Biblia Todo Logo
Bib sou entènèt

- Piblisite -




ଯୋହନ 1:22 - ଓଡିଆ ବାଇବେଲ

22 ସେଥିରେ ସେମାନେ ତାହାଙ୍କୁ କହିଲେ, ଆମ୍ଭମାନଙ୍କୁ ପଠାଇଥିବା ଲୋକଙ୍କୁ ଯେପରି ଉତ୍ତର ଦେଇପାରୁ, ଏଥିସକାଶେ ଆପଣ କିଏ ? ଆପଣ ନିଜ ବିଷୟରେ କ'ଣ କହୁଅଛନ୍ତି ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ସେଥିରେ ସେମାନେ ତାହାଙ୍କୁ କହିଲେ, ଆମ୍ଭମାନଙ୍କୁ ପଠାଇଥିବା ଲୋକଙ୍କୁ ଯେପରି ଉତ୍ତର ଦେଇ ପାରୁ, ଏଥିସକାଶେ ଆପଣ କିଏ? ଆପଣ ନିଜ ବିଷୟରେ କଅଣ କହୁଅଛନ୍ତି?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

22 ଯୋହନ ଏକଥା ମଧ୍ୟ ଅସ୍ୱୀକାର କରିଦେଲେ। ଏଥର ସେମାନେ ପୁଣି ପଚାରିଲେ, “ଆପଣ କିଏ କୁହନ୍ତୁ। କାରଣ ଆମେ ଫେରିଯାଇ ଆମକୁ ଯେଉଁମାନେ ପଠାଇଛନ୍ତି, ସେମାନଙ୍କୁ ଏ କଥାର ଉତ୍ତର ଦେବାକୁ ପଡ଼ିବ। ଆପଣ ନିଜର କି ପରିଚୟ ଦେଉଛନ୍ତି?”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ସେଥିରେ ସେମାନେ ତାହାଙ୍କୁ କହିଲେ, ଆମ୍ଭମାନଙ୍କୁ ପଠାଇଥିବା ଲୋକଙ୍କୁ ଯେପରି ଉତ୍ତର ଦେଇପାରୁ, ଏଥିସକାଶେ ଆପଣ କିଏ? ଆପଣ ନିଜ ବିଷୟରେ କଅଣ କହୁଅଛନ୍ତି?

Gade chapit la Kopi

ପବିତ୍ର ବାଇବଲ

22 ସେଥିରେ ସେମାନେ ତାହାଙ୍କୁ ପଗ୍ଭରିଲେ, “ତେବେ ଆପଣ କିଏ? ଆପଣ ନିଜ ବିଷୟରେ କଅଣ କୁହନ୍ତି, ଆମ୍ଭକୁ ପଠାଇଥିବା ଲୋକମାନଙ୍କୁ କହିବା ପାଇଁ ଆମ୍ଭକୁ ଗୋଟିଏ ଉତ୍ତର ଦିଅନ୍ତୁ। ଆପଣ ନିଜ ବିଷୟରେ କ'ଣ କହୁଛନ୍ତି?”

Gade chapit la Kopi




ଯୋହନ 1:22
3 Referans Kwoze  

ତହୁଁ ଗାଦ୍‍ ଦାଉଦଙ୍କ ନିକଟକୁ ଆସି ତାଙ୍କୁ ଜଣାଇ କହିଲା, “ତୁମ୍ଭ ଦେଶରେ ତିନି ବର୍ଷ ଦୁର୍ଭିକ୍ଷ ହେବ ? କି ତୁମ୍ଭ ଶତ୍ରୁମାନେ ତୁମ୍ଭ ପଛେ ପଛେ ଗୋଡ଼ାଇବା ବେଳେ ତୁମ୍ଭେ ସେମାନଙ୍କ ଆଗେ ଆଗେ ତିନି ମାସ ପର୍ଯ୍ୟନ୍ତ ପଳାଇବ ? କିଅବା ତିନି ଦିନ ପର୍ଯ୍ୟନ୍ତ ତୁମ୍ଭ ଦେଶରେ ମହାମାରୀ ହେବ ? ଏହା ବୁଝ, ଆଉ ମୋ’ ପ୍ରେରଣା କର୍ତ୍ତାଙ୍କୁ ମୁଁ ଫେରି କି ଉତ୍ତର ଦେବି, ତାହା ବିବେଚନା କର।”


ସେଥିରେ ସେମାନେ ତାହାଙ୍କୁ ପଚାରିଲେ, ତେବେ କ'ଣ ? ଆପଣ କ'ଣ ଏଲୀୟ ? ସେ କହିଲେ, ମୁଁ ନୁହେଁ । ଆପଣ କ'ଣ ସେହି ଭାବବାଦୀ ? ସେ ଉତ୍ତର ଦେଲେ, ନା ।


ସେ କହିଲେ, ଯିଶାଇୟ ଭାବବାଦୀ ଯେପରି କହିଥିଲେ, ମୁଁ ସେହି ପ୍ରକାର ପ୍ରାନ୍ତରରେ ଉଚ୍ଚ ଶବ୍ଦ କରୁଥିବା ଜଣକର ସ୍ୱର, ପ୍ରଭୁଙ୍କ ପଥ ସଳଖ କର ।


Swiv nou:

Piblisite


Piblisite