Biblia Todo Logo
Bib sou entènèt

- Piblisite -




ଯୋହନ 1:21 - ଓଡିଆ ବାଇବେଲ

21 ସେଥିରେ ସେମାନେ ତାହାଙ୍କୁ ପଚାରିଲେ, ତେବେ କ'ଣ ? ଆପଣ କ'ଣ ଏଲୀୟ ? ସେ କହିଲେ, ମୁଁ ନୁହେଁ । ଆପଣ କ'ଣ ସେହି ଭାବବାଦୀ ? ସେ ଉତ୍ତର ଦେଲେ, ନା ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ସେଥିରେ ସେମାନେ ତାହାଙ୍କୁ ପଚାରିଲେ, ତେବେ କଅ? ଆପଣ କଅଣ ଏଲୀୟ? ସେ କହିଲେ, ମୁଁ ନୁହେଁ। ଆପଣ କଅଣ ସେହି ଭାବବାଦୀ? ସେ ଉତ୍ତର ଦେଲେ, ନା।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

21 ସେମାନେ ପୁଣି ତାଙ୍କୁ ପ୍ରଶ୍ନ କଲେ, “ତେବେ ଆପଣ କିଏ? ଆପଣ କ’ଣ ଏଲୀୟ?” ଯୋହନ ‘ନାହିଁ’ କରିବାରୁ ସେମାନେ ଆଉ ଥରେ ପଚାରିଲେ, “ଆମେ ଯେଉଁ ଭାବବାଦୀଙ୍କୁ ପ୍ରତୀକ୍ଷା କରୁଛୁ, ଆପଣ କ’ଣ ସେହି?”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ସେଥିରେ ସେମାନେ ତାହାଙ୍କୁ ପଚାରିଲେ, ତେବେ କଅଣ? ଆପଣ କଅଣ ଏଲୀୟ? ସେ କହିଲେ, ମୁଁ ନୁହେଁ। ଆପଣ କଅଣ ସେହି ଭାବବାଦୀ? ସେ ଉତ୍ତର ଦେଲେ, ନା।

Gade chapit la Kopi

ପବିତ୍ର ବାଇବଲ

21 ସେଥିରେ ସେମାନେ ଯୋହନଙ୍କୁ ପଗ୍ଭରିଲେ, “ତାହାହେଲେ ଆପଣ କିଏ? ଆପଣ କ'ଣ ଏଲିୟ?” ସେ ଉତ୍ତର ଦେଲେ, “ନା, ମୁଁ ଏଲିୟ ନୁହେଁ।” ପୁଣି ସେମାନେ ପଗ୍ଭରିଲେ, “ଆପଣ କ'ଣ ସେହି ଭବିଷ୍ୟ‌‌‌ଦ୍‌‌‌ବକ୍ତା?” ଯୋହନ ଉତ୍ତର ଦେଲେ, “ନା, ମୁଁ ସେହି ଭବିଷ୍ୟ‌‌‌ଦ୍‌‌‌ବକ୍ତା ନୁହେଁ।”

Gade chapit la Kopi




ଯୋହନ 1:21
12 Referans Kwoze  

ଦେଖ, ସଦାପ୍ରଭୁଙ୍କର ମହତ୍ ଓ ଭୟଙ୍କର ଦିନର ଆଗମନ ପୂର୍ବେ ଆମ୍ଭେ ତୁମ୍ଭମାନଙ୍କ ନିକଟକୁ ଏଲୀୟ ଭବିଷ୍ୟଦ୍‍ବକ୍ତାଙ୍କୁ ପ୍ରେରଣ କରିବା।


ଆଉ, ତୁମ୍ଭେମାନେ ଯେବେ ଗ୍ରହଣ କରିବାକୁ ଇଚ୍ଛା କର, ତେବେ ଯେଉଁ ଏଲିୟଙ୍କ ଆସିବାର ଅଛି, ଏ ସେହି ।


ସେମାନେ ତାହାଙ୍କୁ ପଚାରିଲେ, ଆପଣ ଯଦି ଖ୍ରୀଷ୍ଟ ବା ଏଲୀୟ ବା ସେହି ଭାବବାଦୀ ନୁହଁନ୍ତି, ତାହାହେଲେ କାହିଁକି ବାପ୍ତିସ୍ମ ଦେଉଅଛନ୍ତି?


ଏଥିରେ ସେମାନେ କହିଲେ, କେହି କେହି କହନ୍ତି, ବାପ୍ତିଜକ ଯୋହନ, କେହି କେହି ଏଲିୟ, ଆଉ କେହି କେହି ଯିରିମୀୟ ଅବା ଭାବବାଦୀମାନଙ୍କ ମଧ୍ୟରୁ ଜଣେ ।


ଅତଏବ, ଲୋକସମୂହ ମଧ୍ୟରୁ କେହି କେହି ଏହି କଥା ଶୁଣି କହିବାକୁ ଲାଗିଲେ, ଏ ପ୍ରକୃତରେ ସେହି ଭାବବାଦୀ ।


ପିତାମାନଙ୍କ ହୃଦୟ ସନ୍ତାନମାନଙ୍କ ପ୍ରତି ଓ ଅବାଧ୍ୟମାନଙ୍କୁ ଧାର୍ମିକମାନଙ୍କ ଜ୍ଞାନରେ ଆଚରଣ କରିବା ନିମନ୍ତେ ଫେରାଇବାକୁ ଏବଂ ପ୍ରଭୁଙ୍କ ସକାଶେ ସୁସଜ୍ଜିତ ଗୋଟିଏ ପ୍ରଜାମଣ୍ଡଳୀ ପ୍ରସ୍ତୁତ କରିବାକୁ ବାପ୍ତିଜକ ଯୋହନ ଏଲୀୟଙ୍କ ଆତ୍ମା ଓ ଶକ୍ତିରେ ପ୍ରଭୁଙ୍କ ଆଗରେ ଗମନ କରିବ ।


ସେଥିରେ ଲୋକସମୂହ କହିଲେ, ଏ ଗାଲିଲୀସ୍ଥ ନାଜରିତର ଭାବବାଦୀ ଯୀଶୁ ।


ସେଥିରେ ସେମାନେ ତାହାଙ୍କୁ କହିଲେ, ଆମ୍ଭମାନଙ୍କୁ ପଠାଇଥିବା ଲୋକଙ୍କୁ ଯେପରି ଉତ୍ତର ଦେଇପାରୁ, ଏଥିସକାଶେ ଆପଣ କିଏ ? ଆପଣ ନିଜ ବିଷୟରେ କ'ଣ କହୁଅଛନ୍ତି ?


ତେଣୁ ଲୋକମାନେ ତାହାଙ୍କ କୃତ ଆଶ୍ଚର୍ଯ୍ୟକର୍ମ ଦେଖି କହିବାକୁ ଲାଗିଲେ, ଜଗତକୁ ଯେଉଁ ଭାବବାଦୀଙ୍କର ଆସିବାର ଥିଲା, ଏ ନିଶ୍ଚୟ ସେହି ।


Swiv nou:

Piblisite


Piblisite