Biblia Todo Logo
Bib sou entènèt

- Piblisite -




ଯୋୟେଲ 3:10 - ଓଡିଆ ବାଇବେଲ

10 ତୁମ୍ଭେମାନେ ଆପଣା ଆପଣା ଲଙ୍ଗଳର ଫାଳ ଭାଙ୍ଗି ଖଡ୍ଗ ଗଢ଼ାଅ ଓ ଆପଣା ଆପଣା ଦାଆ ଭାଙ୍ଗି ବର୍ଚ୍ଛା ଗଢ଼: ଦୁର୍ବଳ ଲୋକ କହୁ, “ମୁଁ ବଳବାନ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ତୁମ୍ଭେମାନେ ଆପଣା ଆପଣା ଲଙ୍ଗଳର ଫାଳ ଭାଙ୍ଗି ଖଡ଼୍‍ଗ ଗଢ଼ାଅ ଓ ଆପଣା ଆପଣା ଦା ଭାଙ୍ଗି ବର୍ଚ୍ଛା ଗଢ଼: ଦୁର୍ବଳ ଲୋକ କହୁ, ମୁଁ ବଳବାନ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ତୁମ୍ଭେମାନେ ଆପଣା ଆପଣା ଲଙ୍ଗଳର ଫାଳ ଭାଙ୍ଗି ଖଡ୍ଗ ଗଢ଼ାଅ ଓ ଆପଣା ଆପଣା ଦାଆ ଭାଙ୍ଗି ବର୍ଚ୍ଛା ଗଢ଼: ଦୁର୍ବଳ ଲୋକ କହୁ, ମୁଁ ବଳବାନ।

Gade chapit la Kopi

ପବିତ୍ର ବାଇବଲ

10 ତୁମ୍ଭର ଲଙ୍ଗଳର ଲୁହାକୁ ଭାଙ୍ଗି ‌‌ଖ‌ଡ଼୍‌ଗ ତିଆରି କର। ନିଜ ନିଜର ଦାଆକୁ ଭାଙ୍ଗି ବର୍ଚ୍ଛା ତିଆରି କର। ଦୁର୍ବଳ ଲୋକ କହୁ, “ମୁଁ ବଳବାନ”

Gade chapit la Kopi




ଯୋୟେଲ 3:10
7 Referans Kwoze  

ସେହି ଦିନ ସଦାପ୍ରଭୁ ଯିରୂଶାଲମର ନିବାସୀଗଣକୁ ରକ୍ଷା କରିବେ ଓ ସେମାନଙ୍କ ମଧ୍ୟରେ ଯେଉଁ ଜନ ଦୁର୍ବଳ, ସେହି ଦିନ ସେ ଦାଉଦ ପରି ହେବ ଓ ଦାଉଦ-ବଂଶ ପରମେଶ୍ୱରଙ୍କ ପରି, ସେମାନଙ୍କର ଅଗ୍ରଗାମୀ ସଦାପ୍ରଭୁଙ୍କର ଦୂତ ପରି ହେବେ।


ମାତ୍ର ଯେବେ ଆପଣ ଯିବେ, ତେବେ ସାହସରେ କାର୍ଯ୍ୟ କରନ୍ତୁ, ଯୁଦ୍ଧ କରିବାକୁ ବଳବାନ ହେଉନ୍ତୁ; ପରମେଶ୍ୱର ଶତ୍ରୁ ସମ୍ମୁଖରେ ଆପଣଙ୍କୁ ନିପାତ କରିବେ, କାରଣ ସାହାଯ୍ୟ କରିବାକୁ ଓ ନିପାତ କରିବାକୁ ପରମେଶ୍ୱରଙ୍କ ଶକ୍ତି ଅଛି।


