ଯୋହନ 5:2 - ଓଡିଆ ବାଇବେଲ2 ଯିରୂଶାଲମର ମେଷଦ୍ୱାର ନିକଟରେ ଗୋଟିଏ ପୁଷ୍କରିଣୀ ଅଛି; ଏବ୍ରୀ ଭାଷାରେ ତାହାକୁ ବେଥେସ୍ଦା ବୋଲି କହନ୍ତି, ତାହାର ପାଞ୍ଚୋଟି ମଣ୍ଡପ । Gade chapit laପବିତ୍ର ବାଇବଲ (Re-edited) - (BSI)2 ଯିରୂଶାଲମର ମେଷଦ୍ଵାର ନିକଟରେ ଗୋଟିଏ ପୁଷ୍କରିଣୀ ଅଛି; ଏବ୍ରୀ ଭାଷାରେ ତାହାକୁ ବେଥେସ୍ଦା ବୋଲି କହନ୍ତି, ତାହାର ପାଞ୍ଚୋଟି ମଣ୍ତପ। Gade chapit laପବିତ୍ର ବାଇବଲ (CL) NT (BSI)2 ସେଠାରେ “ମେଷଦ୍ୱାର” ନିକଟରେ ବେଥଜାଥା ନାମକ ଗୋଟିଏ ପୁଷ୍କରିଣୀ ଥିଲା। ପୁଷ୍କରିଣୀର ପାଞ୍ଚଟି ମଣ୍ଡପ ଥିଲା Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଯିରୂଶାଲମ ସହରର ମେଷଦ୍ୱାର ନିକଟରେ ଗୋଟିଏ ପୋଖରୀ ଅଛି; ଏବ୍ରୀ ଭାଷାରେ ତାହାକୁ ବେଥେସ୍ଦା ବୋଲି କହନ୍ତି, ତାହାର ପାଞ୍ଚୋଟି ମଣ୍ଡପ। Gade chapit laପବିତ୍ର ବାଇବଲ2 ଯିରୁଶାଲମରେ ପାଞ୍ଚୋଟି ମଣ୍ଡପ ଥିବା ଗୋଟିଏ ପୋଖରୀ ଥିଲା। ଯିହୂଦୀ ଭାଷାରେ ଏହାକୁ ବେଥ୍ସଦା ବା ଦୟାଗୃହ କହନ୍ତି। ଏହା ମେଷଦ୍ୱାର ପାଖରେ ଥିଲା। Gade chapit la |