Biblia Todo Logo
Bib sou entènèt

- Piblisite -




ଯୋହନ 7:51 - ଓଡିଆ ବାଇବେଲ

51 ଜଣେ ଲୋକଠାରୁ ପ୍ରଥମେ ନ ଶୁଣି ଓ ତାହାର ଆଚରଣ ବିଷୟ ନ ଜାଣି ଆମ୍ଭମାନଙ୍କର ମୋଶାଙ୍କ ବ୍ୟବସ୍ଥା କ'ଣ ତାହାକୁ ଦୋଷୀ କରେ ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

51 ଜଣେ ଲୋକଠାରୁ ପ୍ରଥମେ ନ ଶୁଣି ଓ ତାହାର ଆଚରଣ ବିଷୟ ନ ଜାଣି ଆମ୍ଭମାନଙ୍କର ବ୍ୟବସ୍ଥା କଅଣ ତାହାକୁ ଦୋଷୀ କରେ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

51 ସେ କହିଲେ, “ଆମ ବ୍ୟବସ୍ଥା ଅନୁଯାୟୀ ଜଣେ କାହାକୁ ଦୋଷୀ ସାବ୍ୟସ୍ତ କରିବା ପୂର୍ବରୁ ତା’ କଥା ଶୁଣିବାକୁ ହେବ ଏବଂ ସେ କ’ଣ କରିଛି, ଅନୁସନ୍ଧାନ କରିବାକୁ ହେବ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

51 ଜଣେ ଲୋକଠାରୁ ପ୍ରଥମେ ନ ଶୁଣି ଓ ତାହାର ଆଚରଣ ବିଷୟ ନ ଜାଣି ଆମ୍ଭମାନଙ୍କର ମୋଶାଙ୍କ ବ୍ୟବସ୍ଥା କଅଣ ତାହାକୁ ଦୋଷୀ କରେ?

Gade chapit la Kopi

ପବିତ୍ର ବାଇବଲ

51 ସେ କହିଲେ, “ଆମ୍ଭର ପ୍ରଥା ଯେକୌଣସି ଲୋକର କଥା ପ୍ରଥମେ ନ ଶୁଣି ବିଗ୍ଭର କରିବ ନାହିଁ। ସେ କ'ଣ କରିଛନ୍ତି, ଆମ୍ଭେ ନ ଜାଣି ତାହାଙ୍କର ବିଗ୍ଭର କରି ପାରିବା ନାହିଁ।”

Gade chapit la Kopi




ଯୋହନ 7:51
8 Referans Kwoze  

ଯେ ଶୁଣିବା ପୂର୍ବେ ଉତ୍ତର କରେ, ତାହା ତାହାର ପ୍ରତି ଅଜ୍ଞାନତା ଓ ଲଜ୍ଜା।


ତୁମ୍ଭେମାନେ ବିଚାରରେ କାହାରି ମୁଖାପେକ୍ଷା କରିବ ନାହିଁ; ତୁମ୍ଭେମାନେ ସାନ ଓ ବଡ଼ ଲୋକର କଥା ସମଭାବରେ ଶୁଣିବ; ତୁମ୍ଭେମାନେ ମନୁଷ୍ୟର ମୁଖକୁ ଭୟ କରିବ ନାହିଁ; କାରଣ ବିଚାର ପରମେଶ୍ୱରଙ୍କର ଅଟେ; ପୁଣି ଯେଉଁ କଥା ତୁମ୍ଭମାନଙ୍କ ପ୍ରତି କଠିନ ହୁଏ, ତାହା ତୁମ୍ଭେମାନେ ମୋ’ ନିକଟକୁ ଆଣିବ, ମୁଁ ତାହା ଶୁଣିବି।”


ସେତେବେଳେ ପାଉଲ ତାହାଙ୍କୁ କହିଲେ, ହେ ଶୁକ୍ଳୀକୃତ ପ୍ରାଚୀର, ଈଶ୍ୱର ତୁମ୍ଭକୁ ଆଘାତ କରିବେ, ତୁମ୍ଭେ ଏକାବେଳେ ମୋଶାଙ୍କ ବ୍ୟବସ୍ଥା ଅନୁସାରେ ମୋହର ବିଚାର କରିବାକୁ ବସି ମୋଶାଙ୍କ ବ୍ୟବସ୍ଥା ବିରୁଦ୍ଧରେ ମୋତେ ଆଘାତ କରିବା ପାଇଁ କି ଆଜ୍ଞା ଦେଉଅଛ ?


ପ୍ରାଣଦଣ୍ଡଯୋଗ୍ୟ ବ୍ୟକ୍ତି ଦୁଇ ସାକ୍ଷୀର ବା ତିନି ସାକ୍ଷୀର ମୁଖ ଦ୍ୱାରା ହତ ହେବ; ଏକ ସାକ୍ଷୀର ମୁଖ ଦ୍ୱାରା ତାହାର ପ୍ରାଣଦଣ୍ଡ ହେବ ନାହିଁ।


ତୁମ୍ଭେ ମିଥ୍ୟାପବାଦ ଉତ୍‍ଥାପନ କରିବ ନାହିଁ; ଅନ୍ୟାୟ ସାକ୍ଷୀ ହୋଇ ଦୁଷ୍ଟର ସାହାଯ୍ୟ କରିବ ନାହିଁ।


ଯେଉଁ ବ୍ୟକ୍ତି କୌଣସି ଲୋକକୁ ବଧ କରେ, ସେହି ନରହତ୍ୟାକାରୀ ସାକ୍ଷୀମାନଙ୍କ ସାକ୍ଷ୍ୟ ଦ୍ୱାରା ହତ ହେବ; ମାତ୍ର ଏକ ସାକ୍ଷୀର ସାକ୍ଷ୍ୟ କୌଣସି ଲୋକର ପ୍ରତିକୂଳରେ ପ୍ରାଣଦଣ୍ଡ ନିମନ୍ତେ ଗ୍ରାହ୍ୟ ହେବ ନାହିଁ।


Swiv nou:

Piblisite


Piblisite