ଯୋହନ 1:16 - ଓଡିଆ ବାଇବେଲ16 ଏଣୁ ତାହାଙ୍କ ପୂର୍ଣ୍ଣତାରୁ ଆମ୍ଭେମାନେ ସମସ୍ତେ ପ୍ରାପ୍ତ ହୋଇଅଛୁ, ହଁ, ଅନୁଗ୍ରହ ଉପରେ ଅନୁଗ୍ରହ ପ୍ରାପ୍ତ ହୋଇଅଛୁ । Gade chapit laପବିତ୍ର ବାଇବଲ (Re-edited) - (BSI)16 ଏଣୁ ତାହାଙ୍କ ପୂର୍ଣ୍ଣତାରୁ ଆମ୍ଭେମାନେ ସମସ୍ତେ ପ୍ରାପ୍ତ ହୋଇଅଛୁ, ହଁ, ଅନୁଗ୍ରହ ଉପରେ ଅନୁଗ୍ରହ ପ୍ରାପ୍ତ ହୋଇଅଛୁ। Gade chapit laପବିତ୍ର ବାଇବଲ (CL) NT (BSI)16 ତାଙ୍କ ପୂର୍ଣ୍ଣତାରୁ ଆମେ ଅନୁଗ୍ରହ ଉପରେ ଅନୁଗ୍ରହ ପାଇଛୁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଏଣୁ ତାହାଙ୍କ ପୂର୍ଣ୍ଣତାରୁ ଆମ୍ଭେମାନେ ସମସ୍ତେ ପ୍ରାପ୍ତ ହୋଇଅଛୁ, ହଁ, ଅନୁଗ୍ରହ ଉପରେ ଅନୁଗ୍ରହପ୍ରାପ୍ତ ହୋଇଅଛୁ। Gade chapit laପବିତ୍ର ବାଇବଲ16 ବାକ୍ୟ (ଖ୍ରୀଷ୍ଟ) ପରମେଶ୍ୱରଙ୍କ ଅନୁଗ୍ରହ ଓ ସତ୍ୟରେ ପରିପୂର୍ଣ୍ଣ ଥିଲେ। ଆମ୍ଭେ ତାହାଙ୍କଠାରୁ ଆଶୀର୍ବାଦ ଉପରେ ଆଶୀର୍ବାଦ ପାଇଅଛୁ। Gade chapit la |