Biblia Todo Logo
Bib sou entènèt

- Piblisite -




ଯୋହନ 7:9 - ଓଡିଆ ବାଇବେଲ

9 ସେ ସେମାନଙ୍କୁ ଏହି ସମସ୍ତ କଥା କହି ଗାଲିଲୀରେ ରହିଲେ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ସେ ସେମାନଙ୍କୁ ଏହିସମସ୍ତ କଥା କହି ଗାଲିଲୀରେ ରହିଲେ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

9 ଏହା କହି ଯୀଶୁ ଗାଲିଲୀରେ ରହିଗଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ସେ ସେମାନଙ୍କୁ ଏହି ସମସ୍ତ କଥା କହି ଗାଲିଲୀରେ ରହିଲେ।

Gade chapit la Kopi

ପବିତ୍ର ବାଇବଲ

9 ଏ କଥା କହିବା ପରେ ଯୀଶୁ ଗାଲିଲୀରେ ରହିଗଲେ।

Gade chapit la Kopi




ଯୋହନ 7:9
2 Referans Kwoze  

ତୁମ୍ଭେମାନେ ଏହି ପର୍ବକୁ ଯାଅ, ମୁଁ ଏବେ ଏହି ପର୍ବକୁ ଯାଉ ନାହିଁ, କାରଣ ମୋହର ସମୟ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ହୋଇ ନାହିଁ ।


କିନ୍ତୁ ତାହାଙ୍କ ଭାଇମାନେ ପର୍ବକୁ ଗଲା ଉତ୍ତାରେ ସେ ମଧ୍ୟ ଗଲେ, ପ୍ରକାଶରେ ନୁହେଁ, ମାତ୍ର ଏକ ପ୍ରକାର ଗୋପନରେ ।


Swiv nou:

Piblisite


Piblisite