ଯୋହନ 13:10 - ଓଡିଆ ବାଇବେଲ10 ଯୀଶୁ ତାଙ୍କୁ କହିଲେ, ଯେ ସ୍ନାନ କରିଅଛି, ତାହାର ପାଦ ଧୋଇବା ବିନା ଆଉ କିଛି ପ୍ରୟୋଜନ ନାହିଁ, ସେ ପ୍ରକୃତରେ ଶୁଚି; ତୁମ୍ଭେମାନେ ଶୁଚି ଅଟ, କିନ୍ତୁ ସମସ୍ତେ ନୁହଁ । Gade chapit laପବିତ୍ର ବାଇବଲ (Re-edited) - (BSI)10 ଯୀଶୁ ତାଙ୍କୁ କହିଲେ, ଯେ ସ୍ନାନ କରିଅଛି, ତାହାର ପାଦ ଧୋଇବା ବିନା ଆଉ କିଛି ପ୍ରୟୋଜନ ନାହିଁ, ସେ ପ୍ରକୃତରେ ଶୁଚି; ତୁମ୍ଭେମାନେ ଶୁଚି ଅଟ, କିନ୍ତୁ ସମସ୍ତେ ନୁହଁ। Gade chapit laପବିତ୍ର ବାଇବଲ (CL) NT (BSI)10 ଯୀଶୁ କହିଲେ, “ଯେଉଁମାନେ ସ୍ନାନ କରିସାରିଛନ୍ତି, ସେମାନଙ୍କ ପାଦ ଛଡ଼ା ଅନ୍ୟ କିଛି ଧୋଇବା ଆବଶ୍ୟକ ନାହିଁ। ସେମାନଙ୍କର ସର୍ବାଙ୍ଗ ପରିଷ୍କାର। ଜଣକ ବ୍ୟତୀତ ତୁମେ ସମସ୍ତେ ଶୁଚି।” ( Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଯୀଶୁ ତାହାଙ୍କୁ କହିଲେ, “ଯେ ସ୍ନାନ କରିଅଛି, ତାହାର ପାଦ ଧୋଇବା ବିନା ଆଉ କିଛି ପ୍ରୟୋଜନ ନାହିଁ, ସେ ପ୍ରକୃତରେ ଶୁଚି; ତୁମ୍ଭେମାନେ ଶୁଚି ଅଟ, କିନ୍ତୁ ସମସ୍ତେ ନୁହଁ।” Gade chapit laପବିତ୍ର ବାଇବଲ10 ଯୀଶୁ କହିଲେ, “ଜଣେ ଲୋକ ସ୍ନାନ କରିବାପରେ ତା'ର ସମ୍ପୂର୍ଣ୍ଣ ଶରୀରଟା ନିର୍ମଳ ହୋଇଯାଏ। କେବଳ ତା'ର ପାଦ ସେ ଧୋଇବା ଦରକାର। ମୁଁ ଜାଣେ ତୁମ୍ଭେମାନେ ପରିଷ୍କାର ହୋଇଛ, କିନ୍ତୁ ତୁମ୍ଭମାନଙ୍କ ଭିତରୁ ସମସ୍ତେ ପରିଷ୍କାର ନୁହନ୍ତି।” Gade chapit la |