Biblia Todo Logo
Bib sou entènèt

- Piblisite -




ଯୋହନ 7:5 - ଓଡିଆ ବାଇବେଲ

5 କାରଣ ତାହାଙ୍କ ଭାଇମାନେ ସୁଦ୍ଧା ତାହାଙ୍କଠାରେ ବିଶ୍ୱାସ କରୁ ନ ଥିଲେ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 କାରଣ ତାହାଙ୍କ ଭାଇମାନେ ସୁଦ୍ଧା ତାହାଙ୍କଠାରେ ବିଶ୍ଵାସ କରୁ ନ ଥିଲେ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

5 ତାଙ୍କ ଭାଇମାନେ ମଧ୍ୟ ତାଙ୍କୁ ବିଶ୍ୱାସ କରୁ ନ ଥିଲେ।)

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 କାରଣ ତାହାଙ୍କ ଭାଇମାନେ ସୁଦ୍ଧା ତାହାଙ୍କଠାରେ ବିଶ୍ୱାସ କରୁ ନ ଥିଲେ।

Gade chapit la Kopi

ପବିତ୍ର ବାଇବଲ

5 (ଯୀଶୁଙ୍କର ଭାଇମାନେ ସୁଦ୍ଧା ତାହାଙ୍କୁ ବିଶ୍ୱାସ କରୁ ନ ଥିଲେ।)

Gade chapit la Kopi




ଯୋହନ 7:5
7 Referans Kwoze  

ତାହାଙ୍କ ଆତ୍ମୀୟମାନେ ଏହା ଶୁଣି ତାହାଙ୍କୁ ଧରି ଘେନିଯିବାକୁ ବାହାରି ଆସିଲେ, କାରଣ ସେମାନେ କହିଲେ, ତାହାଙ୍କର ମତିଭ୍ରମ ହେଲାଣି ।


କିନ୍ତୁ ତାହାଙ୍କ ଭାଇମାନେ ପର୍ବକୁ ଗଲା ଉତ୍ତାରେ ସେ ମଧ୍ୟ ଗଲେ, ପ୍ରକାଶରେ ନୁହେଁ, ମାତ୍ର ଏକ ପ୍ରକାର ଗୋପନରେ ।


ତାହାଙ୍କ ଭାଇମାନେ ତାହାଙ୍କୁ କହିଲେ, ତୁମ୍ଭେ ଯେ ଯେ କର୍ମ କରୁଅଛ, ସେହି ସବୁ ଯେପରି ତୁମ୍ଭର ଶିଷ୍ୟମାନେ ମଧ୍ୟ ଦେଖିବେ, ଏନିମନ୍ତେ ଏଠାରୁ ବାହାରିଯାଇ ଯିହୂଦା ପ୍ରଦେଶକୁ ଯାଅ,


ସେ ଲୋକସମୂହକୁ କଥା କହୁଥିବା ସମୟରେ, ଦେଖ, ତାହାଙ୍କ ମାଁ ଓ ଭାଇମାନେ ବାହାରେ ଠିଆ ହୋଇ ତାହାଙ୍କ ସାଙ୍ଗରେ କଥା କହିବାକୁ ଇଚ୍ଛା କରୁଥିଲେ ।


କାରଣ କେହି ପ୍ରକାଶିତ ହେବାକୁ ଇଚ୍ଛା କଲେ ଗୋପନରେ କିଛି କରେ ନାହିଁ । ତୁମ୍ଭେ ଯଦି ଏସମସ୍ତ କରୁଅଛ, ତେବେ ଆପଣାକୁ ଜଗତ ନିକଟରେ ପ୍ରକାଶ କର ।


Swiv nou:

Piblisite


Piblisite