ଯୋହନ 8:7 - ଓଡିଆ ବାଇବେଲ7 ମାତ୍ର ସେମାନେ ତାହାଙ୍କୁ ପୁନଃ ପୁନଃ ପଚାରନ୍ତେ, ସେ ମସ୍ତକ ଉତ୍ତୋଳନ କରି ସେମାନଙ୍କୁ କହିଲେ, ତୁମ୍ଭମାନଙ୍କ ମଧ୍ୟରେ ଯେ ନିଷ୍ପାପ, ସେ ପ୍ରଥମରେ ତାକୁ ପଥର ଫୋପାଡ଼ୁ । Gade chapit laପବିତ୍ର ବାଇବଲ (Re-edited) - (BSI)7 ମାତ୍ର ସେମାନେ ତାହାଙ୍କୁ ପୁନଃ ପୁନଃ ପଚାରନ୍ତେ, ସେ ମସ୍ତକ ଉତ୍ତୋଳନ କରି ସେମାନଙ୍କୁ କହିଲେ, ତୁମ୍ଭମାନଙ୍କ ମଧ୍ୟରେ ଯେ ନିଷ୍ପାପ, ସେ ପ୍ରଥମରେ ତାକୁ ପଥର ଫୋପାଡ଼ୁ। Gade chapit laପବିତ୍ର ବାଇବଲ (CL) NT (BSI)7 ସେମାନେ ସେଠାରେ ଠିଆହୋଇ ଆହୁରି ପ୍ରଶ୍ନ କରିବାରୁ, ଯୀଶୁ ମୁଣ୍ଡ ଟେକି ସେମାନଙ୍କୁ କହିଲେ, “ତୁମ ମଧ୍ୟରୁ ଯେ କେବେ କୌଣସି ପାପ କରି ନାହିଁ, ସେ ପ୍ରଥମେ ଆସି ପଥର ଫୋପାଡ଼ୁ।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ମାତ୍ର ସେମାନେ ତାହାଙ୍କୁ ପୁନଃ ପୁନଃ ପଚାରନ୍ତେ, ସେ ମସ୍ତକ ଉତ୍ତୋଳନ କରି ସେମାନଙ୍କୁ କହିଲେ, ତୁମ୍ଭମାନଙ୍କ ମଧ୍ୟରେ ଯେ ନିଷ୍ପାପ, ସେ ପ୍ରଥମରେ ତାହାକୁ ପଥର ଫୋପାଡ଼ୁ। Gade chapit laପବିତ୍ର ବାଇବଲ7 ଯିହୂଦୀ ନେତାମାନେ ତାହାଙ୍କୁ ଅବିରତ ପ୍ରଶ୍ନ ପଗ୍ଭରିବାରେ ଲାଗିଲେ। ତେଣୁ ଯୀଶୁ ଠିଆ ହୋଇ କହିଲେ, “ଏଠାରେ ଏଭଳି କୌଣସି ଲୋକ ଉପସ୍ଥିତ ଅଛନ୍ତି, ଯିଏ କେବେ ପାପ କରି ନାହିଁ? ସେହିଭଳି ପାପ ନ କରିଥିବା ଲୋକ ଏହି ସ୍ତ୍ରୀଲୋକକୁ ପ୍ରଥମେ ପଥର ଫିଙ୍ଗୁ।” Gade chapit la |