ଯୋହନ 21:4 - ଓଡିଆ ବାଇବେଲ4 କିନ୍ତୁ ପାହାନ୍ତା ହେଲା ଉତ୍ତାରେ ଯୀଶୁ କୂଳରେ ଠିଆ ହେଲେ; ତଥାପି ସେ ଯୀଶୁ ବୋଲି ଶିଷ୍ୟମାନେ ଜାଣିଲେ ନାହିଁ । Gade chapit laପବିତ୍ର ବାଇବଲ (Re-edited) - (BSI)4 କିନ୍ତୁ ପାହାନ୍ତା ହେଲା ଉତ୍ତାରେ ଯୀଶୁ କୂଳରେ ଠିଆ ହେଲେ; ତଥାପି ସେ ଯୀଶୁ ବୋଲି ଶିଷ୍ୟମାନେ ଜାଣିଲେ ନାହିଁ। Gade chapit laପବିତ୍ର ବାଇବଲ (CL) NT (BSI)4 ପରଦିନ ସକାଳେ ସୂର୍ଯ୍ୟୋଦୟ ହେବାବେଳେ ଯୀଶୁ ଜଳ ଧାରରେ ଆସି ଠିଆ ହେଲେ, କିନ୍ତୁ ଶିଷ୍ୟମାନେ ତାଙ୍କୁ ଚିହ୍ନି ପାରିଲେ ନାହିଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 କିନ୍ତୁ ପାହାନ୍ତା ହେଲା ଉତ୍ତାରେ ଯୀଶୁ କୂଳରେ ଠିଆ ହେଲେ; ତଥାପି ସେ ଯୀଶୁ ବୋଲି ଶିଷ୍ୟମାନେ ଜାଣିଲେ ନାହିଁ। Gade chapit laପବିତ୍ର ବାଇବଲ4 ପରଦିନ ଅତି ସକାଳୁ ଯୀଶୁ ହ୍ରଦ କୂଳରେ ଠିଆ ହୋଇଥିଲେ। କିନ୍ତୁ ଶିଷ୍ୟମାନେ ତାହାଙ୍କୁ ଯୀଶୁ ବୋଲି ଜାଣି ନ ଥିଲେ। Gade chapit la |