Biblia Todo Logo
Bib sou entènèt

- Piblisite -




ଯୋହନ 18:5 - ଓଡିଆ ବାଇବେଲ

5 ସେମାନେ ତାହାଙ୍କୁ ଉତ୍ତର ଦେଲେ, ନାଜରିତୀୟ ଯୀଶୁକୁ । ସେ ସେମାନଙ୍କୁ କହିଲେ, ମୁଁ ସେହି । ଯେଉଁ ଯିହୂଦା ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କଲା, ସେ ମଧ୍ୟ ସେମାନଙ୍କ ସାଙ୍ଗରେ ଠିଆ ହୋଇଥିଲା ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ସେମାନେ ତାହାଙ୍କୁ ଉତ୍ତର ଦେଲେ, ନାଜରିତୀୟ ଯୀଶୁକୁ। ସେ ସେମାନଙ୍କୁ କହିଲେ, ମୁଁ ସେହି। ଯେଉଁ ଯିହୂଦା ତାହାଙ୍କୁ ଶତ୍ରୁହସ୍ତରେ ସମର୍ପଣ କଲା, ସେ ମଧ୍ୟ ସେମାନଙ୍କ ସାଙ୍ଗରେ ଠିଆ ହୋଇଥିଲା।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

5 ସେମାନେ କହିଲେ, “ନାଜରିତୀୟ ଯୀଶୁଙ୍କୁ”। ଯୀଶୁ କହିଲେ, “ମୁଁ ସେହି”। ବିଶ୍ୱାସଘାତକ ଯିହୁଦା ସେମାନଙ୍କ ସାଙ୍ଗରେ ଠିଆ ହୋଇଥିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ସେମାନେ ତାହାଙ୍କୁ ଉତ୍ତର ଦେଲେ, ନାଜରିତୀୟ ଯୀଶୁକୁ। ସେ ସେମାନଙ୍କୁ କହିଲେ, “ମୁଁ ସେହି।” ଯେଉଁ ଯିହୂଦା ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କଲା, ସେ ମଧ୍ୟ ସେମାନଙ୍କ ସାଙ୍ଗରେ ଠିଆ ହୋଇଥିଲା।

Gade chapit la Kopi

ପବିତ୍ର ବାଇବଲ

5 ସେହି ଲୋକମାନେ ଉତ୍ତର ଦେଲେ, “ନାଜରିତୀୟ ଯୀଶୁଙ୍କୁ।” ଯୀଶୁ କହିଲେ, “ମୁଁ ନିଜେ ସେହି ଯୀଶୁ।” ଯୀଶୁଙ୍କ ବିରୁଦ୍ଧରେ ଯାଇଥିବା ଯିହୂଦା ମଧ୍ୟ ସେମାନଙ୍କ ସହିତ ଠିଆ ହୋଇଥିଲା।

Gade chapit la Kopi




ଯୋହନ 18:5
8 Referans Kwoze  

ଆଉ, ପୀଲାତ ଗୋଟିଏ ଅଭିଯୋଗପତ୍ର ମଧ୍ୟ ଲେଖି କ୍ରୁଶ ଉପରେ ଲଗାଇଦେଲେ । ସେଥିରେ ଲେଖା ଥିଲା, ନାଜରିତୀୟ ଯୀଶୁ, ଯିହୂଦୀମାନଙ୍କ ରାଜା ।


ନିଥନିୟେଲ ତାଙ୍କୁ ପଚାରିଲେ, ନାଜରିତରୁ କି କୌଣସି ଉତ୍ତମ ବିଷୟ ଉତ୍ପନ୍ନ ହୋଇ ପାରେ ? ଫିଲିପ୍ପ ତାଙ୍କୁ କହିଲେ, ଆସି ଦେଖ ।


ସେଥିରେ ଲୋକସମୂହ କହିଲେ, ଏ ଗାଲିଲୀସ୍ଥ ନାଜରିତର ଭାବବାଦୀ ଯୀଶୁ ।


ଓ ନାଜରିତ ନାମକ ନଗରରେ ଯାଇ ବାସ କଲେ, ଯେପରି ଭାବବାଦୀମାନଙ୍କ ଦ୍ୱାରା ଉକ୍ତ ବାକ୍ୟ ସଫଳ ହୁଏ ଯେ, "ସେ ନାଜରିତୀୟ ବୋଲି ଖ୍ୟାତ ହେବେ" ।


ସେମାନେ ଘୃଣାଯୋଗ୍ୟ କାର୍ଯ୍ୟ କରିଅଛନ୍ତି ବୋଲି କ’ଣ ଲଜ୍ଜିତ ହେଲେ ? ନା, ସେମାନେ କିଛି ହିଁ ଲଜ୍ଜିତ ହେଲେ ନାହିଁ, କିଅବା ମୁଖ ବିବର୍ଣ୍ଣ କଲେ ନାହିଁ; ଏହେତୁ ସେମାନେ ପତିତ ଲୋକମାନଙ୍କ ମଧ୍ୟରେ ପତିତ ହେବେ; ସଦାପ୍ରଭୁ କହନ୍ତି, “ସେମାନଙ୍କ ପ୍ରତିଫଳ ପ୍ରାପ୍ତିର ସମୟରେ ସେମାନେ ନିପାତିତ ହେବେ।”


ସେମାନଙ୍କ ମୁଖର ଆକାର ସେମାନଙ୍କ ପ୍ରତିକୂଳରେ ସାକ୍ଷ୍ୟ ଦିଏ; ପୁଣି, ସେମାନେ ସଦୋମର ନ୍ୟାୟ ଆପଣାମାନଙ୍କ ପାପ ପ୍ରକାଶ କରି ଗୋପନ କରନ୍ତି ନାହିଁ। ସେମାନଙ୍କ ପ୍ରାଣର ସନ୍ତାପ ହେବ ! କାରଣ ସେମାନେ ଆପଣାମାନଙ୍କର ଅନିଷ୍ଟ ଆପେ କରିଅଛନ୍ତି।


ସେଥିରେ ଯୀଶୁ, ତାହାଙ୍କ ପ୍ରତି ଯାହା ଯାହା ଘଟିବାକୁ ଯାଉଅଛି, ସେହି ସବୁ ଜାଣି ଆଗକୁ ଯାଇ ସେମାନଙ୍କୁ ପଚାରିଲେ, ତୁମ୍ଭେମାନେ କାହାକୁ ଖୋଜୁଅଛ ?


ଯୀଶୁ ଯେତେବେଳେ ସେମାନଙ୍କୁ କହିଲେ, ମୁଁ ସେହି, ସେତେବେଳେ ସେମାନେ ପଛକୁ ହଟିଯାଇ ଭୂମିରେ ପଡ଼ିଗଲେ ।


Swiv nou:

Piblisite


Piblisite