ଯୋହନ 13:5 - ଓଡିଆ ବାଇବେଲ5 ତତ୍ପରେ ସେ ପାତ୍ରରେ ଜଳ ଢାଳିଲେ, ପୁଣି, ଶିଷ୍ୟମାନଙ୍କ ପାଦ ଧୋଇଦେଇ ଆପଣା କଟିରେ ବନ୍ଧା ହୋଇଥିବା ଗାମୁଛାରେ ପୋଛିବାକୁ ଲାଗିଲେ । Gade chapit laପବିତ୍ର ବାଇବଲ (Re-edited) - (BSI)5 ତତ୍ପରେ ସେ ପାତ୍ରରେ ଜଳ ଢାଳିଲେ, ପୁଣି ଶିଷ୍ୟମାନଙ୍କ ପାଦ ଧୋଇଦେଇ ଆପଣା କଟୀରେ ବନ୍ଧା ହୋଇଥିବା ଗାମୁଛାରେ ପୋଛିବାକୁ ଲାଗିଲେ। Gade chapit laପବିତ୍ର ବାଇବଲ (CL) NT (BSI)5 ତା’ପରେ ପାତ୍ରରେ କିଛି ଜଳ ଢାଳି ଶିଷ୍ୟମାନଙ୍କ ପାଦ ଧୋଇଦେଲେ ଏବଂ ଗାମୁଛାରେ ପୋଛିବାକୁ ଲାଗିଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ତତ୍ପରେ ସେ ପାତ୍ରରେ ଜଳ ଢାଳିଲେ, ପୁଣି, ଶିଷ୍ୟମାନଙ୍କ ପାଦ ଧୋଇଦେଇ ଆପଣା କଟିରେ ବନ୍ଧା ହୋଇଥିବା ଗାମୁଛାରେ ପୋଛିବାକୁ ଲାଗିଲେ। Gade chapit laପବିତ୍ର ବାଇବଲ5 ତା'ପରେ ସେ ପାତ୍ରରେ ଜଳ ଭର୍ତ୍ତି କଲେ ଓ ଶିଷ୍ୟମାନଙ୍କର ପାଦ ଧୋଇବା ଆରମ୍ଭ କଲେ। ସେ ଅଣ୍ଟାରେ ବାନ୍ଧିଥିବା ତଉଲିଆରେ ସେମାନଙ୍କର ପାଦ ପୋଛିଲେ। Gade chapit la |