Biblia Todo Logo
Bib sou entènèt

- Piblisite -




ଯୋହନ 5:8 - ଓଡିଆ ବାଇବେଲ

8 ଯୀଶୁ ତାକୁ କହିଲେ, ଉଠ, ତୁମ୍ଭର ଖଟିଆ ଘେନି ଚାଲ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ଯୀଶୁ ତାକୁ କହିଲେ, ଉଠ, ତୁମ୍ଭର ଖଟିଆ ଘେନି ଚାଲ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

8 ଯୀଶୁ ତାକୁ କହିଲେ: “ଠିଆ ହୁଅ, ଆଉ ତୁମର ବିଛଣା ଉଠାଇ ଚାଲ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଯୀଶୁ ତାହାଙ୍କୁ କହିଲେ, “ଉଠ, ତୁମ୍ଭର ଖଟିଆ ଘେନି ଚାଲ।”

Gade chapit la Kopi

ପବିତ୍ର ବାଇବଲ

8 ତା'ପରେ ଯୀଶୁ କହିଲେ, “ଠିଆ ହୁଅ। ତୁମ୍ଭର ବିଛଣା ଉଠାଇ ଗ୍ଭଲ।”

Gade chapit la Kopi




ଯୋହନ 5:8
5 Referans Kwoze  

କିନ୍ତୁ, ପୃଥିବୀରେ ପାପ କ୍ଷମା କରିବାକୁ ମନୁଷ୍ୟପୁତ୍ରଙ୍କର ଯେ ଅଧିକାର ଅଛି, ଏହା ଯେପରି ତୁମ୍ଭେମାନେ ଜାଣିପାର-ଏଥିପାଇଁ ସେ ପକ୍ଷାଘାତ ରୋଗୀକୁ କହିଲେ, ମୁଁ ତୁମ୍ଭକୁ କହୁଅଛି, ଉଠ, ନିଜ ଖଟିଆ ନେଇ ଆପଣା ଘରକୁ ଯାଅ ।


କିନ୍ତୁ ପୃଥିବୀରେ ପାପ କ୍ଷମା କରିବାକୁ ମନୁଷ୍ୟପୁତ୍ରଙ୍କର ଯେ ଅଧିକାର ଅଛି, ଏହା ଯେପରି ତୁମ୍ଭେମାନେ ଜାଣିପାର, ଏଥିପାଇଁ ସେ ପକ୍ଷାଘାତ ରୋଗୀକୁ କହିଲେ, ଉଠ, ନିଜ ଖଟିଆ ନେଇ ଆପଣା ଘରକୁ ଚାଲିଯାଅ ।


ମୁଁ ତୁମ୍ଭକୁ କହୁଅଛି, ଉଠ; ନିଜ ଖଟିଆ ଘେନି ଆପଣା ଘରକୁ ଚାଲିଯାଅ ।


ପିତର ତାହାଙ୍କୁ କହିଲେ, ଏନୀୟ, ଯୀଶୁ ଖ୍ରୀଷ୍ଟ ତୁମ୍ଭକୁ ସୁସ୍ଥ କରୁଅଛନ୍ତି; ଉଠ, ତୁମ୍ଭର ଶେଯ ସଜାଡ଼ । ସେଥିରେ ସେ ସେହିକ୍ଷଣି ଉଠିଲେ ।


ସେତେବେଳେ ନେଙ୍ଗଡ଼ା ଲୋକ ହରିଣ ପରି ଡିଆଁ ମାରିବ ଓ ଘୁଙ୍ଗାମାନଙ୍କର ଜିହ୍ୱା ଗାନ କରିବ; କାରଣ ପ୍ରାନ୍ତରରେ ଜଳ ଓ ମରୁଭୂମିରେ ସ୍ରୋତ ବାହାରିବ।


Swiv nou:

Piblisite


Piblisite