Biblia Todo Logo
Bib sou entènèt

- Piblisite -




ଯୋହନ 2:5 - ଓଡିଆ ବାଇବେଲ

5 ତାହାଙ୍କ ମାତା ପରିଚାରକମାନଙ୍କୁ କହିଲେ, ସେ ତୁମ୍ଭମାନଙ୍କୁ ଯାହା କିଛି କହନ୍ତି, ତାହା କର ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ତାହାଙ୍କ ମାତା ପରିଚାରକମାନଙ୍କୁ କହିଲେ, ସେ ତୁମ୍ଭମାନଙ୍କୁ ଯାହା କିଛି କହନ୍ତି, ତାହା କର।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

5 ଯୀଶୁଙ୍କ ମା’ ପରିଚାରକମାନଙ୍କୁ କହିଲେ, “ସେ ଯାହା କହିବେ, ତାହା କର।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ତାହାଙ୍କ ମାତା ପରିଚାରକମାନଙ୍କୁ କହିଲେ, ସେ ତୁମ୍ଭମାନଙ୍କୁ ଯାହା କିଛି କହନ୍ତି, ତାହା କର।

Gade chapit la Kopi

ପବିତ୍ର ବାଇବଲ

5 ଯୀଶୁଙ୍କର ମା ସେବକମାନଙ୍କୁ କହିଲେ, “ଯୀଶୁ ତୁମ୍ଭମାନଙ୍କୁ ଯେପରି କହନ୍ତି, ତୁମ୍ଭେମାନେ ସେହିପରି କର।”

Gade chapit la Kopi




ଯୋହନ 2:5
12 Referans Kwoze  

ତହିଁରେ ନୋହ ସେରୂପ କଲେ; ପରମେଶ୍ୱରଙ୍କ ଆଜ୍ଞାନୁସାରେ ସେ ସମସ୍ତ କର୍ମ କଲେ।


ମୁଁ ତୁମ୍ଭମାନଙ୍କୁ ଯେଉଁ ଆଜ୍ଞା ଦେଉଅଛି, ତାହା ଯଦି ପାଳନ କର, ତେବେ ତୁମ୍ଭେମାନେ ମୋହର ବନ୍ଧୁ ।


ବିଶ୍ୱାସ ଦ୍ୱାରା ଅବ୍ରହାମ ଆହ୍ୱାନ ପ୍ରାପ୍ତ ହୁଅନ୍ତେ, ଯେଉଁ ଦେଶ ସେ ଅଧିକାରସ୍ୱରୂପେ ପାଇବାକୁ ଯାଉଥିଲେ, ଆଜ୍ଞାବହ ହୋଇ ସେଠାକୁ ବାହାରିଗଲେ, ପୁଣି, ସେ କେଉଁଠାକୁ ଯାଉଅଛନ୍ତି, ତାହା ନ ଜାଣି ସୁଦ୍ଧା ବାହାରିଗଲେ ।


ପୁଣି, ସିଦ୍ଧ ହୋଇ ନିଜ ଆଜ୍ଞାକାରୀମାନଙ୍କ ପ୍ରତି ଅନନ୍ତ ପରିତ୍ରାଣର କାରଣ ସ୍ୱରୂପ ହେଲେ;


କିନ୍ତୁ ଉଠ, ନଗରରେ ପ୍ରବେଶ କର, ଆଉ ତୁମ୍ଭକୁ କ'ଣ କରିବାକୁ ହେବ, ତାହା କୁହାଯିବ ।


ସେ ଦ୍ରାକ୍ଷାଲତାଜାତ କୌଣସି ଦ୍ରବ୍ୟ ଭୋଜନ କରିବ ନାହିଁ, ଅବା ସେ ଦ୍ରାକ୍ଷାରସ କି ମଦ୍ୟ ପାନ ନ କରୁ, କିଅବା କୌଣସି ଅଶୁଚି ଦ୍ରବ୍ୟ ଭୋଜନ ନ କରୁ; ଆମ୍ଭେ ତାହାକୁ ଯାହା ଯାହା ଆଜ୍ଞା କରିଅଛୁ, ତାହାସବୁ ସେ ମାନୁ।


ପୁଣି, ସମୁଦାୟ ମିସର ଦେଶରେ ଦୁର୍ଭିକ୍ଷ ପଡ଼ନ୍ତେ, ପ୍ରଜାମାନେ ଆହାର ନିମନ୍ତେ ଫାରୋଙ୍କ ନିକଟରେ ଡକା ପକାଇଲେ; ତହିଁରେ ଫାରୋ ସମସ୍ତ ମିସ୍ରୀୟ ଲୋକଙ୍କୁ କହିଲେ, ତୁମ୍ଭେମାନେ ଯୋଷେଫ ନିକଟକୁ ଯାଅ; ସେ ଯାହା କହନ୍ତି, ତାହା କର।


ସେ ଲୋକସମୂହକୁ କଥା କହୁଥିବା ସମୟରେ, ଦେଖ, ତାହାଙ୍କ ମାଁ ଓ ଭାଇମାନେ ବାହାରେ ଠିଆ ହୋଇ ତାହାଙ୍କ ସାଙ୍ଗରେ କଥା କହିବାକୁ ଇଚ୍ଛା କରୁଥିଲେ ।


ଏଣୁ ସେ ସେହି ଖଳାକୁ ଯାଇ ନିଜ ଶାଶୁର ଆଦେଶାନୁସାରେ ସମସ୍ତ କର୍ମ କଲା।


ତହିଁରେ ମୁଁ ସେହି ଆଜ୍ଞା ପ୍ରମାଣେ କାର୍ଯ୍ୟ କଲି; ମୁଁ ପ୍ରସ୍ଥାନକାଳୀନ ସମ୍ବଳ ତୁଲ୍ୟ ଦିନ ବେଳେ ଆପଣା ସମ୍ବଳ ବାହାର କରି ଆଣିଲି ଓ ସନ୍ଧ୍ୟା ବେଳେ ନିଜ ହସ୍ତରେ କାନ୍ଥ ଖୋଳିଲି; ମୁଁ ଅନ୍ଧକାର ବେଳେ ତାହା ବାହାର କରି ସେମାନଙ୍କ ସାକ୍ଷାତରେ ଆପଣା କାନ୍ଧରେ ବୋହି ନେଲି।


Swiv nou:

Piblisite


Piblisite