Biblia Todo Logo
Bib sou entènèt

- Piblisite -




ଯୋହନ 7:16 - ଓଡିଆ ବାଇବେଲ

16 ତେଣୁ ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ମୋହର ଶିକ୍ଷା ମୋ' ନିଜର ନୁହେଁ, କିନ୍ତୁ ମୋ' ପ୍ରେରଣକର୍ତ୍ତାଙ୍କର ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ତେଣୁ ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ମୋହର ଶିକ୍ଷା ମୋʼ ନିଜର ନୁହେଁ, କିନ୍ତୁ ମୋʼ ପ୍ରେରଣକର୍ତ୍ତାଙ୍କର।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

16 ଯୀଶୁ କହିଲେ: “ମୁଁ ମୋ’ ନିଜର ଶିକ୍ଷା ନୁହେଁ, କିନ୍ତୁ ମୋର ପ୍ରେରଣକର୍ତ୍ତା ଈଶ୍ୱରଙ୍କଠାରୁ ଆଗତ ଶିକ୍ଷା ଦେଉଛି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ତେଣୁ ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ମୋହର ଶିକ୍ଷା ମୋʼ ନିଜର ନୁହେଁ, କିନ୍ତୁ ମୋʼ ପ୍ରେରଣକର୍ତ୍ତାଙ୍କର।

Gade chapit la Kopi

ପବିତ୍ର ବାଇବଲ

16 ଯୀଶୁ ଉତ୍ତର ଦେଲେ, “ମୁଁ ଯାହା ଉପଦେଶ ଦେଉଛି, ତାହା ମୋ’ ନିଜର ନୁହେଁ। ମୋର ଶିକ୍ଷାଗୁଡ଼ିକ ମୋତେ ପଠାଇଥିବା ପରମେଶ୍ୱରଙ୍କଠାରୁ ଆସିଛି।

Gade chapit la Kopi




ଯୋହନ 7:16
14 Referans Kwoze  

ଯେ ମୋତେ ପ୍ରେମ କରେ ନାହିଁ, ସେ ମୋହର ବାକ୍ୟ ପାଳନ କରେ ନାହିଁ, ଆଉ ଯେଉଁ ବାକ୍ୟ ତୁମ୍ଭେମାନେ ଶୁଣୁଅଛ, ତାହା ମୋହର ନୁହେଁ, ମାତ୍ର ମୋହର ପ୍ରେରଣକର୍ତ୍ତା ପିତାଙ୍କର ।


ମୁଁ ଯେ ପିତାଙ୍କଠାରେ ଅଛି ଓ ପିତା ମୋ'ଠାରେ ଅଛନ୍ତି, ଏକଥା କ'ଣ ବିଶ୍ୱାସ କରୁ ନାହଁ ? ମୁଁ ତୁମ୍ଭମାନଙ୍କୁ ଯେ ସମସ୍ତ ବାକ୍ୟ କହେ, ସେହି ସବୁ ମୋ' ନିଜରୁ କହେ ନାହିଁ, କିନ୍ତୁ ପିତା ମୋ'ଠାରେ ଥାଇ ଆପଣା କର୍ମ କରୁଅଛନ୍ତି ।


କାରଣ ତୁମ୍ଭେ ମୋତେ ଯେ ସମସ୍ତ ବାକ୍ୟ ଦାନ କଲ, ମୁଁ ସେମାନଙ୍କୁ ସେହି ସବୁ ଦାନ କରିଅଛି, ଆଉ ସେମାନେ ଗ୍ରହଣ କରିଅଛନ୍ତି, ପୁଣି, ମୁଁ ଯେ ତୁମ୍ଭ ନିକଟରୁ ଆସିଅଛି, ତାହା ସତ୍ୟ ରୂପେ ଜାଣିଅଛନ୍ତି ଓ ତୁମ୍ଭେ ମୋତେ ପ୍ରେରଣ କରିଅଛ ବୋଲି ବିଶ୍ୱାସ କରିଅଛନ୍ତି ।


ମୁଁ ନିଜେ କିଛି କରି ପାରେ ନାହିଁ; ମୁଁ ଯେପରି ଶୁଣେ, ସେହିପରି ବିଚାର କରେ, ଆଉ ମୋହର ବିଚାର ଯଥାର୍ଥ, କାରଣ ମୁଁ ଆପଣାର ଇଚ୍ଛା ସାଧନ କରିବାକୁ ଚେଷ୍ଟା ନ କରି ମୋହର ପ୍ରେରଣକର୍ତ୍ତାଙ୍କର ଇଚ୍ଛା ସାଧନ କରିବାକୁ ଚେଷ୍ଟା କରେ ।


