ଯୋହନ 7:4 - ଓଡିଆ ବାଇବେଲ4 କାରଣ କେହି ପ୍ରକାଶିତ ହେବାକୁ ଇଚ୍ଛା କଲେ ଗୋପନରେ କିଛି କରେ ନାହିଁ । ତୁମ୍ଭେ ଯଦି ଏସମସ୍ତ କରୁଅଛ, ତେବେ ଆପଣାକୁ ଜଗତ ନିକଟରେ ପ୍ରକାଶ କର । Gade chapit laପବିତ୍ର ବାଇବଲ (Re-edited) - (BSI)4 କାରଣ କେହି ପ୍ରକାଶିତ ହେବାକୁ ଇଚ୍ଛା କଲେ ଗୋପନରେ କିଛି କରେ ନାହିଁ। ତୁମ୍ଭେ ଯଦି ଏସମସ୍ତ କରୁଅଛ, ତେବେ ଆପଣାକୁ ଜଗତ ନିକଟରେ ପ୍ରକାଶ କର। Gade chapit laପବିତ୍ର ବାଇବଲ (CL) NT (BSI)4 ଯିଏ ସୁପରିଚିତ ହେବାକୁ ଇଚ୍ଛା କରେ, ସେ ନିଜର କାର୍ଯ୍ୟ ଗୋପନ ରଖେ ନାହିଁ। ତୁମେ ଯେତେବେଳେ ଏହି ସବୁ କାର୍ଯ୍ୟ କରିପାରୁଛ, ଜଗତର ସମସ୍ତେ ତୁମର ପରିଚୟ ପାଆନ୍ତୁ।” ( Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 କାରଣ କେହି ପ୍ରକାଶିତ ହେବାକୁ ଇଚ୍ଛା କଲେ ଗୋପନରେ କିଛି କରେ ନାହିଁ। ତୁମ୍ଭେ ଯଦି ଏସମସ୍ତ କରୁଅଛ, ତେବେ ଆପଣାକୁ ଜଗତ ନିକଟରେ ପ୍ରକାଶ କର। Gade chapit laପବିତ୍ର ବାଇବଲ4 ଯଦି କୌଣସି ଲୋକ ଗ୍ଭହେଁ ଯେ ସମସ୍ତେ ତାହାଙ୍କୁ ଜାଣନ୍ତୁ, ତେବେ ସେ ତା'ର କାର୍ଯ୍ୟସୂଚୀ ଲୁଚେଇବା ଉଚିତ୍ ନୁହେଁ। ତୁମ୍ଭେ ନିଜକୁ ଜଗତ ଆଗରେ ପ୍ରକାଶ କର। ତୁମ୍ଭେ କରୁଥିବା ଆଶ୍ଚର୍ଯ୍ୟ କାର୍ଯ୍ୟ ସବୁ ସେମାନଙ୍କୁ ଦେଖିବାକୁ ଦିଅ।” Gade chapit la |