ଯିରିମୀୟ 9:3 - ଓଡିଆ ବାଇବେଲ3 ପୁଣି, ସେମାନେ ଅସତ୍ୟତା ନିମନ୍ତେ ଆପଣା ଆପଣା ଜିହ୍ୱାରୂପ ଧନୁକୁ ବକ୍ର କରନ୍ତି; ଆଉ, ସେମାନେ ଦେଶରେ ବଳିଷ୍ଠ ହୋଇଅଛନ୍ତି, ମାତ୍ର ସତ୍ୟତା ପକ୍ଷରେ ନୁହେଁ; କାରଣ ସେମାନେ ଦୁଷ୍ଟତା ଉପରେ ଦୁଷ୍ଟତା କରିବା ପାଇଁ ଅଗ୍ରସର ହୁଅନ୍ତି, “ସେମାନେ ଆମ୍ଭଙ୍କୁ ଜାଣନ୍ତି ନାହିଁ,” ଏହା ସଦାପ୍ରଭୁ କହନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)3 ପୁଣି, ସେମାନେ ଅସତ୍ୟତା ନିମନ୍ତେ ଆପଣା ଆପଣା ଜିହ୍ଵାରୂପ ଧନୁକୁ ବକ୍ର କରନ୍ତି; ଆଉ, ସେମାନେ ଦେଶରେ ବଳିଷ୍ଠ ହୋଇଅଛନ୍ତି, ମାତ୍ର ସତ୍ୟତା ପକ୍ଷରେ ନୁହେଁ; କାରଣ ସେମାନେ ଦୁଷ୍ଟତା ଉପରେ ଦୁଷ୍ଟତା କରିବା ପାଇଁ ଅଗ୍ରସର ହୁଅନ୍ତି, ସେମାନେ ଆମ୍ଭଙ୍କୁ ଜାଣନ୍ତି ନାହିଁ , ଏହା ସଦାପ୍ରଭୁ କହନ୍ତି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ପୁଣି, ସେମାନେ ଅସତ୍ୟତା ନିମନ୍ତେ ଆପଣା ଆପଣା ଜିହ୍ୱାରୂପ ଧନୁକୁ ବକ୍ର କରନ୍ତି; ଆଉ, ସେମାନେ ଦେଶରେ ବଳିଷ୍ଠ ହୋଇଅଛନ୍ତି, ମାତ୍ର ସତ୍ୟତା ପକ୍ଷରେ ନୁହେଁ; କାରଣ ସେମାନେ ଦୁଷ୍ଟତା ଉପରେ ଦୁଷ୍ଟତା କରିବା ପାଇଁ ଅଗ୍ରସର ହୁଅନ୍ତି, ସେମାନେ ଆମ୍ଭଙ୍କୁ ଜାଣନ୍ତି ନାହିଁ, ଏହା ସଦାପ୍ରଭୁ କହନ୍ତି। Gade chapit laପବିତ୍ର ବାଇବଲ3 “ପୁଣି ସେମାନେ ଅସତ୍ୟତା ନିମନ୍ତେ ନିଜ ନିଜ ଜିହ୍ୱାରୂପ ଧନୁକୁ ବକ୍ର କରନ୍ତି। ଆଉ ସେମାନେ ଦେଶରେ ବଳିଷ୍ଠ ହୋଇଅଛନ୍ତି, ମାତ୍ର ସତ୍ୟତା ପାଇଁ ନୁହେଁ। କାରଣ ସେମାନେ ପାପ ଉପରେ ପାପ କରିବାକୁ ଅଗ୍ରସର ହୁଅନ୍ତି। ସେମାନେ ଆମ୍ଭକୁ ଜାଣନ୍ତି ନାହିଁ।” ଏହା ସଦାପ୍ରଭୁ କହନ୍ତି। Gade chapit la |
ପୁଣି, ‘ତୁମ୍ଭେମାନେ ପରମେଶ୍ୱରଙ୍କୁ ଜ୍ଞାତ ହୁଅ’ ବୋଲି କହି ସେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀକି ଓ ପ୍ରତ୍ୟେକେ ଆପଣା ଆପଣା ଭ୍ରାତାକୁ ଆଉ ଶିକ୍ଷା ଦେବେ ନାହିଁ;” କାରଣ ସଦାପ୍ରଭୁ କହନ୍ତି, “ସେମାନଙ୍କର କ୍ଷୁଦ୍ରତମଠାରୁ ମହତ୍ତମ ପର୍ଯ୍ୟନ୍ତ ସମସ୍ତେ ଆମ୍ଭକୁ ଜ୍ଞାତ ହେବେ; ଯେହେତୁ ଆମ୍ଭେ ସେମାନଙ୍କର ଅପରାଧ କ୍ଷମା କରିବା ଓ ସେମାନଙ୍କର ପାପ ଆମ୍ଭେ ଆଉ ସ୍ମରଣ କରିବା ନାହିଁ।”