ମୁଁ ସେମାନଙ୍କୁ ତୁମ୍ଭର ବାକ୍ୟ ଦାନ କରିଅଛି, ଆଉ ଜଗତ ସେମାନଙ୍କୁ ଘୃଣା କରିଅଛି, କାରଣ ମୁଁ ଯେପରି ଏ ଜଗତରୁ ଉତ୍ପନ୍ନ ନୁହେଁ, ସେମାନେ ସେହିପରି ଏହି ଜଗତରୁ ଉତ୍ପନ୍ନ ନୁହଁନ୍ତି ।


ଅତଏବ, ଯୀଶୁ କହିଲେ, ଯେତେବେଳେ ତୁମ୍ଭେମାନେ ମନୁଷ୍ୟପୁତ୍ରଙ୍କୁ ଗୌରବ ଦେବ, ସେତେବେଳେ ମୁଁ ଯେ ସେହି ବ୍ୟକ୍ତି ଓ ମୁଁ ନିଜରୁ କିଛି ନ କରି ବରଂ ପିତା ମୋତେ ଯେପ୍ରକାର ଶିକ୍ଷା ଦେଲେ, ସେହି ପ୍ରକାର ଏସମସ୍ତ କଥା ଯେ କହୁଅଛି, ଏହା ତୁମ୍ଭେମାନେ ବୁଝିବ ।


ମୁଁ ତୁମ୍ଭକୁ ସତ୍ୟ ସତ୍ୟ କହୁଅଛି, ଆମ୍ଭେମାନେ ଯାହା ଜାଣୁ, ତାହା କହୁ, ପୁଣି, ଯାହା ଦେଖିଅଛୁ, ତାହା ବିଷୟରେ ସାକ୍ଷ୍ୟ ଦେଉ, ଆଉ ତୁମ୍ଭେମାନେ ଆମ୍ଭମାନଙ୍କର ସାକ୍ଷ୍ୟ ଗ୍ରହଣ କରୁ ନାହଁ ।


ମୋହର ପ୍ରେରଣକର୍ତ୍ତା ପିତା ଯାହାକୁ ଆକର୍ଷଣ କରନ୍ତି, କେବଳ ସେ ମୋ' ନିକଟକୁ ଆସି ପାରେ, ଆଉ ମୁଁ ଶେଷ ଦିନରେ ତାହାକୁ ଉତ୍ଥାପନ କରିବି ।


ଯେ ଊର୍ଦ୍ଧ୍ୱରୁ ଆଗମନ କରନ୍ତି, ସେ ସମସ୍ତଙ୍କଠାରୁ ଶ୍ରେଷ୍ଠ; ଯେ ପୃଥିବୀରୁ ଉତ୍ପନ୍ନ, ସେ ପାର୍ଥିବ, ଆଉ ସେ ପାର୍ଥିବ କଥା କହେ; ଯେ ସ୍ୱର୍ଗରୁ ଆଗମନ କରନ୍ତି, ସେ ସମସ୍ତଙ୍କଠାରୁ ଶ୍ରେଷ୍ଠ ।


ଯୀଶୁ ଖ୍ରୀଷ୍ଟଙ୍କ ପ୍ରକାଶିତ ବାକ୍ୟ; ଅବିଳମ୍ବରେ ଯାହା ଯାହା ନିଶ୍ଚୟ ଘଟିବ, ସେହି ସବୁ ସେ ଯେପରି ଆପଣା ଦାସମାନଙ୍କୁ ଜଣାନ୍ତି, ଏଥିପାଇଁ ଈଶ୍ୱର ଏହା ଯୀଶୁଙ୍କ ନିକଟରେ ସମର୍ପଣ କଲେ, ଆଉ ସେ ଆପଣା ଦୂତ ପ୍ରେରଣ କରି ନିଜ ଦାସ ଯୋହନଙ୍କୁ ଏହା ଜ୍ଞାତ କରାଇଲେ ।


ଯେ କେହି ଖ୍ରୀଷ୍ଟଙ୍କ ଶିକ୍ଷାର ସୀମା ମଧ୍ୟରେ ନ ରହି ତାହା ଅତିକ୍ରମ କରେ, ସେ ଈଶ୍ୱରଙ୍କୁ ପାଇ ନାହିଁ; ଯେ ଶିକ୍ଷାର ସୀମା ମଧ୍ୟରେ ରହେ, ସେ ପିତା ଓ ପୁତ୍ର ଉଭୟଙ୍କୁ ପାଇଅଛି ।


Swiv nou:

Piblisite


Piblisite