Biblia Todo Logo
Bib sou entènèt

- Piblisite -




ଯୋହନ 2:18 - ଓଡିଆ ବାଇବେଲ

18 ସେଥିରେ ଯିହୂଦୀମାନେ ତାହାଙ୍କୁ ଉତ୍ତର ଦେଲେ, ତୁମ୍ଭେ ଯେ ଏ ସମସ୍ତ କରିବାକୁ ଅଧିକାର ପାଇଅଛ, ଆମ୍ଭମାନଙ୍କୁ ସେଥିର କି ଚିହ୍ନ ଦେଖାଉଅଛ ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ସେଥିରେ ଯିହୁଦୀମାନେ ତାହାଙ୍କୁ ଉତ୍ତର ଦେଲେ, ତୁମ୍ଭେ ଯେ ଏସମସ୍ତ କରିବାକୁ ଅଧିକାର ପାଇଅଛ, ଆମ୍ଭ-ମାନଙ୍କୁ ସେଥିର କି ଚିହ୍ନ ଦେଖାଉଅଛ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

18 ଇହୁଦୀ କର୍ତ୍ତୃପକ୍ଷମାନେ ଯୀଶୁଙ୍କୁ ପ୍ରଶ୍ନ କଲେ, “ଏଭଳି କାର୍ଯ୍ୟ କରିବା ପାଇଁ ତୁମର ଅଧିକାର ଅଛି ବୋଲି ତୁମେ କି ଅଲୌକିକ କାର୍ଯ୍ୟ ଦ୍ୱାରା ପ୍ରମାଣ ଦେଇ ପାରିବ?”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ସେଥିରେ କେତେକ ଯିହୁଦୀ ନେତାମାନେ ତାହାଙ୍କୁ ଉତ୍ତର ଦେଲେ, ତୁମ୍ଭେ ଯେ ଏସମସ୍ତ କରିବାକୁ ଅଧିକାର ପାଇଅଛ, ଆମ୍ଭମାନଙ୍କୁ ସେଥିର କି ଚିହ୍ନ ଦେଖାଉଅଛ?

Gade chapit la Kopi

ପବିତ୍ର ବାଇବଲ

18 ଯିହୂଦୀମାନେ ଯୀଶୁଙ୍କୁ କହିଲେ, “ଆମ୍ଭକୁ ପରମେଶ୍ବରଙ୍କଠାରୁ ଚିହ୍ନ ସ୍ୱରୂପେ ଏକ ଆଶ୍ଚର୍ଯ୍ୟ କାର୍ଯ୍ୟ କରି ଦେଖାଅ। ପ୍ରମାଣିତ କର ଯେ, ଏସବୁ କରିବା ପାଇଁ ତୁମ୍ଭର ଅଧିକାର ଅଛି।”

Gade chapit la Kopi




ଯୋହନ 2:18
14 Referans Kwoze  

ସେଥିରେ ସେମାନେ ତାହାଙ୍କୁ ପଚାରିଲେ, ତାହାହେଲେ ଆପଣ ଚିହ୍ନ ସ୍ୱରୂପ କ'ଣ କରୁଅଛନ୍ତି ଯେ, ତାହା ଦେଖି ଆମ୍ଭେମାନେ ଆପଣଙ୍କୁ ବିଶ୍ୱାସ କରି ପାରୁ ?


"ଆମ୍ଭେମାନେ ତୁମ୍ଭମାନଙ୍କୁ ଏହି ନାମରେ ଶିକ୍ଷା ଦେବାକୁ ଅତି ଦୃଢ଼ରୂପେ ନିଷେଧ କରିଥିଲୁୁ", ତଥାପି "ଦେଖ, ତୁମ୍ଭେମାନେ ତୁମ୍ଭମାନଙ୍କ ଶିକ୍ଷାରେ ଯିରୂୂଶାଲମ ପୂୂର୍ଣ୍ଣ କରି ସେହି ଲୋକର ରକ୍ତପାତର ଦୋଷ ଆମ୍ଭମାନଙ୍କ ଉପରେ ବର୍ତ୍ତାଇବାକୁ ଚାହୁଁଅଛ ।"


ସେମାନେ ପ୍ରେରିତମାନଙ୍କୁ ମଧ୍ୟ ସ୍ଥାନରେ ଠିଆ କରାଇ ପଚାରିବାକୁ ଲାଗିଲେ, କି ଶକ୍ତିରେ ବା କେଉଁ ନାମରେ ତୁମ୍ଭେମାନେ ଏହା କରିଅଛ ?


