ଯୋହନ 12:1 - ଓଡିଆ ବାଇବେଲ1 ଇତିମଧ୍ୟରେ ଯୀଶୁ ନିସ୍ତାର ପର୍ବର ଛଅ ଦିନ ପୂର୍ବରୁ ବେଥନୀୟାକୁ ଆସିଲେ; ଯେଉଁ ଲାଜାରଙ୍କୁ ସେ ମୃତମାନଙ୍କ ମଧ୍ୟରୁ ଉଠାଇଥିଲେ, ସେ ସେହି ସ୍ଥାନରେ ଥିଲେ । Gade chapit laପବିତ୍ର ବାଇବଲ (Re-edited) - (BSI)1 ଇତିମଧ୍ୟରେ ଯୀଶୁ ନିସ୍ତାର ପର୍ବର ଛଅ ଦିନ ପୂର୍ବରୁ ବେଥନୀୟାକୁ ଆସିଲେ; ଯେଉଁ ଲାଜାରଙ୍କୁ ସେ ମୃତମାନଙ୍କ ମଧ୍ୟରୁ ଉଠାଇଥିଲେ, ସେ ସେହି ସ୍ଥାନରେ ଥିଲେ। Gade chapit laପବିତ୍ର ବାଇବଲ (CL) NT (BSI)1 ଯୀଶୁ ନିସ୍ତାର ପର୍ବର ଛଅ ଦିନ ନୂର୍ବେ ବେଥନିଆ ସହରକୁ ଗଲେ। ସେଠାରେ ଲାଜାରଙ୍କ ଘର। ଏହି ଲାଜାରଙ୍କୁ ଯୀଶୁ ମୃତ୍ୟୁରୁ ଉଠାଇଥିଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଇତିମଧ୍ୟରେ ଯୀଶୁ ନିସ୍ତାର ପର୍ବର ଛଅ ଦିନ ପୂର୍ବରୁ ବେଥନୀୟାକୁ ଆସିଲେ; ଯେଉଁ ଲାଜାରଙ୍କୁ ସେ ମୃତମାନଙ୍କ ମଧ୍ୟରୁ ଉଠାଇଥିଲେ, ସେ ସେହି ସ୍ଥାନରେ ଥିଲେ। Gade chapit laପବିତ୍ର ବାଇବଲ1 ଯୀଶୁ ନିସ୍ତାରପର୍ବ ଉତ୍ସବର ଛଅ ଦିନ ପୂର୍ବରୁ ବେଥନୀୟାକୁ ଗଲେ। ଲାଜାର ବେଥନୀୟାରେ ରହୁଥିଲେ। (ଯାହାଙ୍କୁ ଯୀଶୁ ମୃତ୍ୟୁରୁ ଉଠେଇ ଥିଲେ)। Gade chapit la |