Biblia Todo Logo
Bib sou entènèt

- Piblisite -




ଯୋହନ 2:13 - ଓଡିଆ ବାଇବେଲ

13 ସେତେବେଳେ ଯିହୂଦୀମାନଙ୍କର ନିସ୍ତାର ପର୍ବ ସନ୍ନିକଟ ହୋଇଥିଲା, ଆଉ ଯୀଶୁ ଯିରୂଶାଲମକୁ ଗଲେ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ସେତେବେଳେ ଯିହୁଦୀମାନଙ୍କର ନିସ୍ତାର ପର୍ବ ସନ୍ନିକଟ ହୋଇଥିଲା, ଆଉ ଯୀଶୁ ଯିରୂଶାଲମକୁ ଗଲେ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

13 ଇହୁଦୀମାନଙ୍କର ନିସ୍ତାର ପର୍ବ ଅତି ନିକଟ ହୋଇ ଆସିଲା। ତେଣୁ ଯୀଶୁ ଯିରୂଶଶଲମକୁ ଗଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ସେତେବେଳେ ଯିହୁଦୀମାନଙ୍କର ନିସ୍ତାର ପର୍ବ ସନ୍ନିକଟ ହୋଇଥିଲା, ଆଉ ଯୀଶୁ ଯିରୂଶାଲମ ସହରକୁ ଗଲେ।

Gade chapit la Kopi

ପବିତ୍ର ବାଇବଲ

13 ସେତେବେଳେ ଯିହୂଦୀମାନଙ୍କର ନିସ୍ତାରପର୍ବର ସମୟ ପାଖ ହୋଇଆସୁଥିଲା। ତେଣୁ ଯୀଶୁ ଯିରୁଶାଲମକୁ ଗଲେ।

Gade chapit la Kopi




ଯୋହନ 2:13
14 Referans Kwoze  

ତାହାଙ୍କ ପିତାମାତା ପ୍ରତିବର୍ଷ ନିସ୍ତାର ପର୍ବ ସମୟରେ ଯିରୂଶାଲମକୁ ଯାଉଥିଲେ ।


ଯିହୂଦୀମାନଙ୍କର ନିସ୍ତାର ପର୍ବ ସନ୍ନିକଟ ଥିଲା, ପୁଣି, ପଲ୍ଲୀଗ୍ରାମଗୁଡ଼ିକରୁ ଅନେକେ ଆପଣା ଆପଣାକୁ ଶୁଚି କରିବା ନିମନ୍ତେ ନିସ୍ତାର ପର୍ବ ପୂର୍ବେ ଯିରୂଶାଲମକୁ ଯାତ୍ରା କଲେ ।


ନିସ୍ତାର ପର୍ବର ଉତ୍ସବ ସମୟରେ ସେ ଯିରୂଶାଲମରେ ଥିବା ସମୟରେ ଅନେକେ ତାହାଙ୍କ ସାଧିତ ଆଶ୍ଚର୍ଯ୍ୟ କର୍ମଗୁଡ଼ିକ ଦେଖି ତାହାଙ୍କ ନାମରେ ବିଶ୍ୱାସ କଲେ,


ସେତେବେଳେ ଯିହୂଦୀମାନଙ୍କ ନିସ୍ତାର ପର୍ବ ନିକଟବର୍ତ୍ତୀ ଥିଲା ।


ଏଥିଉତ୍ତାରେ ଯିହୂଦୀମାନଙ୍କର ଗୋଟିଏ ପର୍ବ ପଡ଼ିଲା, ଆଉ ଯୀଶୁ ଯିରୂଶାଲମକୁ ଯାତ୍ରା କଲେ ।


ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ତାହାଙ୍କ ସମ୍ମୁଖରେ ବର୍ଷକେ ତିନି ଥର ତୁମ୍ଭର ପୁରୁଷ ସମସ୍ତେ ତାଡ଼ିଶୂନ୍ୟ ରୁଟିର ପର୍ବ ସମୟରେ, ସପ୍ତାହ ସମୂହର ପର୍ବ ସମୟରେ ଓ ପତ୍ରକୁଟୀର ପର୍ବ ସମୟରେ ଦେଖା ଦେବେ; ମାତ୍ର ସେମାନେ ଖାଲି ହାତରେ ସଦାପ୍ରଭୁଙ୍କ ସମ୍ମୁଖରେ ଦେଖା ଦେବେ ନାହିଁ।


ଏଥିରେ ମୁଁ ଅତ୍ୟନ୍ତ କ୍ରୋଧିତ ହୋଇ ସେହି କୋଠରିରୁ ଟୋବୀୟର ସମସ୍ତ ଗୃହସାମଗ୍ରୀ ବାହାର କରି ଫୋପାଡି ଦେଲି।


ପରେ ଯୀଶୁ ଈଶ୍ୱରଙ୍କ ମନ୍ଦିରରେ ପ୍ରବେଶ କରି ସେ ସ୍ଥାନରେ କିଣାବିକା କରୁଥିବା ସମସ୍ତ ଲୋକଙ୍କୁ ବାହାର କରିଦେଲେ, ପୁଣି, ମୁଦ୍ରା ବ୍ୟବସାୟୀମାନଙ୍କର ମେଜ ଓ କାପ୍ତା ବ୍ୟବସାୟୀମାନଙ୍କର ଆସନ ଓଲଟାଇ ପକାଇଲେ,


ତାହା ପରେ ସେମାନେ ଯିରୂଶାଲମକୁ ଆସିଲେ, ଆଉ ଯୀଶୁ ମନ୍ଦିରରେ ପ୍ରବେଶ କରି ସେ ସ୍ଥାନରେ କ୍ରୟବିକ୍ରୟ କରୁଥିବା ଲୋକମାନଙ୍କୁ ବାହାର କରିଦେବାକୁ ଲାଗିଲେ, ପୁଣି, ମୁଦ୍ରା ବ୍ୟବସାୟୀମାନଙ୍କର ମେଜ ଓ କାପ୍ତା ବ୍ୟବସାୟୀମାନଙ୍କର ଆସନ ଓଲଟାଇ ପକାଇଲେ,


ଆଉ, ସେ ମନ୍ଦିରରେ ପ୍ରବେଶ କରି ବେପାରୀ ମାନଙ୍କୁ ବାହାର କରିବାକୁ ଲାଗିଲେ,


ନିସ୍ତାର ପର୍ବ ହେବା ପୂର୍ବରୁ ଯୀଶୁ ଏହି ଜଗତରୁ ପିତାଙ୍କ ନିକଟକୁ ଆପଣାର ପ୍ରୟାଣ କରିବାର ସମୟ ଉପସ୍ଥିତ ଜାଣି, ଜଗତରେ ଥିବା ନିଜର ଯେଉଁ ଲୋକମାନଙ୍କୁ ସେ ପ୍ରେମ କରି ଆସୁଥିଲେ, ସେମାନଙ୍କ ପ୍ରତି ଚୂଡ଼ାନ୍ତ ପ୍ରେମ ପ୍ରକାଶ କଲେ ।


Swiv nou:

Piblisite


Piblisite