Biblia Todo Logo
Bib sou entènèt

- Piblisite -




ଯୋହନ 3:12 - ଓଡିଆ ବାଇବେଲ

12 ମୁଁ ତୁମ୍ଭମାନଙ୍କୁ ପାର୍ଥିବ ବିଷୟ କହିଲେ ଯଦି ତୁମ୍ଭେମାନେ ବିଶ୍ୱାସ ନ କର, ତେବେ ତୁମ୍ଭମାନଙ୍କୁ ସ୍ୱର୍ଗୀୟ ବିଷୟ କହିଲେ କିପରି ବିଶ୍ୱାସ କରିବ ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ମୁଁ ତୁମ୍ଭମାନଙ୍କୁ ପାର୍ଥିବ ବିଷୟ କହିଲେ ଯଦି ତୁମ୍ଭେମାନେ ବିଶ୍ଵାସ ନ କର, ତେବେ ତୁମ୍ଭମାନଙ୍କୁ ସ୍ଵର୍ଗୀୟ ବିଷୟ କହିଲେ କିପରି ବିଶ୍ଵାସ କରିବ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

12 ମୁଁ ପାର୍ଥିବ ବିଷୟ କହିବା ବେଳେ ତୁମ୍ଭେମାନେ ବିଶ୍ୱାସ କରୁ ନାହଁ; ସ୍ୱଗୀୟ କଥା କହିଲେ କିପରି ବିଶ୍ୱାସ କରିବ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ମୁଁ ତୁମ୍ଭମାନଙ୍କୁ ପାର୍ଥିବ ବିଷୟ କହିଲେ ଯଦି ତୁମ୍ଭେମାନେ ବିଶ୍ୱାସ ନ କର, ତେବେ ତୁମ୍ଭମାନଙ୍କୁ ସ୍ୱର୍ଗୀୟ ବିଷୟ କହିଲେ କିପରି ବିଶ୍ୱାସ କରିବ?

Gade chapit la Kopi

ପବିତ୍ର ବାଇବଲ

12 ମୁଁ ତୁମ୍ଭକୁ ଏ ସଂସାରର ବିଷୟ ସବୁ କହିଛି। କିନ୍ତୁ ତୁମ୍ଭେ ମୋତେ ବିଶ୍ୱାସ କରୁ ନାହଁ। ମୁଁ ଯଦି ତୁମ୍ଭକୁ ସ୍ୱର୍ଗ ବିଷୟରେ କହିବି, ତେବେ ନିଶ୍ଚିତ ଭାବେ ତୁମ୍ଭେ ବିଶ୍ୱାସ କରିବ ନାହିଁ।

Gade chapit la Kopi




ଯୋହନ 3:12
13 Referans Kwoze  

ଯୀଶୁଖ୍ରୀଷ୍ଟଙ୍କ ବିଷୟରେ ଆମ୍ଭମାନଙ୍କର ଅନେକ କଥା କହିବାକୁ ଅଛି, ଆଉ ତୁମ୍ଭେମାନେ ଶୁଣିବାରେ ଶିଥିଳ ହୋଇଥିବାରୁ ସେଥିର ଅର୍ଥ ବୁଝାଇବା କଷ୍ଟକର ।


ବାୟୁ ଯେଉଁ ଦିଗରେ ଇଚ୍ଛା କରେ, ସେହି ଦିଗରେ ବହେ, ଆଉ ତୁମ୍ଭେ ତାହାର ଶବ୍ଦ ଶୁଣିଥାଅ, କିନ୍ତୁ ତାହା କେଉଁଠାରୁ ଆସେ ପୁଣି, କେଉଁଠାକୁ ଯାଏ, ତାହା ଜାଣ ନାହିଁ; ଆତ୍ମାଙ୍କଠାରୁ ଜାତ ପ୍ରତ୍ୟେକ ଲୋକ ସମ୍ବନ୍ଧରେ ସେହି ପ୍ରକାର ।


ଯୀଶୁ ଉତ୍ତର ଦେଲେ, ସତ୍ୟ ସତ୍ୟ ମୁଁ ତୁମ୍ଭକୁ କହୁଅଛି, ଜଳ ଓ ଆତ୍ମାରୁ ଜନ୍ମ ନ ହେଲେ କେହି ଈଶ୍ୱରଙ୍କ ରାଜ୍ୟରେ ପ୍ରବେଶ କରି ପାରେ ନାହିଁ ।


ଆମ୍ଭେମାନେ ଯେ ଈଶ୍ୱରଙ୍କୁ ପ୍ରେମ କଲୁ, ତାହା ନୁହେଁ, ମାତ୍ର ସେ ଆମ୍ଭମାନଙ୍କୁ ପ୍ରେମ କଲେ, ପୁଣି, ଆପଣା ପୁତ୍ରଙ୍କୁ ଆମ୍ଭମାନଙ୍କ ପାପର ପ୍ରାୟଶ୍ଚିତ୍ତ ସ୍ୱରୂପ କରି ପଠାଇଲେ; ଏଥିରେ ତ ପ୍ରେମ ପ୍ରକାଶ ପାଏ


ଈଶ୍ୱରପରାୟଣତାର ନିଗୂଢ଼ତତ୍ତ୍ୱ ଯେ ମହତ୍, ଏହା ସମସ୍ତେ ସ୍ୱୀକାର କରନ୍ତି । ତାହା ଏହି, ସେ ଦେହବନ୍ତ ହୋଇ ପ୍ରକାଶିତ ହେଲେ, ଆତ୍ମାରେ ଧାର୍ମିକ ବୋଲି ପ୍ରମାଣିତ ହେଲେ, ଦୂତମାନଙ୍କ ଦ୍ୱାରା ଦେଖାଗଲେ, ଜାତିମାନଙ୍କ ମଧ୍ୟରେ ପ୍ରଚାରିତ ହେଲେ, ଜଗତରେ ବିଶ୍ୱାସପାତ୍ର ହେଲେ, ଗୌରବରେ ଗୃହୀତ ହେଲେ ।


ଯୀଶୁ ତାଙ୍କୁ ଉତ୍ତର ଦେଲେ, ସତ୍ୟ ସତ୍ୟ ମୁଁ ତୁମ୍ଭକୁ କହୁଅଛି, ପୁନର୍ବାର ଜନ୍ମ ନ ହେଲେ କେହି ଈଶ୍ୱରଙ୍କ ରାଜ୍ୟ ଦେଖି ପାରେ ନାହିଁ ।


ମୁଁ ତୁମ୍ଭକୁ ସତ୍ୟ ସତ୍ୟ କହୁଅଛି, ଆମ୍ଭେମାନେ ଯାହା ଜାଣୁ, ତାହା କହୁ, ପୁଣି, ଯାହା ଦେଖିଅଛୁ, ତାହା ବିଷୟରେ ସାକ୍ଷ୍ୟ ଦେଉ, ଆଉ ତୁମ୍ଭେମାନେ ଆମ୍ଭମାନଙ୍କର ସାକ୍ଷ୍ୟ ଗ୍ରହଣ କରୁ ନାହଁ ।


Swiv nou:

Piblisite


Piblisite