ଯୋହନ 13:11 - ଓଡିଆ ବାଇବେଲ11 କାରଣ ଯେ ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କରିବ, ସେ ତାକୁ ଜାଣିଥିଲେ; ଅତଏବ ସେ କହିଲେ, ତୁମ୍ଭେମାନେ ସମସ୍ତେ ଶୁଚି ନୁହଁ । Gade chapit laପବିତ୍ର ବାଇବଲ (Re-edited) - (BSI)11 କାରଣ ଯେ ତାହାଙ୍କୁ ଶତ୍ରୁହସ୍ତରେ ସମର୍ପଣ କରିବ, ସେ ତାକୁ ଜାଣିଥିଲେ; ଅତଏବ ସେ କହିଲେ, ତୁମ୍ଭେମାନେ ସମସ୍ତେ ଶୁଚି ନୁହଁ। Gade chapit laପବିତ୍ର ବାଇବଲ (CL) NT (BSI)11 ଯୀଶୁ ଜାଣିଥିଲେ, କିଏ ତାଙ୍କ ପ୍ରତି ବିଶ୍ୱାସଘାତକତା କରିବ। ଏଣୁ ସେ କହିଥିଲେ, “ଜଣକ ବ୍ୟତୀତ ତୁମେ ସମସ୍ତେ ଶୁଚି।”) Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 କାରଣ ଯେ ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କରିବ, ସେ ତାହାକୁ ଜାଣିଥିଲେ; ଅତଏବ ସେ କହିଲେ, ତୁମ୍ଭେମାନେ ସମସ୍ତେ ଶୁଚି ନୁହଁ। Gade chapit laପବିତ୍ର ବାଇବଲ11 ଯୀଶୁ ଜାଣିଥିଲେ ଯେ କିଏ ତାହାଙ୍କ ବିରୁଦ୍ଧରେ ଉଠିବ, ତେଣୁ ସେ କହିଲେ, “ତୁମ୍ଭମାନଙ୍କ ଭିତରୁ ସମସ୍ତେ ପରିଷ୍କାର ନୁହନ୍ତି।” Gade chapit la |