ଯୋହନ 2:4 - ଓଡିଆ ବାଇବେଲ4 ସେଥିରେ ଯୀଶୁ ତାଙ୍କୁ କହିଲେ, ଗୋ ନାରୀ, ମୋତେ କାହିଁକି ଏଥିରେ ଜଡ଼ିତ କରୁଅଛ ? ମୋହର ସମୟ ଏପର୍ଯ୍ୟନ୍ତ ଉପସ୍ଥିତ ହୋଇ ନାହିଁ । Gade chapit laପବିତ୍ର ବାଇବଲ (Re-edited) - (BSI)4 ସେଥିରେ ଯୀଶୁ ତାଙ୍କୁ କହିଲେ, ଗୋ ନାରୀ, ମୋତେ କାହିଁକି ଏଥିରେ ଜଡ଼ିତ କରୁଅଛ? ମୋହର ସମୟ ଏପର୍ଯ୍ୟନ୍ତ ଉପସ୍ଥିତ ହୋଇ ନାହିଁ। Gade chapit laପବିତ୍ର ବାଇବଲ (CL) NT (BSI)4 ଯୀଶୁ ଉତ୍ତର ଦେଲେ: “ମୋତେ କ’ଣ କରିବାକୁ ହେବ, ତୁମେ କହିବା ଦରକାର ନାହିଁ। ମୋର ସମୟ ଏ ପର୍ଯ୍ୟନ୍ତ ଆସି ନାହିଁ।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ସେଥିରେ ଯୀଶୁ ତାହାଙ୍କୁ କହିଲେ, “ଗୋ ନାରୀ, ମୋତେ କାହିଁକି ଏଥିରେ ଜଡ଼ିତ କରୁଅଛ? ମୋହର ସମୟ ଏପର୍ଯ୍ୟନ୍ତ ଉପସ୍ଥିତ ହୋଇ ନାହିଁ।” Gade chapit laପବିତ୍ର ବାଇବଲ4 ଯୀଶୁ ଉତ୍ତର ଦେଲେ, “ହେ ମା, କ'ଣ କରିବାକୁ ହେବ, ଏହା ତୁମ୍ଭେ ମୋତେ କହିବା ଉଚିତ୍ ନୁହେଁ। ମୋର ସମୟ ଏପର୍ଯ୍ୟନ୍ତ ଆସି ନାହିଁ।” Gade chapit la |