ପୁଣି, ସେ ଅନେକ ଗୋଷ୍ଠୀୟମାନଙ୍କ ମଧ୍ୟରେ ବିଚାର କରିବେ ଓ ଦୂରସ୍ଥିତ ବଳବାନ ଗୋଷ୍ଠୀୟମାନଙ୍କ ସମ୍ବନ୍ଧରେ ନିଷ୍ପତ୍ତି କରିବେ; ତହିଁରେ ସେମାନେ ଆପଣା ଆପଣା ଖଡ୍ଗ ଭାଙ୍ଗି ଲଙ୍ଗଳର ଫାଳ କରିବେ ଓ ଆପଣା ଆପଣା ବର୍ଚ୍ଛା ଭାଙ୍ଗି ଦାଆ ନିର୍ମାଣ କରିବେ; ଏକ ଦେଶୀୟ ଲୋକେ ଅନ୍ୟ ଦେଶୀୟ ଲୋକଙ୍କ ବିରୁଦ୍ଧରେ ଖଡ୍ଗ ଉଠାଇବେ ନାହିଁ, କିଅବା ସେମାନେ ଆଉ ଯୁଦ୍ଧ ଶିଖିବେ ନାହିଁ।


ପୁଣି, ସେ ଦେଶୀୟମାନଙ୍କ ମଧ୍ୟରେ ବିଚାର କରିବେ ଓ ଅନେକ ଗୋଷ୍ଠୀ ସମ୍ବନ୍ଧରେ ନିଷ୍ପତ୍ତି କରିବେ; ତହିଁରେ ସେମାନେ ଆପଣା ଖଡ୍ଗ ଭାଙ୍ଗି ଲଙ୍ଗଳର ଫାଳ କରିବେ ଓ ଆପଣା ଆପଣା ବର୍ଚ୍ଛା ଭାଙ୍ଗି ଦାଆ ନିର୍ମାଣ କରିବେ; ଏକ ଦେଶୀୟ ଲୋକେ ଅନ୍ୟ ଦେଶୀୟ ଲୋକଙ୍କ ବିରୁଦ୍ଧରେ ଖଡ୍ଗ ଉଠାଇବେ ନାହିଁ, କିଅବା ସେମାନେ ଆଉ ଯୁଦ୍ଧ ଶିଖିବେ ନାହିଁ।


ସେଥିରେ ସେ ସେମାନଙ୍କୁ କହିଲେ, ମାତ୍ର ଏବେ, ଯାହାର ଟଙ୍କା ରଖିବାର ମୁଣା ଅଛି, ସେ ତାହା ନେଉ, ସେହି ପ୍ରକାରେ ଝୋଲି ମଧ୍ୟ ନେଉ, ଆଉ ଯାହାର ନାହିଁ, ସେ ଆପଣା ଚାଦରଖଣ୍ଡକ ବିକି ଖଣ୍ଡା କିଣୁ ।


ତୁମ୍ଭେମାନେ ତୀର ତୀକ୍ଷ୍ଣ କର; ଦୃଢ଼ କରି ଢାଲ ଧର; ସଦାପ୍ରଭୁ ମାଦୀୟ ରାଜାଗଣର ମନ ଉତ୍ତେଜିତ କରିଅଛନ୍ତି; କାରଣ ବାବିଲକୁ ନଷ୍ଟ କରିବା ପାଇଁ ତାହା ବିରୁଦ୍ଧରେ ତାହାଙ୍କର ସଂକଳ୍ପ ଅଛି; ଯେହେତୁ ଏହା ସଦାପ୍ରଭୁଙ୍କର ଦାତବ୍ୟ ପ୍ରତିଶୋଧ, ତାହାଙ୍କର ମନ୍ଦିର ନିମିତ୍ତକ ପ୍ରତିଶୋଧ ଅଟେ।


ଯୀଶୁ ତାହାକୁ ଦେଖି ପାଖକୁ ଡାକି କହିଲେ, ହେ ନାରୀ, ତୁମ୍ଭର ଦୁର୍ବଳତାରୁ ମୁକ୍ତ ହେଲ ।


Swiv nou:

Piblisite


Piblisite