Biblia Todo Logo
Bib sou entènèt

- Piblisite -




ଯୋହନ 6:4 - ଓଡିଆ ବାଇବେଲ

4 ସେତେବେଳେ ଯିହୂଦୀମାନଙ୍କ ନିସ୍ତାର ପର୍ବ ନିକଟବର୍ତ୍ତୀ ଥିଲା ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ସେତେବେଳେ ଯିହୁଦୀମାନଙ୍କ ନିସ୍ତାର ପର୍ବ ନିକଟବର୍ତ୍ତୀ ଥିଲା।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

4 ସେତେବେଳେ ନିସ୍ତାର ପର୍ବ ପାଖେଇ ଆସିଥିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ସେତେବେଳେ ଯିହୁଦୀମାନଙ୍କ ନିସ୍ତାର ପର୍ବ ନିକଟବର୍ତ୍ତୀ ଥିଲା।

Gade chapit la Kopi

ପବିତ୍ର ବାଇବଲ

4 ଯିହୂଦୀମାନଙ୍କର ନିସ୍ତାରପର୍ବର ସମୟ ପାଖ ହୋଇଯାଇଥିଲା।

Gade chapit la Kopi




ଯୋହନ 6:4
9 Referans Kwoze  

ସେତେବେଳେ ଯିହୂଦୀମାନଙ୍କର ନିସ୍ତାର ପର୍ବ ସନ୍ନିକଟ ହୋଇଥିଲା, ଆଉ ଯୀଶୁ ଯିରୂଶାଲମକୁ ଗଲେ ।


ଯିହୂଦୀମାନଙ୍କର ନିସ୍ତାର ପର୍ବ ସନ୍ନିକଟ ଥିଲା, ପୁଣି, ପଲ୍ଲୀଗ୍ରାମଗୁଡ଼ିକରୁ ଅନେକେ ଆପଣା ଆପଣାକୁ ଶୁଚି କରିବା ନିମନ୍ତେ ନିସ୍ତାର ପର୍ବ ପୂର୍ବେ ଯିରୂଶାଲମକୁ ଯାତ୍ରା କଲେ ।


ଏଥିଉତ୍ତାରେ ଯିହୂଦୀମାନଙ୍କର ଗୋଟିଏ ପର୍ବ ପଡ଼ିଲା, ଆଉ ଯୀଶୁ ଯିରୂଶାଲମକୁ ଯାତ୍ରା କଲେ ।


ଆବୀବ୍‍ ମାସକୁ ମାନ୍ୟ କର ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ନିସ୍ତାର ପର୍ବ ପାଳନ କର; କାରଣ ଆବୀବ୍‍ ମାସରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ରାତ୍ରି କାଳରେ ମିସରରୁ ବାହାର କରି ଆଣିଲେ।


ନିସ୍ତାର ପର୍ବ ହେବା ପୂର୍ବରୁ ଯୀଶୁ ଏହି ଜଗତରୁ ପିତାଙ୍କ ନିକଟକୁ ଆପଣାର ପ୍ରୟାଣ କରିବାର ସମୟ ଉପସ୍ଥିତ ଜାଣି, ଜଗତରେ ଥିବା ନିଜର ଯେଉଁ ଲୋକମାନଙ୍କୁ ସେ ପ୍ରେମ କରି ଆସୁଥିଲେ, ସେମାନଙ୍କ ପ୍ରତି ଚୂଡ଼ାନ୍ତ ପ୍ରେମ ପ୍ରକାଶ କଲେ ।


ଇତିମଧ୍ୟରେ ଯୀଶୁ ନିସ୍ତାର ପର୍ବର ଛଅ ଦିନ ପୂର୍ବରୁ ବେଥନୀୟାକୁ ଆସିଲେ; ଯେଉଁ ଲାଜାରଙ୍କୁ ସେ ମୃତମାନଙ୍କ ମଧ୍ୟରୁ ଉଠାଇଥିଲେ, ସେ ସେହି ସ୍ଥାନରେ ଥିଲେ ।


ପ୍ରଥମ ଦିନ ତୁମ୍ଭମାନଙ୍କର ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ।


ପ୍ରଥମ ମାସରେ, ମାସର ଚତୁର୍ଦ୍ଦଶ ଦିନର ସନ୍ଧ୍ୟା ସମୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିସ୍ତାର ପର୍ବ ହେବ।


Swiv nou:

Piblisite


Piblisite