ଯୋହନ 19:2 - ଓଡିଆ ବାଇବେଲ2 ପୁଣି, ସୈନ୍ୟମାନେ କଣ୍ଟାର ମୁକୁଟ ବନାଇ ତାହାଙ୍କ ମସ୍ତକରେ ଦେଲେ ଓ ତାହାଙ୍କୁ କୃଷ୍ଣଲୋହିତ ବର୍ଣ୍ଣ ବସ୍ତ୍ର ପିନ୍ଧାଇଲେ; Gade chapit laପବିତ୍ର ବାଇବଲ (Re-edited) - (BSI)2 ପୁଣି, ସୈନ୍ୟମାନେ କଣ୍ଟାର ମୁକୁଟ ବନାଇ ତାହାଙ୍କ ମସ୍ତକରେ ଦେଲେ ଓ ତାହାଙ୍କୁ କୃଷ୍ଣଲୋହିତ ବର୍ଣ୍ଣର ବସ୍ତ୍ର ପିନ୍ଧାଇଲେ; Gade chapit laପବିତ୍ର ବାଇବଲ (CL) NT (BSI)2 ସୈନିକମାନ କଣ୍ଟା ଡାଳର ଗୋଟିଏ ମୁକୁଟ ତିଆରି କରି ଯୀଶୁଙ୍କ ମସ୍ତକରେ ଦେଲେ, ତାଙ୍କୁ ଗୋଟିଏ ବାଇଗଣିଆ ରଙ୍ଗର ପୋଷାକ ପିନ୍ଧାଇଲେ Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ପୁଣି, ସୈନ୍ୟମାନେ କଣ୍ଟାର ମୁକୁଟ ବନାଇ ତାହାଙ୍କ ମସ୍ତକରେ ଦେଲେ ଓ ତାହାଙ୍କୁ କୃଷ୍ଣଲୋହିତ ବର୍ଣ୍ଣ ବାହ୍ୟ ବସ୍ତ୍ର ପିନ୍ଧାଇଲେ; Gade chapit laପବିତ୍ର ବାଇବଲ2 ସୈନିକମାନେ କଣ୍ଟା ଗଛର ମୁକୁଟ ତିଆରି କରି ତାହାଙ୍କ ମୁଣ୍ଡରେ ପିନ୍ଧାଇଲେ। ତା'ପରେ ସେମାନେ ତାହାଙ୍କୁ ବାଇଗଣୀ ରଙ୍ଗର ପୋଷାକ ପିନ୍ଧାଇଲେ। Gade chapit la |
ଯାହାକୁ ମନୁଷ୍ୟ ଅବଜ୍ଞା କରେ, ଯାହାକୁ ଦେଶୀୟ ଲୋକମାନେ ଘୃଣା କରନ୍ତି, ଯେ ଶାସନକର୍ତ୍ତାମାନଙ୍କର ଦାସ, ତାହାକୁ ଇସ୍ରାଏଲର ମୁକ୍ତିଦାତା ଓ ତାହାର ଧର୍ମସ୍ୱରୂପ ସଦାପ୍ରଭୁ ଏହି କଥା କହନ୍ତି, “ବିଶ୍ୱାସନୀୟ ଓ ଇସ୍ରାଏଲର ଧର୍ମସ୍ୱରୂପ ଯେଉଁ ସଦାପ୍ରଭୁ ତୁମ୍ଭକୁ ମନୋନୀତ କରିଅଛନ୍ତି, ତାହାଙ୍କ ସକାଶୁ ରାଜାମାନେ ତୁମ୍ଭକୁ ଦେଖିଲେ ଉଠିବେ; ଅଧିପତିମାନେ ତୁମ୍ଭକୁ ପ୍ରଣାମ କରିବେ।”