ଯୋହନ 16:3 - ଓଡିଆ ବାଇବେଲ3 ଆଉ, ସେମାନେ ଏହାସବୁ କରିବେ, କାରଣ ସେମାନେ ପିତାଙ୍କୁ କିମ୍ବା ମୋତେ ଜାଣି ନାହାଁନ୍ତି । Gade chapit laପବିତ୍ର ବାଇବଲ (Re-edited) - (BSI)3 ଆଉ, ସେମାନେ ଏହାସବୁ କରିବେ, କାରଣ ସେମାନେ ପିତାଙ୍କୁ କିମ୍ଵା ମୋତେ ଜାଣି ନାହାନ୍ତି। Gade chapit laପବିତ୍ର ବାଇବଲ (CL) NT (BSI)3 ଲୋକେ ତୁମ ପ୍ରତି ଏହି ସବୁ କରିବେ, କାରଣ ସେମାନେ ମୋତେ କିମ୍ବା ପିତାଙ୍କୁ ଜାଣନ୍ତି ନାହିଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଆଉ, ସେମାନେ ଏହାସବୁ କରିବେ, କାରଣ ସେମାନେ ପିତାଙ୍କୁ କିମ୍ବା ମୋତେ ଜାଣି ନାହାନ୍ତି। Gade chapit laପବିତ୍ର ବାଇବଲ3 କାରଣ ସେମାନେ ପରମପିତାଙ୍କୁ ଜାଣି ନାହାନ୍ତି ଓ ସେମାନେ ମୋତେ ମଧ୍ୟ ଜାଣି ନାହାନ୍ତି। Gade chapit la |