Biblia Todo Logo
Bib sou entènèt

- Piblisite -




ଯୋୟେଲ 1:6 - ଓଡିଆ ବାଇବେଲ

6 ଯେହେତୁ ଆମ୍ଭ ଦେଶ ବିରୁଦ୍ଧରେ ଏକ ଗୋଷ୍ଠୀ ଉଠି ଆସିଅଛି, ସେ ବଳବାନ ଓ ଅସଂଖ୍ୟ; ତାହାର ଦନ୍ତ ସିଂହଦନ୍ତ ତୁଲ୍ୟ ଓ ତାହାର କଳଦନ୍ତ ଏକ ବୃହତ୍ ସିଂହର କଳଦନ୍ତ ତୁଲ୍ୟ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ଯେହେତୁ ଆମ୍ଭ ଦେଶ ବିରୁଦ୍ଧରେ ଏକ ଗୋଷ୍ଠୀ ଉଠି ଆସିଅଛି, ସେ ବଳବାନ ଓ ଅସଂଖ୍ୟ; ତାହାର ଦ; ସିଂହଦ; ତୁଲ୍ୟ ଓ ତାହାର କଳଦ; ଏକ ବୃହତ୍ ସିଂହର କଳଦ; ତୁଲ୍ୟ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଯେହେତୁ ଆମ୍ଭ ଦେଶ ବିରୁଦ୍ଧରେ ଏକ ଗୋଷ୍ଠୀ ଉଠି ଆସିଅଛି, ସେ ବଳବାନ ଓ ଅସଂଖ୍ୟ; ତାହାର ଦନ୍ତ ସିଂହଦନ୍ତ ତୁଲ୍ୟ ଓ ତାହାର କଳଦନ୍ତ ଏକ ବୃହତ ସିଂହର କଳଦନ୍ତ ତୁଲ୍ୟ।

Gade chapit la Kopi

ପବିତ୍ର ବାଇବଲ

6 ଆମ୍ଭ ଦେଶକୁ ଆକ୍ରମଣ କରିବାକୁ, ଏକ ବିରାଟ ଶକ୍ତିଶାଳୀ ଜାତି ଆସିଲା। ସେମାନଙ୍କର ସଂଖ୍ୟା ଅଗଣିତ ଥିଲା। ସେମାନଙ୍କର ଦାନ୍ତଗୁଡ଼ିକ ସିଂହର ଦନ୍ତଠାରୁ ତୀ‌‌‌କ୍ଷ୍‌‌‌ଣ ଥିଲା ଏବଂ ସେମାନଙ୍କର କଳଦନ୍ତ ଏକ ବୃହତ୍ ସିଂହର କଳଦନ୍ତ ତୁଲ୍ୟ।

Gade chapit la Kopi




ଯୋୟେଲ 1:6
9 Referans Kwoze  

“ଆଉ, ଆମ୍ଭେ ତୁମ୍ଭମାନଙ୍କ ମଧ୍ୟକୁ ଆପଣାର ଯେଉଁ ମହା ସୈନ୍ୟଦଳ, ଅର୍ଥାତ୍‍ ପଙ୍ଗପାଳ, ପତଙ୍ଗ, ଘୁର୍ଘୁରିଆ ଓ ଶୂକ କୀଟ ପଠାଇଲୁ, ସେମାନେ ଯେଉଁ ବର୍ଷର ଶସ୍ୟାଦି ଖାଇଅଛନ୍ତି, ତାହା ଆମ୍ଭେ ତୁମ୍ଭମାନଙ୍କୁ ଫେରାଇ ଦେବା।


ପୃଥିବୀରୁ ଦୁଃଖୀମାନଙ୍କୁ ଓ ମନୁଷ୍ୟଗଣ ମଧ୍ୟରୁ ଦରିଦ୍ରମାନଙ୍କୁ ଗ୍ରାସ କରିବା ପାଇଁ ଯେଉଁମାନଙ୍କର ଦନ୍ତ ଖଡ୍ଗ ପରି ଓ କଳଦନ୍ତ ଛୁରୀ ପରି, ଏପରି ଏକ ବଂଶ ଅଛି।


ସେମାନେ ସଦାପ୍ରଭୁଙ୍କ ଦେଶରେ ବାସ କରିବେ ନାହିଁ; ମାତ୍ର ଇଫ୍ରୟିମ ମିସରକୁ ଫେରି ଯିବ, ଆଉ ସେମାନେ ଅଶୂରରେ ଅଶୁଚି ଦ୍ରବ୍ୟ ଭୋଜନ କରିବେ।


ମୋ’ ଲୋକମାନଙ୍କ ଭୂମି କଣ୍ଟକ ଓ କାନକୋଳି ବୃକ୍ଷମୟ ହେବ; ହଁ, ଉଲ୍ଲାସପ୍ରିୟ ନଗରର ଯାବତୀୟ ଆନନ୍ଦ-ଗୃହ ତାହା ହିଁ ହେବ;


ଆଉ, ସେ ପ୍ରବଳ ରୂପେ ଆଗକୁ ବଢ଼ି ଯିହୁଦା ପର୍ଯ୍ୟନ୍ତ ଯିବ; ସେ ଉଚ୍ଛୁଳି ଉଠି ବ୍ୟାପି ଯିବ; ସେ କଣ୍ଠ ସରିକି ଉଠିବ; ପୁଣି, ହେ ଇମ୍ମାନୁୟେଲ, ତାହାର ପକ୍ଷର ବିସ୍ତୃତି ଦ୍ୱାରା ତୁମ୍ଭ ଦେଶର ପ୍ରସ୍ଥ ବ୍ୟାପ୍ତ ହେବ।”


ସେ ଦେଶନିବାସୀମାନଙ୍କ ଦୁଷ୍ଟତା ସକାଶୁ ଉର୍ବରା ଦେଶକୁ ଲବଣ-ପ୍ରାନ୍ତର କରନ୍ତି।


Swiv nou:

Piblisite


Piblisite