Biblia Todo Logo
Bib sou entènèt

- Piblisite -




ଯୋହନ 2:12 - ଓଡିଆ ବାଇବେଲ

12 ଏଥିଉତ୍ତାରେ ସେ ଆପଣା ମାତା, ଭାଇବୃନ୍ଦ ଓ ଶିଷ୍ୟମାନଙ୍କ ସହିତ କଫର୍ନାହୂମକୁ ଗଲେ; ପୁଣି, ସେମାନେ ସେଠାରେ ଅଧିକ ଦିନ ରହିଲେ ନାହିଁ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ଏଥିଉତ୍ତାରେ ସେ ଆପଣା ମାତା, ଭ୍ରାତୃବୃନ୍ଦ ଓ ଶିଷ୍ୟମାନଙ୍କ ସହିତ କଫର୍ନାହୂମକୁ ଗଲେ; ପୁଣି, ସେମାନେ ସେଠାରେ ଅଧିକ ଦିନ ରହିଲେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

12 ଏହାପରେ ଯୀଶୁ, ତାଙ୍କ ମା’, ଭାଇମାନେ ଓ ଶିଷ୍ୟମାନେ କପର୍ନାହୂମକୁ ଯାଇ ସେଠାରେ କିଛିଦିନ ରହିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଏଥିଉତ୍ତାରେ ସେ ଆପଣା ମାତା, ଭାଇବୃନ୍ଦ ଓ ଶିଷ୍ୟମାନଙ୍କ ସହିତ କଫର୍ନାହୂମକୁ ଗଲେ; ପୁଣି, ସେମାନେ ସେଠାରେ ଅଧିକ ଦିନ ରହିଲେ ନାହିଁ।

Gade chapit la Kopi

ପବିତ୍ର ବାଇବଲ

12 ତା'ପରେ ଯୀଶୁ କଫର୍ନାହୂମ ସହରକୁ ଗଲେ। ତାଙ୍କ ସହିତ ତାଙ୍କର ମା, ତାଙ୍କର ଭାଇମାନେ ଓ ତାଙ୍କର ଶିଷ୍ୟମାନେ ଗଲେ। ସେମାନେ ସମସ୍ତେ କଫର୍ନାହୂମରେ କିଛି ଦିନ ରହିଲେ।

Gade chapit la Kopi




ଯୋହନ 2:12
12 Referans Kwoze  

ସେ ଲୋକସମୂହକୁ କଥା କହୁଥିବା ସମୟରେ, ଦେଖ, ତାହାଙ୍କ ମାଁ ଓ ଭାଇମାନେ ବାହାରେ ଠିଆ ହୋଇ ତାହାଙ୍କ ସାଙ୍ଗରେ କଥା କହିବାକୁ ଇଚ୍ଛା କରୁଥିଲେ ।


କିନ୍ତୁ ପ୍ରଭୁଙ୍କ ଭାଇ ଯାକୁବଙ୍କ ଛଡ଼ା ପ୍ରେରିତମାନଙ୍କର ଅନ୍ୟ କାହାରିକୁ ଦେଖିଲି ନାହିଁ ।


ଅନ୍ୟ ସମସ୍ତ ପ୍ରେରିତ, ପ୍ରଭୁଙ୍କ ଭ୍ରାତୃବର୍ଗ ଓ କୈଫାଙ୍କ ପରି ବିଶ୍ୱାସିନୀ ସ୍ତ୍ରୀ ବିବାହ କରି ସଙ୍ଗରେ ଘେନି ଭ୍ରମଣ କରିବାକୁ କ'ଣ ଆମ୍ଭମାନଙ୍କର ଅଧିକାର ନାହିଁ ?


ଏ କି ସେହି ବଢ଼େଇ ନୁହେଁ ? ଏ କି ମରିୟମର ପୁଅ, ଆଉ ଯାକୁବ, ଯୋସି, ଯିହୁଦା ଓ ଶିମୋନର ଭାଇ ନୁହେଁ ? ପୁଣି, ଏହାର ଭଉଣୀମାନେ କି ଏଠାରେ ଆମ୍ଭମାନଙ୍କ ସାଙ୍ଗରେ ନାହାଁନ୍ତି ? ଆଉ ସେମାନେ ତାହାଙ୍କଠାରେ ବିଘ୍ନ ପାଇଲେ ।


ଆଉ ସେ ନାଜରିତ ପରିତ୍ୟାଗ କରି ସବୂଲୂନ ଓ ନପ୍ତାଲୀ ଅଞ୍ଚଳରେ ଥିବା ସମୁଦ୍ର କୂଳସ୍ଥିତ କଫର୍ନାହୂମକୁ ଯାଇ ସେଠାରେ ବାସ କଲେ,


ଓ ନୌକାରେ ଚଢ଼ି ସମୁଦ୍ର ସେପାରସ୍ଥ କଫର୍ନାହୂମ ଆଡ଼କୁ ଯିବାକୁ ଲାଗିଲେ । ଅନ୍ଧକାର ହୋଇଗଲା, ପୁଣି, ଯୀଶୁ ସେପର୍ଯ୍ୟନ୍ତ ସେମାନଙ୍କ ନିକଟକୁ ଆସି ନ ଥିଲେ,


ଆଉ ରେ କଫର୍ନାହୂମ, ତୁ କ'ଣ ସ୍ୱର୍ଗ ପର୍ଯ୍ୟନ୍ତ ଉନ୍ନତ ହେବୁ ? ପାତାଳ ପର୍ଯ୍ୟନ୍ତ ତୋର ଅଧୋଗତି ହେବ, କାରଣ ତୋ'ମଧ୍ୟରେ ଯେଉଁ ଯେଉଁ ମହତର କାର୍ଯ୍ୟ କରାଯାଇଅଛି, ସେହି ସବୁ ଯେବେ ସଦୋମରେ କରାଯାଇଥାନ୍ତା, ତେବେ ତାହା ଆଜି ପର୍ଯ୍ୟନ୍ତ ରହିଥାନ୍ତା |


ଯୀଶୁ ମଧ୍ୟ ଆପଣା ଶିଷ୍ୟମାନଙ୍କ ସହିତ ସେହି ବିବାହକୁ ନିମନ୍ତ୍ରିତ ହେଲେ ।


ଏଥିମଧ୍ୟରେ ଗାଲିଲୀର ଯେଉଁ କାନ୍ନା ନଗରରେ ସେ ଜଳକୁ ଦ୍ରାକ୍ଷାରସ କରିଥିଲେ, ସେ ସ୍ଥାନକୁ ସେ ପୁନର୍ବାର ଗଲେ । ଆଉ ଜଣେ ରାଜକର୍ମଚାରୀ ଥିଲେ, ତାଙ୍କ ପୁତ୍ର କଫର୍ନାହୂମରେ ପୀଡ଼ିତ ଥିଲା ।


Swiv nou:

Piblisite


Piblisite