ଯୋହନ 5:6 - ଓଡିଆ ବାଇବେଲ6 ଯୀଶୁ ତାକୁ ପଡ଼ିରହିଥିବା ଦେଖି ବହୁକାଳର ରୋଗୀ ବୋଲି ଜାଣି ତାକୁ ପଚାରିଲେ, ତୁମ୍ଭେ କ'ଣ ସୁସ୍ଥ ହେବାକୁ ଇଚ୍ଛା କରୁଅଛ ? Gade chapit laପବିତ୍ର ବାଇବଲ (Re-edited) - (BSI)6 ଯୀଶୁ ତାକୁ ପଡ଼ିରହିଥିବା ଦେଖି ବହୁକାଳର ରୋଗୀ ବୋଲି ଜାଣି ତାକୁ ପଚାରିଲେ, ତୁମ୍ଭେ କଅଣ ସୁସ୍ଥ ହେବାକୁ ଇଚ୍ଛା କରୁଅଛ? Gade chapit laପବିତ୍ର ବାଇବଲ (CL) NT (BSI)6 ଯୀଶୁ ସେଠାରେ ତାକୁ ପଡ଼ି ରହିଥିବା ଦେଖି ଜାଣିପାରିଲେ, ଲୋକଟି ବହୁ ବର୍ଷ ଧରି ପୀଡ଼ିତ ଥିଲା। ତେଣୁ ସେ ତାକୁ ପଚାରିଲେ: “ତୁମେ କ’ଣ ସୁସ୍ଥ ହେବାକୁ ଚାହଁ?” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଯୀଶୁ ତାହାକୁ ପଡ଼ିରହିଥିବା ଦେଖି ବହୁକାଳର ରୋଗୀ ବୋଲି ଜାଣି ତାହାକୁ ପଚାରିଲେ, “ତୁମ୍ଭେ କଅଣ ସୁସ୍ଥ ହେବାକୁ ଇଚ୍ଛା କରୁଅଛ?” Gade chapit laପବିତ୍ର ବାଇବଲ6 ଯୀଶୁ ସେହି ଲୋକକୁ ସେଠାରେ ପଡ଼ି ରହିଥିବା ଦେଖିଲେ। ସେ ଜାଣିଲେ ଯେ, ସେ ଲୋକଟି ବହୁତ ବର୍ଷ ହେଲାଣି ରୋଗରେ ପଡ଼ିଛି। ତେଣୁ ଯୀଶୁ ତାକୁ ପଗ୍ଭରିଲେ, “ତୁମ୍ଭେ କ'ଣ ସୁସ୍ଥ ହେବାକୁ ଗ୍ଭହଁ?” Gade chapit la |
ସେ ତୃତୀୟ ଥର ତାଙ୍କୁ ପଚାରିଲେ, ହେ ଯୋହନଙ୍କ ପୁତ୍ର ଶିମୋନ, ତୁମ୍ଭେ କ'ଣ ମୋତେ ସ୍ନେହ କରୁଅଛ ? ତୁମ୍ଭେ କ'ଣ ମୋତେ ସ୍ନେହ କରୁଅଛ, ଏହା କହି ସେ ତୃତୀୟ ଥର ପିତରଙ୍କୁ ପଚାରିବାରୁ ସେ ଦୁଃଖିତ ହୋଇ ତାହାଙ୍କୁ କହିଲେ, ପ୍ରଭୋ, ଆପଣ ସମସ୍ତ ବିଷୟ ଜାଣନ୍ତି; ମୁଁ ଯେ ଆପଣଙ୍କୁ ସ୍ନେହ କରୁଅଛି, ତାହା ଆପଣ ଜାଣନ୍ତି । ଯୀଶୁ ତାଙ୍କୁ କହିଲେ, ମୋହର ମେଷମାନଙ୍କୁ ଚରାଅ ।