ଯୋହନ 14:3 - ଓଡିଆ ବାଇବେଲ3 ପୁଣି, ମୁଁ ଯାଇ ତୁମ୍ଭମାନଙ୍କ ନିମନ୍ତେ ସ୍ଥାନ ପ୍ରସ୍ତୁତ କଲେ ପୁନର୍ବାର ଆସିବି, ଆଉ ମୁଁ ଯେଉଁ ସ୍ଥାନରେ ଥାଏ, ତୁମ୍ଭେମାନେ ମଧ୍ୟ ଯେପରି ସେହି ସ୍ଥାନରେ ରହିବ, ସେଥିନିମନ୍ତେ ତୁମ୍ଭମାନଙ୍କୁ ଆପଣା ନିକଟକୁ ଘେନିଯିବି । Gade chapit laପବିତ୍ର ବାଇବଲ (Re-edited) - (BSI)3 ପୁଣି, ମୁଁ ଯାଇ ତୁମ୍ଭମାନଙ୍କ ନିମନ୍ତେ ସ୍ଥାନ ପ୍ରସ୍ତୁତ କଲେ ପୁନର୍ବାର ଆସିବି, ଆଉ ମୁଁ ଯେଉଁ ସ୍ଥାନରେ ଥାଏ, ତୁମ୍ଭେମାନେ ମଧ୍ୟ ଯେପରି ସେହି ସ୍ଥାନରେ ରହିବ, ସେଥିନିମନ୍ତେ ତୁମ୍ଭମାନଙ୍କୁ ଆପଣା ନିକଟକୁ ଘେନିଯିବି। Gade chapit laପବିତ୍ର ବାଇବଲ (CL) NT (BSI)3 ମୁଁ ଯାଇ ତୁମ ପାଇଁ ସ୍ଥାନ ପ୍ରସ୍ତୁତ କରିବା ପରେ, ଫେରିଆସି ତୁମ୍ଭମାନଙ୍କୁ ମୋ’ ନିକଟକୁ ନେଇଯିବି। ତା’ହେଲେ ମୋର ରହିବା ସ୍ଥାନରେ ତୁମ୍ଭେମାନେ ମଧ୍ୟ ରହିବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ପୁଣି, ମୁଁ ଯାଇ ତୁମ୍ଭମାନଙ୍କ ନିମନ୍ତେ ସ୍ଥାନ ପ୍ରସ୍ତୁତ କଲେ ପୁନର୍ବାର ଆସିବି, ଆଉ ମୁଁ ଯେଉଁ ସ୍ଥାନରେ ଥାଏ, ତୁମ୍ଭେମାନେ ମଧ୍ୟ ଯେପରି ସେହି ସ୍ଥାନରେ ରହିବ, ସେଥିନିମନ୍ତେ ତୁମ୍ଭମାନଙ୍କୁ ଆପଣା ନିକଟକୁ ଘେନିଯିବି। Gade chapit laପବିତ୍ର ବାଇବଲ3 ମୁଁ ଯାଇ ତୁମ୍ଭ ପାଇଁ ସ୍ଥାନ ପ୍ରସ୍ତୁତ କଲା ପରେ ଫେରି ଆସିବି। ତା'ପରେ ତୁମ୍ଭକୁ ମୋ’ ସହିତ ନେଇଯିବି। ମୁଁ ଯେଉଁଠାରେ ରହିବି ତୁମେମାନେ ମଧ୍ୟ ସେଠାରେ ମୋ’ ସହିତ ରହିପାରିବ। Gade chapit la |