ଯୋହନ 1:3 - ଓଡିଆ ବାଇବେଲ3 ତାହାଙ୍କ ଦ୍ୱାରା ସମସ୍ତ ସୃଷ୍ଟ ହେଲା; ଆଉ ଯେ ସମସ୍ତ ସୃଷ୍ଟ ହୋଇଅଛି, ସେଥିମଧ୍ୟରୁ ଗୋଟିଏ ସୁଦ୍ଧା ତାହାଙ୍କ ବିନା ସୃଷ୍ଟ ହୋଇ ନାହିଁ । Gade chapit laପବିତ୍ର ବାଇବଲ (Re-edited) - (BSI)3 ତାହାଙ୍କ ଦ୍ଵାରା ସମସ୍ତ ସୃଷ୍ଟ ହେଲା; ଆଉ ଯେସମସ୍ତ ସୃଷ୍ଟ ହୋଇଅଛି, ସେଥିମଧ୍ୟରୁ ଗୋଟିଏ ସୁଦ୍ଧା ତାହାଙ୍କ ବିନା ସୃଷ୍ଟ ହୋଇ ନାହିଁ। Gade chapit laପବିତ୍ର ବାଇବଲ (CL) NT (BSI)3 ପୁଣି ସେହି ବାକ୍ୟ ଦ୍ୱାରା ଈଶ୍ୱର ସମସ୍ତ ସୃଷ୍ଟି କଲେ। ତାଙ୍କ ବିନା କିଛି ହିଁ ସୃଷ୍ଟି ହୋଇ ନାହିଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ତାହାଙ୍କ ଦ୍ୱାରା ସମସ୍ତ ସୃଷ୍ଟ ହେଲା; ଆଉ ଯେ ସମସ୍ତ ସୃଷ୍ଟ ହୋଇଅଛି, ସେଥିମଧ୍ୟରୁ ଗୋଟିଏ ସୁଦ୍ଧା ତାହାଙ୍କ ବିନା ସୃଷ୍ଟ ହୋଇ ନାହିଁ। Gade chapit laପବିତ୍ର ବାଇବଲ3 ତାହାଙ୍କ ଦ୍ୱାରା ସବୁକିଛି ସୃଷ୍ଟି ହୋଇଅଛି। ଏହି ସଂସାରରେ ଏପରି କିଛି ବସ୍ତୁ ନାହିଁ, ଯାହା ତାହାଙ୍କ ଦ୍ୱାରା ସୃଷ୍ଟି ହୋଇ ନାହିଁ। Gade chapit la |