ସେମାନେ ତାହାଙ୍କୁ ପଚାରିଲେ, ଆପଣ ଯଦି ଖ୍ରୀଷ୍ଟ ବା ଏଲୀୟ ବା ସେହି ଭାବବାଦୀ ନୁହଁନ୍ତି, ତାହାହେଲେ କାହିଁକି ବାପ୍ତିସ୍ମ ଦେଉଅଛନ୍ତି?


ଲୋକମାନେ ଦଳ ଦଳ ହୋଇ ତାହାଙ୍କ ନିକଟରେ ଏକାଠି ହେଉଥିବା ସମୟରେ ସେ କହିବାକୁ ଲାଗିଲେ, ଏହି କାଳର ଲୋକମାନେ ଦୁଷ୍ଟ; ଏମାନେ ଚିହ୍ନ ଖୋଜନ୍ତି, ମାତ୍ର ଯୂନସଙ୍କ ଚିହ୍ନ ବିନା ଅନ୍ୟ କୌଣସି ଚିହ୍ନ ସେମାନଙ୍କୁ ଦିଆଯିବ ନାହିଁ ।


ପରେ ଫାରୂଶୀମାନେ ବାହାରି ଆସି ତାହାଙ୍କ ସାଙ୍ଗରେ ବାଦାନୁବାଦ କରିବାକୁ ଲାଗିଲେ ଓ ତାହାଙ୍କୁ ପରୀକ୍ଷା କରିବା ଅଭିପ୍ରାୟରେ ଆକାଶରୁ ଗୋଟିଏ ଚିହ୍ନ ମାଗିଲେ ।


ପରେ ସେ ମନ୍ଦିରରେ ପ୍ରବେଶ କରି ଶିକ୍ଷା ଦେବା ସମୟରେ ପ୍ରଧାନ ଯାଜକମାନେ ଓ ଲୋକଙ୍କର ପ୍ରାଚୀନବର୍ଗ ତାହାଙ୍କ ନିକଟକୁ ଆସି ପଚାରିଲେ, ତୁମ୍ଭେ କେଉଁ ଅଧିକାରରେ ଏସମସ୍ତ କରୁଅଛ ? ଆଉ ତୁମ୍ଭକୁ କିଏ ଏହି ଅଧିକାର ଦେଲା ?


“ତୁମ୍ଭେମାନେ ଆପଣାମାନଙ୍କ ପାଇଁ କୌଣସି ଚିହ୍ନ ଦେଖାଅ ବୋଲି ଯଦି ଫାରୋ ତୁମ୍ଭମାନଙ୍କୁ କହିବ, ତେବେ ତୁମ୍ଭେ ହାରୋଣକୁ କହିବ, ତୁମ୍ଭର ଯଷ୍ଟି ନେଇ ଫାରୋ ଅଗ୍ରତେ ତଳେ ପକାଅ; ତହିଁରେ ସେହି ଯଷ୍ଟି ସର୍ପ ହେବ।”


ଆହୁରି ସେ ଲୋକ ସେହି ଦିନ ଏକ ଚିହ୍ନ ଦେଇ କହିଲା, “ସଦାପ୍ରଭୁଙ୍କ କଥିତ ଚିହ୍ନ ଏହି; ଦେଖ, ଏହି ବେଦି ଫାଟିଯିବ ଓ ତହିଁ ଉପରିସ୍ଥ ଭସ୍ମ ଅଜାଡ଼ି ହୋଇ ପଡ଼ିବ।”


ଆପଣ କିଏ, ଏହା ଯୋହନଙ୍କୁ ପଚାରିବା ନିମନ୍ତେ ଯିହୂଦୀମାନେ ଯେତେବେଳେ ଯିରୂଶାଲମରୁ ଯାଜକ ଓ ଲେବୀୟମାନଙ୍କୁ ତାହାଙ୍କ ନିକଟକୁ ପଠାଇଲେ, ସେତେବେଳେ ସେ ଏହି ସାକ୍ଷ୍ୟ ଦେଲେ,


Swiv nou:

Piblisite


Piblisite