Biblia Todo Logo
Bib sou entènèt

- Piblisite -




ଯୋୟେଲ 2:4 - ଓଡିଆ ବାଇବେଲ

4 ସେମାନଙ୍କର ଆକାର ଅଶ୍ୱଗଣର ଆକୃତି ତୁଲ୍ୟ ଓ ସେମାନେ ଅଶ୍ୱାରୋହୀଗଣର ତୁଲ୍ୟ ଦୌଡ଼ନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ସେମାନଙ୍କର ଆକାର ଅଶ୍ଵଗଣର ଆକୃତି ତୁଲ୍ୟ ଓ ସେମାନେ ଅଶ୍ଵାରୋହୀଗଣର ତୁଲ୍ୟ ଦୌଡ଼ନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ସେମାନଙ୍କର ଆକାର ଅଶ୍ୱଗଣର ଆକୃତି ତୁଲ୍ୟ ଓ ସେମାନେ ଅଶ୍ୱାରୋହୀଗଣର ତୁଲ୍ୟ ଦୌଡ଼ନ୍ତି।

Gade chapit la Kopi

ପବିତ୍ର ବାଇବଲ

4 ସେମାନେ ଅଶ୍ୱ ସଦୃଶ ଦେଖାଯାଆନ୍ତି। ଯୁଦ୍ଧ ଅଶ୍ୱ ପରି ସେମାନେ ଦୌଡ଼ିବେ।

Gade chapit la Kopi




ଯୋୟେଲ 2:4
3 Referans Kwoze  

ପଙ୍ଗପାଳମାନଙ୍କର ଆକୃତି ଯୁଦ୍ଧ ନିମନ୍ତେ ସଜ୍ଜିତ ଅଶ୍ୱମାନଙ୍କ ସଦୃଶ, ସେମାନଙ୍କ ମସ୍ତକର ଆବରଣ ସୁବର୍ଣ୍ଣ ମୁକୁଟ ତୁଲ୍ୟ, ପୁଣି, ସେମାନଙ୍କ ମୁଖ ମନୁଷ୍ୟମାନଙ୍କ ମୁଖ ସଦୃଶ;


ସେତେବେଳେ ଅଶ୍ୱମାନଙ୍କ ଖୁରା ଭୂମି ମନ୍ଥି ପକାଇଲା, ଯେହେତୁ ସେମାନେ କୁଦା ମାରିଲେ, ସେମାନଙ୍କ ବଳିଷ୍ଠମାନେ କୁଦା ମାରିଲେ।


କୋରଡ଼ାର ଶବ୍ଦ, ଚକ୍ରସମୂହର ଘର ଘର ଶବ୍ଦ; ନାଚିବା ଅଶ୍ୱଗଣ ଓ କୁଦିବା ରଥ;


Swiv nou:

Piblisite


Piblisite