୁଖରେ ଆମ୍ଭର ସ୍ଥାପିତ ବିଧି ଓ ଆଜ୍ଞାସବୁ ପରିତ୍ୟାଗ କରିବ, ପୁଣି ଯାଇ ଅନ୍ୟ ଦେବଗଣକୁ ସେବା ଓ ପ୍ରଣାମ କରିବ;


ତହିଁରେ ସେମାନେ ଉତ୍ତର କରିବେ, ‘କାରଣ ଏହି, ସେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ନିୟମ ପରିତ୍ୟାଗ କରି ଅନ୍ୟ ଦେବଗଣକୁ ପ୍ରଣାମ ଓ ସେବା କଲେ।’”


ଏବେ ହେ ଆମ୍ଭମାନଙ୍କ ପରମେଶ୍ୱର, ଏଥିଉତ୍ତାରେ ଆମ୍ଭେମାନେ ଆଉ କଅଣ କହିବା ?


ବ୍ୟବସ୍ଥାତ୍ୟାଗକାରୀମାନେ ଦୁଷ୍ଟମାନଙ୍କୁ ପ୍ରଶଂସା କରନ୍ତି, ପୁଣି, ଆଜ୍ଞା ପାଳିବା ଲୋକମାନେ ସେମାନଙ୍କ ସହିତ ବିରୋଧ କରନ୍ତି।


ଦୁଷ୍ଟମାନେ ତୁମ୍ଭ ବ୍ୟବସ୍ଥା ପରିତ୍ୟାଗ କରିବାରୁ ପ୍ରଚଣ୍ଡ କ୍ରୋଧ ମୋତେ ଆକ୍ରମଣ କରିଅଛି।


ଆଉ, ତୁମ୍ଭେମାନେ ଯେତେବେଳେ କହିବ, “ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର କାହିଁକି ଆମ୍ଭମାନଙ୍କ ପ୍ରତି ଏହିସବୁ କରିଅଛନ୍ତି,” ସେତେବେଳେ ତୁମ୍ଭେ ସେମାନଙ୍କୁ କହିବ, “ତୁମ୍ଭେମାନେ ନିଜ ଦେଶରେ ଯେପରି ଆମ୍ଭକୁ ପରିତ୍ୟାଗ କରି ଅନ୍ୟ ଦେବତାଗଣର ସେବା କରିଅଛ, ସେପରି ତୁମ୍ଭେମାନେ ବିଦେଶରେ ବିଦେଶୀୟମାନଙ୍କର ସେବା କରିବ।”


ତଥାପି ସେମାନେ ଆମ୍ଭ କଥା ଶୁଣିଲେ ନାହିଁ, କିଅବା ତହିଁରେ କର୍ଣ୍ଣପାତ କଲେ ନାହିଁ,ମାତ୍ର ଆପଣା ଆପଣା ଗ୍ରୀବା ଶକ୍ତ କଲେ; ସେମାନେ ଆପଣାମାନଙ୍କର ପୂର୍ବପୁରୁଷଗଣ ଅପେକ୍ଷା ଅଧିକ ଦୁରାଚାର କଲେ।


ଏହି ଯେଉଁ ଦୁଷ୍ଟ ଲୋକମାନେ ଆମ୍ଭ ବାକ୍ୟ ଶୁଣିବାକୁ ଅସମ୍ମତ ହୋଇ ଆପଣା ଆପଣା ଅନ୍ତଃକରଣର ଅବାଧ୍ୟତାନୁସାରେ ଚାଲନ୍ତି ଓ ଅନ୍ୟ ଦେବଗଣର ସେବା ଓ ପୂଜା କରିବା ନିମନ୍ତେ ସେମାନଙ୍କର ପଶ୍ଚାଦ୍‍ଗମନ କରିଅଛନ୍ତି, ସେମାନେ ଏହି ଅକର୍ମଣ୍ୟ ପଟୁକା ତୁଲ୍ୟ ହେବେ।”


Swiv nou:

Piblisite


Piblisite