ଯୋୟେଲ 1:9 - ଓଡିଆ ବାଇବେଲ9 ସଦାପ୍ରଭୁଙ୍କ ଗୃହରୁ ଭକ୍ଷ୍ୟ ନୈବେଦ୍ୟ ଓ ପେୟ ନୈବେଦ୍ୟ ଅନ୍ତର କରାଯାଇଅଛି; ସଦାପ୍ରଭୁଙ୍କର ପରିଚାରକ ଯାଜକଗଣ ଶୋକ କରନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)9 ସଦାପ୍ରଭୁଙ୍କ ଗୃହରୁ ଭକ୍ଷ୍ୟ-ନୈବେଦ୍ୟ ଓ ପେୟ-ନୈବେଦ୍ୟ ଅନ୍ତର କରାଯାଇଅଛି; ସଦାପ୍ରଭୁଙ୍କର ପରିଚାରକ ଯାଜକଗଣ ଶୋକ କରନ୍ତି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ସଦାପ୍ରଭୁଙ୍କ ଗୃହରୁ ଭକ୍ଷ୍ୟ ନୈବେଦ୍ୟ ଓ ପେୟ-ନୈବେଦ୍ୟ ଅନ୍ତର କରାଯାଇଅଛି; ସଦାପ୍ରଭୁଙ୍କର ପରିଚାରକ ଯାଜକଗଣ ଶୋକ କରନ୍ତି। Gade chapit laପବିତ୍ର ବାଇବଲ9 ସଦାପ୍ରଭୁଙ୍କର ଯାଜକ ଓ ପରିଗ୍ଭଳକଗଣ ରୋଦନ କର। କାରଣ ସଦାପ୍ରଭୁଙ୍କ ମନ୍ଦିରର ଶସ୍ୟ ନୈବେଦ୍ୟ ଓ ପେୟନୈବେଦ୍ୟ ଆଉ ରହିବ ନାହିଁ। Gade chapit la |
ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦ୍ରାକ୍ଷାରସର ଉପହାର ଢାଳିବେ ନାହିଁ, କିଅବା ସେହିସବୁ ସଦାପ୍ରଭୁଙ୍କ ତୁଷ୍ଟିଜନକ ହେବ ନାହିଁ। ସେମାନଙ୍କର ବଳିଦାନସକଳ ସେମାନଙ୍କ ପ୍ରତି ବିଳାପକାରୀଗଣର ଖାଦ୍ୟର ସମାନ ହେବ; ଯେଉଁମାନେ ତାହା ଭୋଜନ କରିବେ, ସେମାନେ ସମସ୍ତେ ଅଶୁଚି ହେବେ; କାରଣ ସେମାନଙ୍କର ଖାଦ୍ୟ ସେମାନଙ୍କ କ୍ଷୁଧାର ତୃପ୍ତି ନିମନ୍ତେ ହେବ; ତାହା ସଦାପ୍ରଭୁଙ୍କ ଗୃହକୁ ଆସିବ ନାହିଁ।