Biblia Todo Logo
Bib sou entènèt

- Piblisite -




ଯୋହନ 8:8 - ଓଡିଆ ବାଇବେଲ

8 ପୁନର୍ବାର ସେ ଅଧୋମୁଖ ହୋଇ ଭୂମିରେ ଲେଖିବାକୁ ଲାଗିଲେ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ପୁନର୍ବାର ସେ ଅଧୋମୁଖ ହୋଇ ଭୂମିରେ ଲେଖିବାକୁ ଲାଗିଲେ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

8 ଏହା କହି ଯୀଶୁ ପୁଣି ତରେ ନଇଁ ପଡ଼ି ଭୂମିରେ ଲେଖିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ପୁନର୍ବାର ସେ ଅଧୋମୁଖ ହୋଇ ଭୂମିରେ ଲେଖିବାକୁ ଲାଗିଲେ।

Gade chapit la Kopi

ପବିତ୍ର ବାଇବଲ

8 ତା'ପରେ ଯୀଶୁ ପୁଣି ଆଣ୍ଠେଇ ଭୂଇଁରେ ଲେଖିବାକୁ ଲାଗିଲେ।

Gade chapit la Kopi




ଯୋହନ 8:8
3 Referans Kwoze  

ମାତ୍ର ସେମାନେ ତାହାଙ୍କୁ ପୁନଃ ପୁନଃ ପଚାରନ୍ତେ, ସେ ମସ୍ତକ ଉତ୍ତୋଳନ କରି ସେମାନଙ୍କୁ କହିଲେ, ତୁମ୍ଭମାନଙ୍କ ମଧ୍ୟରେ ଯେ ନିଷ୍ପାପ, ସେ ପ୍ରଥମରେ ତାକୁ ପଥର ଫୋପାଡ଼ୁ ।


ତାହା ଶୁଣି ସେମାନେ ବଡ଼ଠାରୁ ଆରମ୍ଭ କରି ଜଣ ଜଣ ହୋଇ ବାହାରିଯିବାକୁ ଲାଗିଲେ, ଆଉ କେବଳ ଯୀଶୁ ଓ ମଧ୍ୟସ୍ଥଳରେ ସେହି ସ୍ତ୍ରୀଲୋକ ଅବଶିଷ୍ଟ ରହିଲେ ।


ପୁଣି, ଯାଜକ ମୃତ୍ତିକା ପାତ୍ରରେ ପବିତ୍ର ଜଳ ନେବ ଓ ଯାଜକ ଆବାସର ଚଟାଣରୁ ଧୂଳି ନେଇ ସେହି ଜଳରେ ପକାଇବ।


Swiv nou:

Piblisite


Piblisite