ଯୋହନ 20:2 - ଓଡିଆ ବାଇବେଲ2 ତେଣୁ ସେ ଦୌଡ଼ିଯାଇ ଶିମୋନ ପିତର ଓ ଯୀଶୁ ଯାହାଙ୍କୁ ସ୍ନେହ କରୁଥିଲେ, ସେହି ଅନ୍ୟ ଶିଷ୍ୟଙ୍କ ନିକଟକୁ ଆସିଲେ, ଆଉ ସେମାନଙ୍କୁ କହିଲେ, କେଉଁମାନେ ସମାଧିରୁ ପ୍ରଭୁଙ୍କୁ ଘେନିଯାଇଅଛନ୍ତି, ପୁଣି, ତାହାଙ୍କୁ କେଉଁଠାରେ ରଖିଅଛନ୍ତି, ତାହା ଆମ୍ଭେମାନେ ଜାଣୁ ନାହୁଁ । Gade chapit laପବିତ୍ର ବାଇବଲ (Re-edited) - (BSI)2 ତେଣୁ ସେ ଦୌଡ଼ିଯାଇ ଶିମୋନ ପିତର ଓ ଯୀଶୁ ଯାହାଙ୍କୁ ସ୍ନେହ କରୁଥିଲେ, ସେହି ଅନ୍ୟ ଶିଷ୍ୟଙ୍କ ନିକଟକୁ ଆସିଲେ, ଆଉ ସେମାନଙ୍କୁ କହିଲେ, କେଉଁମାନେ ସମାଧିରୁ ପ୍ରଭୁଙ୍କୁ ଘେନିଯାଇଅଛନ୍ତି, ପୁଣି ତାହାଙ୍କୁ କେଉଁଠାରେ ରଖିଅଛନ୍ତି, ତାହା ଆମ୍ଭେମାନେ ଜାଣୁ ନାହୁଁ। Gade chapit laପବିତ୍ର ବାଇବଲ (CL) NT (BSI)2 ସେ ଦୌଡ଼ି ଯାଇ ଶିମୋନ ପିତର ଓ ଯୀଶୁଙ୍କ ସେହି ପ୍ରିୟ ଶିଷ୍ୟକୁ ଖବର ଦେଇ କହିଲେ, “ପ୍ରଭୁଙ୍କୁ ସେମାନେ କବର ଭିତରୁ ନେଇ ଯାଇଛନ୍ତି; କେଉଁଠି ତାଙ୍କୁ ନେଇ ରଖିଛନ୍ତି, ଆମେ ଜାଣି ନାହୁଁ।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ତେଣୁ ସେ ଦୌଡ଼ିଯାଇ ଶିମୋନ ପିତର ଓ ଯୀଶୁ ଯାହାଙ୍କୁ ସ୍ନେହ କରୁଥିଲେ, ସେହି ଅନ୍ୟ ଶିଷ୍ୟଙ୍କ ନିକଟକୁ ଆସିଲେ, ଆଉ ସେମାନଙ୍କୁ କହିଲେ, ସେମାନେ ସମାଧିରୁ ପ୍ରଭୁଙ୍କୁ ଘେନିଯାଇଅଛନ୍ତି, ପୁଣି, ତାହାଙ୍କୁ କେଉଁଠାରେ ରଖିଅଛନ୍ତି, ତାହା ଆମ୍ଭେମାନେ ଜାଣୁ ନାହୁଁ। Gade chapit laପବିତ୍ର ବାଇବଲ2 ତେଣୁ ମରିୟମ, ଶିମୋନ ପିତର ଓ ଅନ୍ୟ ଜଣେ ଶିଷ୍ୟ ଯାହାଙ୍କୁ ଯୀଶୁ ପ୍ରେମ କରୁଥିଲେ, ସେମାନଙ୍କ ନିକଟକୁ ଦୌଡ଼ିଗଲେ ଓ ସେ ସେମାନଙ୍କୁ କହିଲେ, “ସେମାନେ ପ୍ରଭୁଙ୍କର ମୃତଦେହକୁ କବର ଭିତରୁ ନେଇଯାଇଛନ୍ତି। ସେମାନେ ତାହାଙ୍କୁ କେଉଁଠାରେ ରଖିଛନ୍ତି ଆମ୍ଭେ ଜାଣି ନାହୁଁ।” Gade chapit la |