ଯୋହନ 5:16 - ଓଡିଆ ବାଇବେଲ16 ତେଣୁ ଯୀଶୁ ବିଶ୍ରାମବାରରେ ଏହା କରୁଥିବାରୁ ଯିହୂଦୀମାନେ ତାହାଙ୍କୁ ତାଡ଼ନା କରିବାକୁ ଲାଗିଲେ । Gade chapit laପବିତ୍ର ବାଇବଲ (Re-edited) - (BSI)16 ତେଣୁ ଯୀଶୁ ବିଶ୍ରାମବାରରେ ଏହା କରୁଥିବାରୁ ଯିହୁଦୀମାନେ ତାହାଙ୍କୁ ତାଡ଼ନା କରିବାକୁ ଲାଗିଲେ। Gade chapit laପବିତ୍ର ବାଇବଲ (CL) NT (BSI)16 ଯୀଶୁ ବିଶ୍ରାମବାରରେ ଏଭଳି କାର୍ଯ୍ୟ କରୁଥିବାରୁ ଇହୁଦୀମାନେ ତାଙ୍କ ଉପରେ ନିର୍ଯ୍ୟାତନା କରିବାକୁ ଆରମ୍ଭ କଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ତେଣୁ ଯୀଶୁ ବିଶ୍ରାମବାର ଦିନରେ ଏହା କରୁଥିବାରୁ ଯିହୁଦୀମାନେ ତାହାଙ୍କୁ ତାଡ଼ନା କରିବାକୁ ଲାଗିଲେ। Gade chapit laପବିତ୍ର ବାଇବଲ16 ଯୀଶୁ ବିଶ୍ରାମବାରରେ ଏହିସବୁ (ସୁସ୍ଥ) କାର୍ଯ୍ୟ କରୁଥିଲେ। ତେଣୁ ଯିହୂଦୀମାନେ ଯୀଶୁଙ୍କ ପ୍ରତି ଖରାପ ବ୍ୟବହାର କରିବା ଆରମ୍ଭ କଲେ। Gade chapit la |