ଯିରିମୀୟ 9:7 - ଓଡିଆ ବାଇବେଲ7 ଏହେତୁ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ସେମାନଙ୍କୁ ତରଳାଇବା ଓ ସେମାନଙ୍କୁ ପରୀକ୍ଷା କରିବା; କାରଣ ଆମ୍ଭ ଲୋକଙ୍କର କନ୍ୟା ହେତୁରୁ ଏହା ଛଡ଼ା ଆଉ କଅଣ କରିବା ? Gade chapit laପବିତ୍ର ବାଇବଲ (Re-edited) - (BSI)7 ଏହେତୁ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ସେମାନଙ୍କୁ ତରଳାଇବା ଓ ସେମାନଙ୍କୁ ପରୀକ୍ଷା କରିବା; କାରଣ ଆମ୍ଭ ଲୋକଙ୍କର କନ୍ୟା ହେତୁରୁ ଏହା ଛଡ଼ା ଆଉ କଅଣ କରିବା? Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଏହେତୁ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ସେମାନଙ୍କୁ ତରଳାଇବା ଓ ସେମାନଙ୍କୁ ପରୀକ୍ଷା କରିବା; କାରଣ ଆମ୍ଭ ଲୋକଙ୍କର କନ୍ୟା ହେତୁରୁ ଏହାଛଡ଼ା ଆଉ କଅଣ କରିବା? Gade chapit laପବିତ୍ର ବାଇବଲ7 ତେଣୁ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଯେପରି ଜଣେ ଶ୍ରମିକ ଧାତୁର ଶୁଦ୍ଧତା ଜାଣିବା ପାଇଁ ଅଗ୍ନିରେ ତରଳାଏ, ସେହିପରି ଆମ୍ଭେ ସେମାନଙ୍କୁ ପରୀକ୍ଷା କରିବା। ଆମ୍ଭ ଲୋକମାନେ ପାପ କରିଥିବା ହେତୁ ଆଉ ଆମ୍ଭେ କ’ଣ କରି ପାରିବା? Gade chapit la |
ଆଉ, ସେହି ତୃତୀୟାଂଶକୁ ଆମ୍ଭେ ଅଗ୍ନି ମଧ୍ୟଦେଇ ଆଣିବା ଓ ରୂପା ଯେପରି ପରିଷ୍କୃତ ହୁଏ, ତଦ୍ରୂପ ସେମାନଙ୍କୁ ପରିଷ୍କାର କରିବା, ଆଉ ସୁନା ଯେପରି ପରୀକ୍ଷିତ ହୁଏ, ସେପରି ସେମାନଙ୍କୁ ପରୀକ୍ଷା କରିବା। ସେମାନେ ଆମ୍ଭ ନାମରେ ପ୍ରାର୍ଥନା କରିବେ ଓ ଆମ୍ଭେ ସେମାନଙ୍କର ପ୍ରାର୍ଥନା ଶୁଣିବା। ଆମ୍ଭେ କହିବା, ‘ଏମାନେ ଆମ୍ଭର ଲୋକ’ ଆଉ, ସେମାନେ କହିବେ, ‘ସଦାପ୍ରଭୁ ଆମ୍ଭର ପରମେଶ୍ୱର ଅଟନ୍ତି।’”