ଯୋହନ 10:5 - ଓଡିଆ ବାଇବେଲ5 କିନ୍ତୁ ସେମାନେ ଅଚିହ୍ନା ଲୋକର ପଛେ ପଛେ କେବେ ହେଁ ଚାଲିବେ ନାହିଁ, ମାତ୍ର ତାହା ପାଖରୁ ପଳାଇଯିବେ, କାରଣ ସେମାନେ ଅଚିହ୍ନା ଲୋକମାନଙ୍କର ସ୍ୱର ଚିହ୍ନନ୍ତି ନାହିଁ । Gade chapit laପବିତ୍ର ବାଇବଲ (Re-edited) - (BSI)5 କିନ୍ତୁ ସେମାନେ ଅଚିହ୍ନା ଲୋକର ପଛେ ପଛେ କେବେ ହେଁ ଚାଲିବେ ନାହିଁ, ମାତ୍ର ତାହା ପାଖରୁ ପଳାଇଯିବେ, କାରଣ ସେମାନେ ଅଚିହ୍ନା ଲୋକମାନଙ୍କର ସ୍ଵର ଚିହ୍ନନ୍ତି ନାହିଁ। Gade chapit laପବିତ୍ର ବାଇବଲ (CL) NT (BSI)5 ସେମାନେ ଅଚିହ୍ନା ଲୋକକୁ ଅନୁସରଣ କରନ୍ତି ନାହିଁ, ବରଂ ତା’ ପାଖରୁ ଦୌଡ଼ି ପଳାଇଥାନ୍ତି, କାରଣ ସେମାନେ ତା’ ସ୍ୱର ଚିହ୍ନନ୍ତି ନାହିଁ।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 କିନ୍ତୁ ସେମାନେ ଅଚିହ୍ନା ଲୋକର ପଛେ ପଛେ କେବେ ହେଁ ଚାଲିବେ ନାହିଁ, ମାତ୍ର ତାହା ପାଖରୁ ପଳାଇଯିବେ, କାରଣ ସେମାନେ ଅଚିହ୍ନା ଲୋକମାନଙ୍କର ସ୍ୱର ଚିହ୍ନନ୍ତି ନାହିଁ।” Gade chapit laପବିତ୍ର ବାଇବଲ5 କିନ୍ତୁ ମେଷମାନେ ଅପରିଚିତ ଲୋକର ଅନୁସରଣ କରନ୍ତି ନାହିଁ। ସେମାନେ ତା’ ପାଖରୁ ଦୌଡ଼ି ପଳାନ୍ତି, କାରଣ ସେମାନେ ଅପରିଚିତ ଲୋକର ସ୍ୱର ଚିହ୍ନନ୍ତି ନାହିଁ।” Gade chapit la |