ଯୋହନ 12:3 - ଓଡିଆ ବାଇବେଲ3 ସେତେବେଳେ ମରିୟମ ଅଧ ସେର ଅତି ବହୁମୂଲ୍ୟ ବିଶୁଦ୍ଧ ଜଟାମାଂସୀ ତୈଳ ଘେନି ଯୀଶୁଙ୍କ ପାଦରେ ତାହା ଲଗାଇ ଆପଣା କେଶରେ ତାହାଙ୍କ ପାଦ ପୋଛିଦେଲେ, ଆଉ ତୈଳର ସୁବାସରେ ଘରଟି ମହକିଗଲା । Gade chapit laପବିତ୍ର ବାଇବଲ (Re-edited) - (BSI)3 ସେତେବେଳେ ମରୀୟମ ଅଧ ସେର ଅତି ବହୁମୂଲ୍ୟ ବିଶୁଦ୍ଧ ଜଟାମାଂସୀ ତୈଳ ଘେନି ଯୀଶୁଙ୍କ ପାଦରେ ତାହା ଲଗାଇ ଆପଣା କେଶରେ ତାହାଙ୍କ ପାଦ ପୋଛିଦେଲେ, ଆଉ ତୈଳର ସୁବାସରେ ଘରଟି ମହକିଗଲା। Gade chapit laପବିତ୍ର ବାଇବଲ (CL) NT (BSI)3 ସେତେବେଳେ ମରିୟମ ପ୍ରାୟ ଅଧ ଲିଟର ମୂଲ୍ୟବାନ ସୁଗନ୍ଧି ଜଟାମାଂସୀ ତୈଳ ଆଣି ଯୀଶୁଙ୍କ ପାଦ ଉପରେ ଢାଳି ଦେଲା ଓ ନିଜ କେଶରେ ଯୀଶୁଙ୍କ ପାଦ ଦୁଇଟିକୁ ପୋଛି ଦେଲା। ସୁଗନ୍ଧରେ ଗୃହଟି ମହକି ଗଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ସେତେବେଳେ ମରୀୟମ ଅଧ ସେର ଅତି ବହୁମୂଲ୍ୟ ବିଶୁଦ୍ଧ ଜଟାମାଂସୀ ସୁଗନ୍ଧି ତୈଳ ଘେନି ଯୀଶୁଙ୍କ ପାଦରେ ତାହା ଲଗାଇ ଆପଣା କେଶରେ ତାହାଙ୍କ ପାଦ ପୋଛିଦେଲେ, ଆଉ ତୈଳର ସୁବାସରେ ଘରଟି ମହକିଗଲା। Gade chapit laପବିତ୍ର ବାଇବଲ3 ମରିୟମ ଅଧ ଲିଟର ଅତି ମୂଲ୍ୟବାନ ବିଶୁଦ୍ଧ ଜଟାମାଂସର ଅତର ଆଣି ଯୀଶୁଙ୍କ ପାଦରେ ଢାଳି ଦେଲେ। ତା'ପରେ ସେ ତାହାଙ୍କ ପାଦ ନିଜ କେଶରେ ପୋଛି ଦେଲେ। ଘରଟି ଅତର ସୁବାସରେ ମହକି ଉଠିଲା। Gade chapit la |