ଯୋହନ 5:4 - ଓଡିଆ ବାଇବେଲ4 କାରଣ କୌଣସି କୌଣସି ସମୟରେ ପ୍ରଭୁଙ୍କର ଜଣେ ଦୂତ ପୁଷ୍କରିଣୀରେ ଅବତରଣ କରି ଜଳ କମ୍ପାଉଥିଲେ, ଆଉ ଜଳ କମ୍ପିଲା ପରେ ଯେ କେହି ପ୍ରଥମରେ ସେଥିରେ ପ୍ରବେଶ କରୁଥିଲା, ସେ ଯେକୌଣସି ରୋଗରେ ଆକ୍ରାନ୍ତ ହୋଇଥିଲେ ସୁଦ୍ଧା ସୁସ୍ଥ ହେଉଥିଲା ।] Gade chapit laପବିତ୍ର ବାଇବଲ (Re-edited) - (BSI)4 କାରଣ କୌଣସି କୌଣସି ସମୟରେ ପ୍ରଭୁଙ୍କର ଜଣେ ଦୂତ ପୁଷ୍କରିଣୀରେ ଅବତରଣ କରି ଜଳ କମ୍ପାଉଥିଲେ, ଆଉ ଜଳ କମ୍ପିଲା ପରେ ଯେକେହି ପ୍ରଥମରେ ସେଥିରେ ପ୍ରବେଶ କରୁଥିଲା, ସେ ଯେକୌଣସି ରୋଗରେ ଆକ୍ରା; ହୋଇଥିଲେ ସୁଦ୍ଧା ସୁସ୍ଥ ହେଉଥିଲା।] Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 କାରଣ କୌଣସି କୌଣସି ସମୟରେ ପ୍ରଭୁଙ୍କର ଜଣେ ଦୂତ ପୁଷ୍କରିଣୀରେ ଅବତରଣ କରି ଜଳ କମ୍ପାଉଥିଲେ, ଆଉ ଜଳ କମ୍ପିଲା ପରେ ଯେ କେହି ପ୍ରଥମରେ ସେଥିରେ ପ୍ରବେଶ କରୁଥିଲା, ସେ ଯେକୌଣସି ରୋଗରେ ଆକ୍ରାନ୍ତ ହୋଇଥିଲେ ସୁଦ୍ଧା ସୁସ୍ଥ ହେଉଥିଲା।] Gade chapit laପବିତ୍ର ବାଇବଲ4 ଏହାର କାରଣ, ଜଣେ ସ୍ୱର୍ଗଦୂତ ବେଳେବେଳ ଆସି ପୋଖରୀର ପାଣିକୁ ହଲାଉଥିଲେ। ସେତେବେଳେ ଯେଉଁ ରୋଗୀ ପ୍ରଥମେ ପାଣି ଭିତରକୁ ଯାଉଥିଲା, ସେ ସୁସ୍ଥ ହୋଇ ଯାଉଥିଲା। Gade chapit la |